ଜାତୀୟ

କଂଗ୍ରେସକୁ ଝଟ୍‌କା: ମହାବଲ ମିଶ୍ରାଙ୍କ ପୁଅ ବିନୟ ଏଏପିରେ ସାମିଲ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଝଟ୍‌କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ମହାବଳ ମିଶ୍ରାଙ୍କ ପୁଅ ବିନୟ…

5 years ago

ବଡଗାମ ଏନ୍‌କାଉଣ୍ଟର: ଧରାପଡିଲେ ଜଣେ ଆତଙ୍କବାଦୀ

ବଡଗାମ,୧୩।୧: ଜମ୍ମୁ-କଶ୍ମୀରରେ ସୋମବାର କଶ୍ମୀର ଜୋନ୍‌ ପୋଲିସ ଓ ସୁରକ୍ଷା କର୍ମୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ଏନକାଉଣ୍ଟର। ଏହାପରେ ଗଣ୍ଡେରବାଲରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ତରିକ…

5 years ago

ଦିଲ୍ଲୀ ବିଧାନସଭା ପାଇଁ ୧୪ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କଲା କଂଗ୍ରେସ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସୋମବାର କଂଗ୍ରେସ ତା’ର ସେଣ୍ଟ୍ରାଲ ଇଲକେଶନ୍‌ କମିଟି ବୈଠକରେ ୧୪ ଜଣ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ…

5 years ago

ଉନ୍ନାଓ ପୀଡ଼ିତା ବାପାଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ

ଉନ୍ନାଓ,୧୩।୧: ଉତ୍ତରପ୍ରଦେଶ ଉନ୍ନାଓର ବଳାତ୍କାରୀ ପୀଡ଼ିତାଙ୍କ ବାପାଙ୍କ ଚିକିତ୍ସା କରିଥିବା ଡାକ୍ତର ପ୍ରଶାନ୍ତ ଉପାଧ୍ୟାୟଙ୍କ ସୋମବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମଙ୍ଗଳବାର ତିସ୍‌ ହଜାରି କୋର୍ଟରେ ତାଙ୍କର…

5 years ago

ସିଏଏ-ଏନ୍‌ଆର୍‌ସିକୁ ନେଇ ହୋଇଥିବା ବୈଠକରେ ଯୋଗଦେଲେ ୨୦ ବିରୋଧୀ ଦଳ

ନୂଆଦିଲ୍ଲୀ,୧୩।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନଆର୍‌ସି) ବିରୋଧରେ ସୋମବାର ଅପରାହ୍ନରେ ବିରୋଧୀ ଦଳଗୁଡ଼ିକ ଏକାଠି ହୋଇଥିଲେ। ଏଥିରେ କଂଗ୍ରେସ ସମେତ…

5 years ago

ମୋଦି-ଯୋଗୀଙ୍କ ବିରୋଧରେ କହୁଥିବା ଲୋକଙ୍କୁ ମାଟିରେ ପୋତି ଦିଆଯିବା ଆବଶ୍ୟକ: ଉତ୍ତରପ୍ରଦେଶ ଶ୍ରମମନ୍ତ୍ରୀ

ଲକ୍ଷ୍ନୌ,୧୩।୧: ଉତ୍ତରପ୍ରଦେଶର ଶ୍ରମମନ୍ତ୍ରୀ ରଘୁରାଜ ସିଂଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସିଏଏ ସମର୍ଥନରେ ଆଲିଗଡ଼ରେ ଆୟୋଜିତ ଏକ ସଭାରେ ସେ…

5 years ago

ଜାମିଆ ହିଂସା: ବିନା ଅନୁମତିରେ କ୍ୟାମ୍ପସ୍‌ରେ ପଶି ମାରପିଟ୍‌ କରିଥିଲା ପୋଲିସ; ଭିସି

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟିରେ ସୋମବାର ପ୍ରଦର୍ଶନ କରୁଥିବା ଛାତ୍ରମାନଙ୍କୁ କୁଳପତି ନଜ୍‌ମା ଅଖତର ଭେଟିଛନ୍ତି। ସେହି ସମୟରେ ଗତ ମାସରେ କ୍ୟାମ୍ପସ୍‌ ଭିତରେ…

5 years ago

ଜାନୁୟାରୀ ୧୭ରେ ଉତ୍‌କ୍ଷେପଣ ହେବ ଜିସାଟ୍‌-୩୦: ବଢ଼ିବ ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୧୩।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଜାନୁୟାରୀ ୧୭ରେ ମହାକାଶକୁ ଜିସାଟ୍‌-୩୦ ଉତ୍‌କ୍ଷେପଣ କରାଯିବ। ଫ୍ରେଞ୍ଚ୍‌ ଗୁଏନାର କୋଉରୋ ଲଞ୍ଚପ୍ୟାଡ୍‌ରୁ ୟୁରୋପିଆନ୍‌ ହେଭି ରକେଟ…

5 years ago

ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଯୋଜନା କରୁଛନ୍ତି ଉତ୍ତରାଖଣ୍ଡ ସରକାର

ଡେରାଡୁନ,୧୩।୧: ଦେଶରେ ଏସିଡ୍‌ ଆଟାକ୍‌ ପୀଡିତାଙ୍କ ସଂଖ୍ୟା ବଢିବାରେ ଲାଗିଛି। ନିକଟରେ ଏମିତି ଏକ କାହାଣୀକୁ ନେଇ ବଲିଉଡ୍‌ରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଛପାକ’ ସମସ୍ତଙ୍କ ଦୃଷ୍ଟି…

5 years ago

ସିଆର୍‌ପିଏଫ୍‌ ଗାଡ଼ି ଉପରକୁ ଗୁଳିମାଡ଼ କଲେ ଆତଙ୍କବାଦୀ

ଶ୍ରୀନଗର,୧୩।୧: ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଗାଡ଼ି ଉପରେ ସୋମବାର ଆତଙ୍କବାଦୀମାନେ ଗୁଳିମାଡ଼ କରିଛନ୍ତି। ସ୍ଥାନୀୟ ଅନନ୍ତନାଗରେ ଏହା ଘଟିଛି। କିଛି ଆତଙ୍କବାଦୀ ସିଆର୍‌ପିଏଫ୍‌ ଗାଡ଼ି ଉପରେ ଆଖିବୁଜା ଗୁଳି…

5 years ago