ଜାତୀୟ

ଏଏପିରେ ମିଶିଲେ ୨ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୪ା୧(ପି.ଟି.)- ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଏଏପି ନିଜ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ସୋମବାର ୨ କଂଗ୍ରେସ ନେତା ରାମ୍‌ ସିଂ ନେତାଜୀ ଓ…

5 years ago

ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ: ମମତା କହିଲେ ପଶ୍ଚିମବଙ୍ଗ ୟୁପି ନୁହେଁ

କୋଲକାତା,୧୪ା୧(ପି.ଟି.): ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରୁଥିବା ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କୁ ଗୁଳି କରାଯିବ ବୋଲି ମନ୍ତବ୍ୟ ଦେଇ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ ଘୋଷ ବିବାଦ ଘେରକୁ…

5 years ago

ପାର୍ଲାମେଣ୍ଟ ଭବନ ଆକ୍ରମଣ ପଛରେ ଡିଏସ୍‌ପି ଦାବିନ୍ଦର: ଅଫଜଲ ଗୁରୁଙ୍କ ସହ ଥିଲା ସମ୍ପର୍କ

ନୂଆଦିଲ୍ଲୀ,୧୪ା୧: ଦୁଇ ଆତଙ୍କବାଦୀଙ୍କ ସହ ଧରାପଡ଼ି ରବିବାର ଗିରଫ ହୋଇଥିବା ଜମ୍ମୁ-କଶ୍ମୀରର ପୋଲିସ ଅଫିସର ଦାବିନ୍ଦର ସିଂଙ୍କ ସମ୍ପର୍କରେ ନୂଆ ତଥ୍ୟ ପଦାକୁ ଆସିଛି। ପାର୍ଲାମେଣ୍ଟ ଆକ୍ରମଣ…

5 years ago

ସୁପ୍ରିମକୋର୍ଟରେ ପୋଲାଭରମ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୪ା୧: ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍‌ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର…

5 years ago

କଂଗ୍ରେସର ସିଏଏ ବିରୋଧୀ ମେଳି: ବିରୋଧୀ ଏକତାକୁ ଝଟକା

ନୂଆଦିଲ୍ଲୀ,୧୪ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ପାର୍ଲାମେଣ୍ଟ ହାଉସ୍‌ରେ ସୋମବାର କଂଗ୍ରେସ ଡାକିଥିବା ବୈଠକକୁ ଝଟକା ଲାଗିଛି। ବୈଠକରେ ୧୫ଟି ଦଳର ନେତାମାନେ ଯୋଗଦେଇଥିବାବେଳେ…

5 years ago

ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ସାହସ ମୋଦିଙ୍କର ନାହିଁ: ରାହୁଲ

ନୂଆଦିଲ୍ଲୀ,୧୩।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ମୋଦିଙ୍କ ସାହସ ନାହଁି।…

5 years ago

ଭାଜପାକୁ ଝଟକା: ବିହାରରେ ଲାଗୁ ହେବ ନାହିଁ ଏନ୍‌ଆର୍‌ସି

ପାଟନା,୧୩।୧: ଭାଜପାର ବିହାର ସହଯୋଗୀ ଜେଡିୟୁ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିହାରରେ ଲାଗୁ ହେବାକୁ ମନା କରିଦେଇଛି। ଫଳରେ ଭାଜପାକୁ ଝଟକା ଲାଗିଛି। ସୋମବାର ବିହାର…

5 years ago

ଆଚାର ସଂହିତା ଉଲ୍ଲଂଘନ ଅଭିଯୋଗରେ ଭାଜପା, ଏଏପିକୁ ନିର୍ବାଚନ କମିଶନରଙ୍କ ନୋଟିସ

ନୂଆଦିଲ୍ଲୀ,୧୩।୧: ରାଜଧାନୀରେ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିସାରିଛି। ନିର୍ବାଚନ ତାରିଖ ଘୋଷଣା ହେବା ସହ ଆଚାର ସଂହିତା ମଧ୍ୟ ଲାଗୁ ହୋଇଯାଇଛି। ଏହାପରେ ଶାସନ କ୍ଷମତାରେ…

5 years ago

କଂଗ୍ରେସକୁ ଝଟ୍‌କା: ମହାବଲ ମିଶ୍ରାଙ୍କ ପୁଅ ବିନୟ ଏଏପିରେ ସାମିଲ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଝଟ୍‌କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ମହାବଳ ମିଶ୍ରାଙ୍କ ପୁଅ ବିନୟ…

5 years ago

ବଡଗାମ ଏନ୍‌କାଉଣ୍ଟର: ଧରାପଡିଲେ ଜଣେ ଆତଙ୍କବାଦୀ

ବଡଗାମ,୧୩।୧: ଜମ୍ମୁ-କଶ୍ମୀରରେ ସୋମବାର କଶ୍ମୀର ଜୋନ୍‌ ପୋଲିସ ଓ ସୁରକ୍ଷା କର୍ମୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ଏନକାଉଣ୍ଟର। ଏହାପରେ ଗଣ୍ଡେରବାଲରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ତରିକ…

5 years ago