ଜାତୀୟ

ଜାନୁୟାରୀ ୨୮ରେ ଜୟପୁରରେ ବୈଠକ କରିବେ ରାହୁଲ

ନୂଆଦିଲ୍ଲୀ,୨୦।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆସନ୍ତା ୨୮ ତାରିଖରେ ଜୟପୁରରେ ଏକ ବୈଠକ ଡକାଇଛନ୍ତି। ଏଥିରେ ସେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ବେରୋଜଗାର ଓ…

5 years ago

ବଜେଟ ପୂର୍ବରୁ କାହିଁକି ହୁଏ ‘ହାଲଓ୍ବା ରଶମ’

ନୂଆଦିଲ୍ଲୀ,୨୦।୧: ଚଳିତ ବର୍ଷ ଫେବୃୟାରୀ ୧ରେ ଦେଶର ବଜେଟ ଉପସ୍ଥାପନ ହେବ। ୨୦୨୦-୨୧ର ସାଧାରଣ ବଜେଟକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନିଜର ପେଡ଼ି ଖୋଲି ଉପସ୍ଥାପନ କରିବେ।…

5 years ago

ଆହ୍ଲାବାଦ୍‌ର ନାମ ପରିବର୍ତ୍ତନ: ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟ ନୋଟିସ୍‌

ନୂଆଦିଲ୍ଲୀ,୨୦।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶାସନ ସମୟରେ ଆହ୍ଲାବାଦ୍‌ର ନାମ ପରିବର୍ତ୍ତନ କରାଯାଇ ପ୍ରୟାଗରାଜ ଭାବେ ନାମିତ କରାଯାଇଛି। ଏନେଇ ସୋମବାର ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ…

5 years ago

ଶୋପିଆନ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ମୃତ

ଶ୍ରୀନଗର,୨୦।୧: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କହିଛି କଶ୍ମୀର ଜୋନ୍‌ ପୋଲିସ।…

5 years ago

ମୋବାଇଲ୍‌ ଇଣ୍ଟରନେଟ୍‌ ଯୋଗୁ ନ ବଢୁ ଦୂରତା: ପ୍ରତିଦିନ ସନ୍ଧ୍ୟାରେ ଗାଁର ୧୧ ପରିବାର ଘଣ୍ଟାଏ କରୁଛନ୍ତି ଗପସପ

ରାୟପୁର,୨୦।୧: ସମ୍ପ୍ରତି ମୋବାଇଲ୍‌ ଇଣ୍ଟରନେଟ୍‌ ଯୋଗୁ ଲୋକେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ସାଇଟ୍‌ରେ ଦେଶ-ବିଦେଶରେ ବହୁ ଲୋକଙ୍କ ସହିତ ବନ୍ଧୁତା କରିପାରୁଛନ୍ତି। ତେବେ ଇଣ୍ଟରନେଟ୍‌ରେ ବ୍ୟସ୍ତ ରହିବା…

5 years ago

ଗିରଫ ହେଲେ ଆଇଏସ୍‌ଆଇ ଏଜେଣ୍ଟ

ବାରାଣସୀ,୨୦।୧: ଉତ୍ତରପ୍ରଦେଶର ଆଣ୍ଟି ଟେରର ସ୍କ୍ବାଡ(ଏଟିଏସ୍‌)ସେନା ଇଣ୍ଟଲିଜେନ୍ସର ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନ ଆସନ ବାରାଣସୀରୁ ଜଣେ ଆଇଏସ୍‌ଆଇ ଏଜେଣ୍ଟଙ୍କୁ ସୋମବାର ଗିରଫ କରିଛି। ରଶିଦ…

5 years ago

ପରୀକ୍ଷାରେ ଭଲ ନମ୍ବର ଆଣିବା ନୁହେଁ ଗୁରୁତ୍ୱପୂର୍ଣ୍ଣ; ବିଫଳତା ପରେ ନ ଅଟକି ଆଗେଇବା ଉଚିତ: ମୋଦି

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷାର୍ଥୀଙ୍କ ମାନସିକ ଚାପ ହ୍ରାସ ପାଇଁ ସୋମବାର ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ ବିଫଳତା…

5 years ago

ଚାଷୀ ବେଶରେ ପଲାନୀସ୍ବାମୀ: ସୋସିଆଲ୍‌ ମିଡ଼ିଆରେ ଶେୟାର କଲେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଚେନ୍ନାଇ, ୨୦।୧: ଏବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ଦ୍ୱାରା ଶେୟାର ହୋଇଥିବା ଫଟୋ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଫଟୋରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ.…

5 years ago

ବାଂଲାଦେଶରେ ପଢୁଥିବା ଦାବିନ୍ଦର ଝିଅଙ୍କ ପଢାଖର୍ଚ୍ଚ ବହନ କରୁଛି ଆଇଏସ୍‌ଆଇ!

ନୂଆଦିଲ୍ଲୀ,୨୦।୧: ଜମ୍ମୁ-କଶ୍ମୀରରେ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀଙ୍କ ସହ ଧରାପଡିଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କ ଉପରେ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ) କଡା ନଜର ରଖିଛି। ଏନ୍‌ଆଇଏ ଏବେ ଅନୁମାନ…

5 years ago

ପାଣିରେ ଚାଲିବ ଟ୍ରାକ୍ଟର

ଲୁଧିଆନା,୨୦।୧: ଆଗାମୀ ଦିନରେ ଡିଜେଲ୍‌ ବଦଳରେ ଟ୍ରାକ୍ଟର ପାଣିରେ ଚାଲିବ। ପଞ୍ଜାବ ଲୁଧିଆନାର ଜିମ୍ପପେକ୍ସ୍‌ ବାୟୋ ଟେକ୍ନୋଲୋଜିର ମିହିର ଜୟ ସିଂ ଏପରି ଏକ କିଟ୍‌ ପ୍ରସ୍ତୁତ…

5 years ago