ଜାତୀୟ

ଗୌରୀ ଲଙ୍କେଶଙ୍କ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୦।୧: ସାମ୍ବାଦିକା ଗୌରୀ ଲଙ୍କେଶଙ୍କ ହତ୍ୟା ମାମଲାରେ ଏସ୍‌ଆଇଟି ଟିମ୍‌କୁ ବଡ଼ ସଫଳତା ମିଳିଛି। ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ୪୪ବର୍ଷୀୟ ଋଷିକେଶ ଦେଭଡିକର୍‌ଙ୍କୁ ପୋଲିସ ଝାଡଖଣ୍ଡ…

5 years ago

ଜେଏନ୍‌ୟୁ ଛାତ୍ରଙ୍କ ଉପରେ ପୋଲିସର ଲାଠିଚାଳନା

ନୂଆଦିଲ୍ଲୀ,୧୦ା୧: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ର ଛାତ୍ରୀଛାତ୍ର, ଶିକ୍ଷକ ଓ ସାମାଜିକ କର୍ମୀମାନେ ଗୁରୁବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନ ଅଭିମୁଖେ ଏକ ବିଶାଳ ବିକ୍ଷୋଭ ଶୋଭାଯାତ୍ରାରେ ବାହାରିଥିବାବେଳେ…

5 years ago

ନିର୍ବାଚନ ବେଳେ ପ୍ଲାଷ୍ଟିକ୍‌ ବ୍ୟବହାର ବିରୋଧରେ ପିଟିଶନ: କେନ୍ଦ୍ର, ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୧୦ା୧(ପି.ଟି.): ନିର୍ବାଚନ ବେଳେ ପ୍ଲାଷ୍ଟିକ୍‌ ବ୍ୟାନର, ହୋର୍ଡିଂ ଇତ୍ୟାଦିର ବ୍ୟବହାରକୁ ବିରୋଧ କରି ଦାଏର ଏକ ପିଟିଶନ ଉପରେ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାର ଓ ନିର୍ବାଚନ…

5 years ago

ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନୂଆ କାର୍‌ରେ ନିଜ ଝିଅର ଅଳତା ପାଦ ଚିହ୍ନ ଲଗାଇଲେ ନାଗେଶ

ମୁମ୍ବାଇ,୯।୧: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଏବେ ଏକ ଟିକ୍‌ଟକ୍‌ ଭିଡିଓ ମାଧ୍ୟମରେ ଆସିଛନ୍ତି ଚର୍ଚ୍ଚାକୁ। ସେ ତାଙ୍କର ଏକ ନୂଆ କାର୍‌ କିଣିବା ପରେ ଲକ୍ଷ୍ମୀଙ୍କ ପ୍ରତିକ…

5 years ago

ଲିପ୍‌ଷ୍ଟିକ୍‌ରୁ ବାହାରିବ ଗୁଳି: ରୋଡ୍‌ ସାଇଡ୍‌ ରୋମିଓ ପାଇବେ ପାନେ !

ବାରାଣସୀ,୯।୧: ଏବେ ରୋଡ୍‌ ସାଇଡ୍‌ ରୋମିଓଙ୍କୁ ପାନେ ମିଳିବ। ବାରାଣସୀର ଜଣେ ଯୁବକ ମହିଳାଙ୍କ ସୁରକ୍ଷା ପାଇଁ ଏକ ନୂଆ ପ୍ରକାରର ଲିପ୍‌ ଷ୍ଟିକ୍‌ ତିଆରି କରିଛନ୍ତି।…

5 years ago

୫ବର୍ଷରେ ୨୦ ହଜାର ଶ୍ରେଣୀଗୃହ ନିର୍ମାଣ କରିଛି ଏଏପି ସରକାର: କେଜରିଓ୍ବାଲ

ନୂଆଦିଲ୍ଲୀ,୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଲାଗି ପଡିଛନ୍ତି ସବୁ ରାଜନୈତୀକ ଦଳ। ଗୁରୁବାର ଦିଲ୍ଲୀ…

5 years ago

ଧରାପଡ଼ିଲେ ୩ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ: ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ,୯।୧: ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ପୋଲିସ୍‌ ଟିମ୍‌ ୩ ଜଣ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀଙ୍କୁ ଗିରଫ କରିଛି। ସ୍ଥାନୀୟ ବଜିରାବାଦ୍‌ ଅଞ୍ଚଳରୁ ସନ୍ଦିଗ୍ଧଙ୍କୁ ଗିରଫ କରାଯିବା ସହିତ…

5 years ago

ମଧ୍ୟପ୍ରଦେଶରେ ଟ୍ୟାକ୍ସ ଫ୍ରି ହେଲା ‘ଛପାକ’

ଭୋପାଳ,୯।୧: ବଲିଉଡ୍‌ ବିୟୁଟି ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ଏହି ବହୁ ପ୍ରତିକ୍ଷିତ ଫିଲ୍ମକୁ ମଧ୍ୟପ୍ରଦେଶ ସରକାର ଟ୍ୟାକ୍ସ ଫ୍ରି…

5 years ago

ବାଂଲାଦେଶ ସୀମାରେ ରୋହିଙ୍ଗ୍ୟାଙ୍କୁ ଆତଙ୍କବାଦୀ ତାଲିମ୍‌ ଦେଉଛି ଆଇଏସ୍‌ଆଇ: ଏକ କୋଟିରୁ ଅଧିକ ପାଣ୍ଠି ଯୋଗାଡ଼

ନୂଆଦିଲ୍ଲୀ,୯।୧: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ପାକିସ୍ତାନ ବାଂଲାଦେଶ ସୀମାରେ ରୋହିଙ୍ଗ୍ୟାଙ୍କୁ ଆତଙ୍କବାଦୀ ତାଲିମ୍‌ ଦେଉଛି। ଏସମ୍ପର୍କରେ…

5 years ago

ସିଆଚେନ୍‌ରେ ସେନାମୁଖ୍ୟ ନରାଓ୍ବଣେ: ଯବାନଙ୍କୁ କଲେ ପ୍ରଶଂସା

ଲେହ,୯।୧: ଭାରତୀୟ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଗୁରୁବାର ସିଆଚେନ୍‌ରେ ପହଞ୍ଚିଛନ୍ତି। ସେଠାରେ ମୁତୟନ ଥିବା ଯବାନଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇବା ସହିତ ସୁରକ୍ଷା ସ୍ଥିତି…

5 years ago