ଜାତୀୟ

ମୁକୁଳିଲେ ଅଟକ ଥିବା ଆଉ ୫ ରାଜନେତା

ଶ୍ରୀନଗର,୧୬।୧: ଜମ୍ମୁ-କଶ୍ମୀରରେ ନଜରବନ୍ଦୀ ଥିବା ଆଉ ୫ ରାଜନେତାଙ୍କୁ ଗୁରୁବାର ମୁକୁଳାଇ ଦିଆଯାଇଛି। ଏବେ ଆଉ ୨୧ ନେତା ନଜରବନ୍ଦୀ ଥିବା ଜଣାପଡିଛି। ଗୁରୁବାର ମୁକୁଳିଥିବା ନେତାମାନଙ୍କ…

5 years ago

ବିହାରରେ ପୁଣି ଶାସନ ଡୋରି ଧରିବ ଜେଡିୟୁ-ଭାଜପା ମେଣ୍ଟ

ବୈଶାଳି,୧୬।୧: ବିହାରରେ ପୁଣି ଥରେ ଶାସନ ଡୋରି ଜେଡିୟୁ-ଭାଜପା ମେଣ୍ଟ ହାତକୁ ଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ…

5 years ago

ଦିଲ୍ଲୀ ସରକାରଙ୍କ ପାଇଁ ବିଳମ୍ବ ହେଉଛି ନିର୍ଭୟା ଦୋଷୀଙ୍କ ଫାଶୀ: ଭାଜପା

ନୂଆଦିଲ୍ଲୀ,୧୬।୧: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କଂଗ୍ରେସ ଓ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶିଖ୍‌ ଦଙ୍ଗା ସମୟରେ କଂଗ୍ରେସ ଦୋଷୀଙ୍କୁ ଦଣ୍ଡ ଦେବା…

5 years ago

ଭିଜିଲା ରାଜଧାନୀ

ନୂଆଦିଲ୍ଲୀ,୧୬।୧: ରାଜଧାନୀ ଦିଲ୍ଲୀ ଅଦିନିଆ ବର୍ଷାରେ ଭିଜିଛି। ଦିଲ୍ଲୀର କେତେକ ସ୍ଥାନରେ ଗୁରୁବାର ସାମନ୍ୟ ବର୍ଷା ହୋଇଛି। ଫଳରେ ଏଠାକାର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ସେଲସିୟସ୍‌…

5 years ago

ହେଲମେଟ୍‌ ନ ପିନ୍ଧିଲେ ଲେଖିବାକୁ ପଡିବ ୧୦୦ ଶବ୍ଦ ମଧ୍ୟରେ ରଚନା

ଭୋପାଳ,୧୬।୧: ନ୍ୟାଶନାଲ ହାଇଓ୍ବେଜ୍‌ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ଦ୍ୱାରା ଜାନୁୟାରୀ ୧୭ ପର୍ଯ୍ୟନ୍ତ ପାଳନ କରାଯାଉଛି ୩୧ ତମ ସଡ଼କ ସୁରକ୍ଷା ସପ୍ତାହ। ଏହି ଅବସରରେ ମଧ୍ୟପ୍ରଦେଶ…

5 years ago

କିରନ୍‌ ମୋତେ ବଦନାମ କରୁଛନ୍ତି: ନାରାୟଣସ୍ବାମୀ

ପୁଡୁଚେରୀ,୧୬।୧: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ ପୁଣିଥରେ ଉପରାଜ୍ୟପାଳ କିରନ୍‌ ବେଦୀଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଁ ଅଥବା ମୋ ପରିବାରର କେହି ଯଦି ଜମି…

5 years ago

ଚାଲି ଚାଲି ନାମାଙ୍କନ ପତ୍ର ଦାଖଲ କରିବାକୁ ଗଲେ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ପୂର୍ବ ଦିଲ୍ଲୀର ପଟପରଗଞ୍ଜ ବିଧାନସଭା ଆସନରୁ ନିର୍ବାଚନ…

5 years ago

୧୭ ବର୍ଷରେ ୧୯୦ ସେମି କେଶ…

ସୁରଟ, ୧୬।୧: ସୁରଟର ଜଣେ ୧୭ ବର୍ଷ ବୟସ୍କା ବାଳିକା ନିଜର କେଶ ପାଇଁ ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ସ୍ଥାନୀୟ ଅରଓ୍ବଲୀ ଜିଲାର ମୋଡ଼ାସ୍‌ ରହୁଥିବା…

5 years ago

ଦିଲ୍ଲୀ ବିଧାନସଭା ନିର୍ବାଚନ: ଜନସଭାରେ ମିଳୁଛି ୫ ଟଙ୍କାରେ ଚା’!

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଲାଗି ପଡିଛନ୍ତି। ଇତିମଧ୍ୟରେ ଜନସଭାରେ ଦିଆଯାଉଥିବା…

5 years ago

ମିଛ କହିଲେ ହାଡ଼ ଦୁର୍ବଳ ହୁଏ

ଫରିଦାବାଦ୍‌: ଜଣେ ବ୍ୟକ୍ତି ଶାରୀରିକ ଭାବେ ସୁସ୍ଥ ରହିବା ଫଳରେ ଅନେକ ରୋଗଠାରୁ ଦୂରେଇ ରହିଥାଆନ୍ତି। ଫଳରେ ଶରୀରର ହାଡ଼ ମଜଭୁତ ହେବା ସହ ଫ୍ରାକ୍ଚର ହେବାର…

5 years ago