ଜାତୀୟ

ଝିଅ ବାହାଘର ଲାଗି ଥିଲା ଟଙ୍କା ଚିନ୍ତା, ଭଗବାନ ମୋର ଶୁଣିଲେ ପ୍ରାର୍ଥନା: ପଓ୍ବନ

ମିରଟ,୯ା୧: ବହୁଚର୍ଚ୍ଚିତ ନିର୍ଭୟା ବଳାତ୍କାର, ହତ୍ୟା ମାମଲାରେ ୪ ଦୋଷୀଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଥିଲେ। ୨୨ରେ ସେମାନଙ୍କୁ ଫାଶୀଖୁଣ୍ଟରେ ଝୁଲାଇବା ପାଇଁ ଜହ୍ଲାଦ ପଓ୍ବନ(୫୭) ପ୍ରସ୍ତୁତ…

5 years ago

ଇରାନରେ ଭାରତୀୟଙ୍କ ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ,୯ା୧: ଓ୍ବାଶିଂଟନ ଓ ତେହେରାନ ଯୁଦ୍ଧମୁହଁ। ହୋଇଥିବାରୁ ଇରାନରେ ରହୁଥିବା ଭାରତୀୟଙ୍କ ସୁରକ୍ଷା ଚିନ୍ତା ବଢ଼ିଲାଣି। ସେଥିପାଇଁ ଭାରତୀୟମାନଙ୍କୁ ସୁରକ୍ଷିତ ଭାବେ ସ୍ବଦେଶକୁ ଆଣିବା ଲାଗି ଭାରତୀୟ…

5 years ago

ପେପର ପ୍ରିଣ୍ଟିଂ ପ୍ରେସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୯।୧: ରାଜଧାନୀ ଦିଲ୍ଲୀର ପତପାରଗଞ୍ଜ ଶିଳ୍ପାଞ୍ଚଳରେ ଥିବା ଏକ ପେପର ପ୍ରିଣ୍ଟି ପ୍ରେସରେ ଅଗ୍ନିକାଣ୍ଡ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗୁରୁବାର ଭୋରରୁ ଏଠାରେ…

5 years ago

ହାଇଦ୍ରାବାଦ୍‌ ବଜାରରେ ମିଳୁନି ଜାତୀୟ ପତାକା

ହାଇଦ୍ରାବାଦ୍‌,୯।୧:ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ନାଗରିକତ୍ୱ ସଂଶୋଧିତ ଆଇନ୍‌(ସିଏଏ)କୁ ବିରୋଧ କରି ଜୋରଦାର ପ୍ରଦର୍ଶନ ଜାରି ରହିଛି। ଏହି ଆଇନକୁ ବିରୋଧ ଏବଂ ସପକ୍ଷରେ ମତ ଦେଉଥିବା ଲୋକେ…

5 years ago

ତିହାର ଜେଲ ଅଧିକାରୀଙ୍କୁ କୋର୍ଟ ନିର୍ଦ୍ଦେଶ: ଆଜାଦଙ୍କୁ ଶୀଘ୍ର ଚିକିତ୍ସା ଯୋଗାଅ

ନୂଆଦିଲ୍ଲୀ,୯ା୧: ସିଏଏ ବିରୋଧୀ ଉଗ୍ର ବିକ୍ଷୋଭବେଳେ ଦିଲ୍ଲୀରୁ ଗିରଫ ହୋଇ ତିହାର ଜେଲରେ ଥିବା ଭୀମ୍‌ ଆର୍ମୀ ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଦେବା ଲାଗି…

5 years ago

ଭାରତ ବନ୍ଦବେଳେ ପଶ୍ଚିମବଙ୍ଗରେ ହିଂସା: ପୋଲିସ ଗାଡ଼ି ପୋଡ଼ିଲେ: ୫୫ ଗିରଫ

କୋଲକାତା,୯ା୧: ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦେଶବ୍ୟାପୀ ବନ୍ଦ ଡ଼ାକରା ଦିଆଯାଇଥିବାବେଳେ ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଅନୁଭୂତ ହୋଇଥିଲା। ତେବେ ବୁଧବାର ପଶ୍ଚିିମବଙ୍ଗରେ ଏହାକୁ ନେଇ ହିଂସାକାଣ୍ଡ…

5 years ago

ଶ୍ରୀମନ୍ଦିର ସଂସ୍କାର ମାମଲା: ରିପୋର୍ଟ ଅସମ୍ପୂର୍ଣ୍ଣ, ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୧(ସ୍ବ.ପ୍ର.): ସୁପ୍ରିମ୍‌କୋର୍ଟରେ ବୁଧବାର ଥିଲା ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇତିମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରାଯାଇଥିଲା।…

5 years ago

ଦେଶର କୌଣସି ସ୍ଥାନକୁ ଯିବା ପାଇଁ ଦୀପିକା ସ୍ବତନ୍ତ୍ର: ଜାଭଡେକର

ନୂଆଦିଲ୍ଲୀ,୮।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) କ୍ୟାମ୍ପସ୍‌କୁ ମଙ୍ଗଳବାର ରାତିରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଗସ୍ତ କରିଥିଲେ। ସେଠାରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ର ଓ…

5 years ago

ସୁରକ୍ଷାକର୍ମୀଙ୍କ ଉପରକୁ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୮।୧: ଜମ୍ମୁ-କଶ୍ମୀରରେ ଶାନ୍ତି ଭଙ୍ଗ କରିବା ପାଇଁ ପାକିସ୍ତାନ ସବୁବେଳେ ଉଦ୍ୟମ ଚଳାଇଛି। କେତେବେଳେ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଛି ତ କେତେବେଳେ ଅସ୍ତ୍ରବିରତି ଉଲ୍ଲଂଘନ ଆଉ…

5 years ago

ପଶ୍ଚିମବଙ୍ଗରେ ବନ୍ଦ ସମୟରେ ହିଂସା: ବସ୍‌ରେ ପଥରମାଡ଼

କୋଲକାତା,୮।୧: କେନ୍ଦ୍ରରେ ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଉକ୍ତ ଆନ୍ଦୋଳନକୁ…

5 years ago