ଜାତୀୟ

ନିର୍ଭୟା ମାମଲା: ଅଭିଯୋଗକୁ ନେଇ ସଫେଇ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ନିର୍ବାଚନ ଋତୁରେ ନିର୍ଭୟା ଭଳି ସମ୍ବେଦନଶୀଳ ମାମଲାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ନିର୍ଭୟାଙ୍କ ମା’ ଆଣିଥିବା ଅଭିଯୋଗର ସଫେଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।…

5 years ago

#ମିଠୁ ମାମଲାରେ ଅନୁ ମଲିକଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ,୧୭।୧: ବଲିଉଡ୍‌ର ପପୁଲାର ଗାୟକ, ସଙ୍ଗୀତ ନିର୍ଦ୍ଦେଶକ ଓ ଇଣ୍ଡିଆନ ଆଇଡଲ୍‌-୧୧ର ପୂର୍ବତନ ଜଜ୍‌ ଅନୁ ମଲିକଙ୍କ ଉପରେ #ମିଠୁ ଜରିଆରେ ଯୌନ ନିର୍ଯ୍ୟାତନା ମାମଲା ଅଭିଯୋଗ…

5 years ago

ସିଏଏକୁ ନେଇ ବିରୋଧ ପ୍ରଦର୍ଶନ: ସାମିଲ ହେଲେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ

ନୂଆଦିଲ୍ଲୀ,୧୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀର ଜାମା ମସ୍‌ଦିଜ ସାମ୍ନାରେ ଶୁକ୍ରବାର ବିରୋଧ ପ୍ରଦର୍ଶନ କରାଯାଇଛି। ଏଥିରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ସାମିଲ…

5 years ago

ପଞ୍ଜାବ ବିଧାନସଭାରେ ସିଏଏକୁ ବିରୋଧ ପ୍ରସ୍ତାବ

ଚଣ୍ଡିଗଡ଼,୧୭।୧: କେରଳ ପରେ ଏବେ ପଞ୍ଜାବ ବିଧାନସଭାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଏକ ପ୍ରସ୍ତାବ ପାସ୍‌ କରାଯାଇଥିବା ଜଣାପଡିଛି। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ…

5 years ago

ମହାତ୍ମା ଗାନ୍ଧୀ ଭାରତ ରତ୍ନଠାରୁ ଊର୍ଦ୍ଧ୍ୱରେ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୭।୧: ମହାତ୍ମା ଗାନ୍ଧୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରିବା ପାଇଁ ସୁପ୍ରମିକୋର୍ଟରେ ୟୁନିୟନ ଅଫ୍‌ ଇଣ୍ଡିଆ ପକ୍ଷରୁ ଆବେଦନ କରାଯାଇଥିଲା।…

5 years ago

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହେଲା ଦୋଷୀ ମୁକେଶଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ମୁକେଶ କୁମାର ସିଂ କ୍ଷମା ଆବେଦନ କରିଥିବା ବେଳେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଏହା ଖାରଜ ହୋଇଯାଇଛି। ରାଷ୍ଟ୍ରପତି…

5 years ago

୧୯୯୩ ମୁମ୍ବାଇ ବିସ୍ଫୋରଣର ଦୋଷୀ ଜଲୀସ ଅନ୍‌ସାରି ପାରୋଲରେ ଆସି ନିଖୋଜ

ମୁମ୍ବାଇ,୧୭।୧: ୧୯୯୩ ମୁମ୍ବାଇ ବିସ୍ଫୋରଣର ଅନ୍ୟତମ ଦୋଷୀ ଜଲୀସ ଅନ୍‌ସାରି ମୁମ୍ବାଇସ୍ଥିତ ତାଙ୍କ ଘରୁ ନିଖୋଜ ହୋଇ ଯାଇଛନ୍ତି। ୨୧ ଦିନ ହେବ ପାରୋଲରେ ଆସି ସେ…

5 years ago

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କ ପାଖକୁ ଗଲା ଦୋଷୀ ମୁକେଶଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ନର୍ଭୟା ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂହଙ୍କ କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରାଷ୍ଟ୍ରପତି ଭବନକୁ ପଠାଇ ଦେଇଛନ୍ତି। ତେବେ…

5 years ago

ଦେଶର ସବୁଠୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍‌-୩୦ ଉତ୍‌କ୍ଷେପଣ: ବଢିବ ଇଣ୍ଟରନେଟ୍‌ ସ୍ପିଡ୍‌

ବେଙ୍ଗାଲୁରୁ,୧୭।୧:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ) ପୁଣି ଇତିହାସ ରଚିଛି। ଦେଶର ସବୁଠାରୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍‌-୩୦ ସଫଳତାର ସହ ଉତ୍‌କ୍ଷେପଣ କରାଯାଇଛି। ଫ୍ରେଞ୍ଚ ଗୁଏନାର କୋରୋଉ…

5 years ago

ପ୍ରଧାନମନ୍ତ୍ରୀଙ୍କୁ ଆଇଏମ୍‌ଏ କହିଲା: ପ୍ରମାଣ କର, ନଚେତ୍‌ କ୍ଷମା ମାଗ

ନୂଆଦିଲ୍ଲୀ,୧୭।୧:ଫାର୍ମାସ୍ୟୁଟିକାଲ୍‌ କମ୍ପାନୀଗୁଡ଼ିକ ଅନୁଗ୍ରହ ଲାଭ ପାଇଁ ଡାକ୍ତରମାନଙ୍କୁ ମହିଳା ଯୋଗାଉଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ତଥାକଥିତ ମନ୍ତବ୍ୟ ଝଡ଼ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ…

5 years ago