ଜାତୀୟ

ମେଳା ଦେଖି ରାତିରେ ଫେରୁଥିବାବେଳେ ୨ ନାବାଳିକାଙ୍କୁ ଗଣବଳାତ୍କାର

ରାଞ୍ଚି,୧୭।୧(ଆଇଏଏନ୍‌ଏସ୍‌):ଝାଡ଼ଖଣ୍ଡର ଖୁଣ୍ଟି ଜିଲା କଳାମାଟି ବ୍ଲକରେ ୨ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବାବେଳେ ୪ ଜଣଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ୫ମରୁ ୮ମ ଶ୍ରେଣୀ ମଧ୍ୟରେ ପାଠ…

5 years ago

୩ ନମ୍ବର ଜେଲକୁ ଦୋଷୀ ସ୍ଥାନାନ୍ତର: ଫାଶୀ ବିଳମ୍ବକୁ ନେଇ ଭାଜପା-ଏଏପି ବାକ୍‌ଯୁଦ୍ଧ

ନୂଆଦିଲ୍ଲୀ,୧୭।୧(ପି.ଟି.):ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଅପରାଧୀଙ୍କୁ ଗୁରୁବାର ତିହାର ଜେଲ୍‌ କମ୍ପ୍ଲେକ୍ସର ୩ ନମ୍ବର ଜେଲ୍‌କୁ ନିଆଯାଇଛି, ଯେଉଁଠି ସେମାନଙ୍କୁ ଫାଶୀ…

5 years ago

ହରିଶ ସାଲ୍‌ଭେ ହେଲେ ବ୍ରିଟେନ କ୍ୟୁସି

ନୂଆଦିଲ୍ଲୀ,୧୭।୧(ଆଇଏଏନ୍‌ଏସ୍‌):ପୂର୍ବତନ ସଲିସିଟର ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ହରିଶ ସାଲଭେଙ୍କୁ ଇଂଲଣ୍ଡ ଓ ଓ୍ବେଲ୍ସ କୋର୍ଟଗୁଡ଼ିକରେ ବ୍ରିଟେନ ରାଣୀଙ୍କ ଓକିଲ (କ୍ୟୁସି) ଭାବେ ନିଯୁକ୍ତି ଦିଆଯାଇଛି। ତେବେ…

5 years ago

ବଳଦଗାଡ଼ିକୁ ଧକ୍କା ଦେଲା ଟ୍ରେନ୍‌: ୫ ମୃତ

ପାଟନା,୧୬।୧: ବିହାର ସମସ୍ତିପୁର ଜିଲାରେ ଗୁରୁବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା…

5 years ago

ବ୍ରୁ ଶରଣାର୍ଥୀ ଚୁକ୍ତି: ୩୪ ହଜାରଙ୍କୁ ମିଳିବ ଭାରତୀୟ ନାଗରିକତା

ନୂଆଦିଲ୍ଲୀ,୧୬।୧: ବ୍ରୁ ଶରଣାର୍ଥୀଙ୍କୁ ନେଇ ଏକ ଚୁକ୍ତି କରାଯାଇଛି। ଏହାଦ୍ୱାରା ପ୍ରାୟ ୩୪ ହଜାର ବ୍ରୁ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଆୟୋଜିତ ଏକ ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ…

5 years ago

ଗଣତନ୍ତ୍ର ଦିବସରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ୫ ଜୈଶ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୬।୧: ଗଣତନ୍ତ୍ର ଦିବସ ଅବସରରେ କରାଯାଇଥିବା ଏକ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଗୁରୁବାର ଗିରଫ କରାଯାଇଥିବା ୫ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀଙ୍କୁ…

5 years ago

ରାସ୍ତା କଡ଼ରେ ଗାଡ଼ିରେ ବସି ମୋବାଇଲ୍‌ରେ ଗପିଲେ ବି କଟିବ ଚାଲାଣ

ଚଣ୍ଡିଗଡ଼,୧୬।୧: ରାସ୍ତାରେ ଗାଡ଼ି ଚଳାଇବା ସମୟରେ ମୋବାଇଲ୍‌ରେ ଗପିଲେ ଚାଲାଣ କଟିବାର ବ୍ୟବସ୍ଥା ରହିଛି। ତେବେ ରାସ୍ତାକଡ଼ରେ ଗାଡ଼ି ରଖି ମୋବାଇଲ୍‌ରେ କଥାହେଲେ ଏବେ ଜରିମାନା ଦେବାକୁ…

5 years ago

ନିର୍ଭୟା ମାମଲା: ଜେଲ୍‌ ପ୍ରଶାସନଙ୍କୁ ରିପୋର୍ଟ ମାଗିଲେ କୋର୍ଟ

ନୂଆଦିଲ୍ଲୀ,୧୬।୧: ଦୀର୍ଘ ୭ ବର୍ଷ ତଳର ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଶୁଣାଣି କରି ଆଜି ଦିଲ୍ଲୀର ଏକ କୋର୍ଟ ତିହାର ଜେଲ୍‌ ପ୍ରଶାସନକୁ…

5 years ago

ମୋଦି-ମେଡିକାଲ ସଂଘ ମୁହାଁମୁହିଁ

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ମେଡିକାଲ ସଂଘ ମୁହାଁମୁହିଁ ହୋଇଛନ୍ତି। ମୋଦିଙ୍କ ଏକ ମନ୍ତବ୍ୟ ନେଇ ମେଡିକାଲ ସଂଘ କ୍ଷୋଭ ପ୍ରକାଶ କରିଛି। ଜାନୁୟାରୀ…

5 years ago

‘ପରୀକ୍ଷା ପେ ଚର୍ଚ୍ଚା ୨୦୨୦’: କେବଳ ଶିକ୍ଷାର୍ଥୀ ପଚାରିବେ ମୋଦିଙ୍କୁ ପ୍ରଶ୍ନ

ନୂଆଦିଲ୍ଲୀ,୧୬।୧: ଜାନୁୟାରୀ ୨୦ରେ ହେବାକୁ ଥିବା ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୦’ର ତୃତୀୟ ସଂସ୍କରଣରେ କେବଳ ଶିକ୍ଷାର୍ଥୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ପଚାରି ପାରିବେ ବୋଲି…

5 years ago