ଜାତୀୟ

ଭାରତରେ ଇରାନ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୧୫ା୧(ପି.ଟି.): ଇରାନର ବହିର୍ବ୍ୟାପାର ମନ୍ତ୍ରୀ ଜଭାଦ୍‌ ଜରିଫ୍‌ ୩ ଦିନିଆ ଭାରତ ଗସ୍ତରେ ଆସି ମଙ୍ଗଳବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଇରାନ-ଆମେରିକା ମଧ୍ୟରେ ତିକ୍ତତା ବଢ଼ୁଥିବାବେଳେ ଜରିଫ୍‌ଙ୍କ ଭାରତ…

5 years ago

ଆମେରିକାରେ ଭାରତର ରାଷ୍ଟ୍ରଦୂତ ହେବେ ସାନ୍ଧୁ

ନୂଆଦିଲ୍ଲୀ,୧୫ା୧(ପି.ଟି.): ଶ୍ରୀଲଙ୍କାରେ ଭାରତର ହାଇକମିଶନର ଭାବେ କାର୍ଯ୍ୟରତ ତରନ୍‌ଜିତ ସିଂ ସାନ୍ଧୁ ଆମେରିକାରେ ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିବେ। ଆମେରିକାରେ ଭାରତର ରାଷ୍ଟ୍ରଦୂତ ଥିବା ହର୍ଷବର୍ଦ୍ଧନ…

5 years ago

ଦିଲ୍ଲୀରେ ହେବ ତ୍ରିମୁଖୀ ଲଢ଼େଇ

ନୂଆଦିଲ୍ଲୀ,୧୫ା୧(ପି.ଟି.): ମଙ୍ଗଳବାରଠାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ନୋଟିସ ଜାରି କରାଯାଇଛି। ଫେବୃୟାରୀ ୮ରେ…

5 years ago

ଭାଜପାକୁ ହତ୍ୟାକାରୀ କହିଲେ ମଣିଶଙ୍କର

ନୂଆଦିଲ୍ଲୀ,୧୫ା୧: ଭାଜପା ହତ୍ୟାକାରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ବିଭାଜିତ କରି ମୁସ୍‌ଲିମ ସମୁଦାୟ ପାଇଁ ଅସୁବିଧା ସୃଷ୍ଟି କରୁଛନ୍ତି ବୋଲି ବିବାଦୀୟ ମନ୍ତବ୍ୟ ଦେଇ ପୁଣିଥରେ…

5 years ago

‘ମମତାଙ୍କ ଡାହାଣୀ ପ୍ରକୃତି’

ବାଲିଆ,୧୫ା୧: ଉତ୍ତରପ୍ରଦେଶସ୍ଥିତ ବାଲିଆ ବିଧାୟକ ସୁରେନ୍ଦ୍ର ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଡାହାଣୀ ସହ ତୁଳନା କରି ପୁଣି ବିବାଦୀୟ ହୋଇଛନ୍ତି। ସୁରେନ୍ଦ୍ର କହିଛନ୍ତି, ଏକ…

5 years ago

ଭାରତରେ ଯାହା ଚାଲିଛି, ଠିକ୍‌ ନୁହେଁ

ନୂଆଦିଲ୍ଲୀ,୧୫-୧:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦେଶରେ ବିବାଦ ତେଜିବାରେ ଲାଗିଥିବାବେଳେ ଏହି ନବପ୍ରଣୀତ ବ୍ୟବସ୍ଥାକୁ ନେଇ ବିଦେଶରୁ ମଧ୍ୟ ପ୍ରତିକ୍ରିୟା ଆସିବାରେ ଲାଗିଛି। ଏହି କ୍ରମରେ…

5 years ago

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଲ୍‌ଜେପି ଜାରି କଲା ୧୫ ଆଶାୟୀ ପ୍ରାର୍ଥୀଙ୍କ ତାଲିକା

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍‌ ବାଜି ସାରିଛି। ଏଥିପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ମଙ୍ଗଳବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ…

5 years ago

ଗୋରଖନାଥଙ୍କୁ ଖେଚୁଡି ଚଢ଼ାଇଲେ କଣ୍ଠଶିଳ୍ପି ଅନୁରାଧା

ଲକ୍ଷ୍ନୌ,୧୪।୧: ବଲିଉଡ୍‌ର ପ୍ରସିଦ୍ଧ କଣ୍ଠଶିଳ୍ପି ଅନୁରାଧା ପୋଡଓ୍ବାଲ ଉତ୍ତରପ୍ରଦେଶର ଗୋରଖପୁରରେ ଅବସ୍ଥିତ ଗୋରଖନାଥ ମନ୍ଦିରକୁ ମଙ୍ଗବଳାର ଗସ୍ତ କରିଛନ୍ତି। ସେଠାରେ ଗୁରୁ ଗୋରଖନାଥଙ୍କୁ ଦର୍ଶନ କରିବା ସହ…

5 years ago

୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ମିଳୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌: ସେନାର ପ୍ରସ୍ତାବ

ନୂଆଦିଲ୍ଲୀ,୧୪।୧: ଶତ୍ରୁ ବିପକ୍ଷରେ ୫୫ ବର୍ଷ ତଳେ ଯୁଦ୍ଧ ଲଢ଼ିଥିବା ଯବାନଙ୍କୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌ ମିଳିବ। ଏନେଇ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ସଶସ୍ତ୍ର…

5 years ago

ପୁଲଓ୍ବାମା ଆକ୍ରମଣର ପୁଣିଥରେ ଯାଞ୍ଚ୍‌ ଦାବି କଲା କଂଗ୍ରେସ: ଦାବିନ୍ଦରଙ୍କ ପଛରେ କାହାର ମାଷ୍ଟର ମାଇଣ୍ଡ୍‌ ?

ନୂଆଦିଲ୍ଲୀ,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ଥିବା ଅଭିଯୋଗରେ ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ଗିରଫ କରାଯାଇ ପଚରାଉଚରା ଜାରି ରହିଛି। ତାଙ୍କର ଆତଙ୍କବାଦୀ ଅଫଜଲ ଗୁରୁଙ୍କ ସହିତ ସମ୍ପର୍କ…

5 years ago