ଜାତୀୟ

ଆଜିଠୁ କଶ୍ମୀରରେ ମୋବାଇଲ ଏସ୍‌ଏମ୍‌ଏସ୍‌ ସେବା

ଜମ୍ମୁ,୧ା୧: ମଙ୍ଗଳବାର ମଧ୍ୟରାତ୍ରରୁ ଜମ୍ମୁ-କଶ୍ମୀରରେ ମୋବାଇଲ ଏସ୍‌ଏମ୍‌ଏସ୍‌ ସେବା ସୁବିଧା ଉପଲବ୍ଧ ହୋଇଛି। ଏଥିସହ ସମସ୍ତ ସରକାରୀ ହସ୍ପିଟାଲରେ ବ୍ରୋଡବ୍ୟାଣ୍ଡ ଇଣ୍ଟରନେଟ ସେବାକୁ ପୁନଃ ଚାଲୁ କରାଯାଇଛି।…

5 years ago

ନ୍ୟାଶନାଲ ଇନ୍‌ଫ୍ରାଷ୍ଟ୍ରକ୍‌ଚର ପାଇପ୍‌ଲାଇନର ଶୁଭାରମ୍ଭ କଲେ ସୀତାରାମନ:ଖର୍ଚ୍ଚ ହେବ ୧୦୨ ଲକ୍ଷ କୋଟି

ନୂଆଦିଲ୍ଲୀ,୧-୧:ଦେଶର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପରେ କେନ୍ଦ୍ର ସରକାର ୧୦୦ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରିବେ। ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ୧୦୨…

5 years ago

ନୂଆବର୍ଷରେ କଶ୍ମୀରବାସୀଙ୍କୁ ସରକାରଙ୍କ ଉପହାର: ମଧ୍ୟରାତ୍ରୀରୁ ଆରମ୍ଭ ହେବ ଏସ୍‌ଏମ୍‌ଏସ୍‌ ସେବା

ଶ୍ରୀନଗର,୩୧।୧୨: ନୂଆବର୍ଷରେ ସରକାର କଶ୍ମୀରବାସୀଙ୍କୁ ଏକ ଉପହାର ଭେଟି ଦେବାକୁ ଯାଉଛନ୍ତି। ମଙ୍ଗଳବାର ମଧ୍ୟ ରାତ୍ରୀରୁ ଘାଟିରେ ପୁଣିଥରେ ଏସ୍‌ଏମ୍‌ଏସ୍‌ ସେବା ଆରମ୍ଭ କରାଯିବ। ଡିସେମ୍ବର ୩୧…

5 years ago

ବଦଳିବ ଦିଲ୍ଲୀ ମେଟ୍ରୋ ଷ୍ଟେଶନର ନାମ

ନୂଆଦିଲ୍ଲୀ,୩୧।୧୨: ଦିଲ୍ଲୀ ସରକାର ମଙ୍ଗଳବାର ଘୋଷଣା କରିଛନ୍ତି ପ୍ରଗତି ମଇଦାନ ମେଟ୍ରୋ ଷ୍ଟେଶନର ନାଁ ପରିବର୍ତ୍ତନ କରାଯାଇ ସୁପ୍ରିମ କୋର୍ଟ ମେଟ୍ରୋ ଷ୍ଟେଶନ ରଖାଯିବ। ମଙ୍ଗଳବାର ଏକ…

5 years ago

ରାଜଧାନୀରେ ଏଏପି-ଭାଜପା ମଧ୍ୟରେ ପୋଷ୍ଟର ଓ୍ବାର

ନୂଆଦିଲ୍ଲୀ,୩୧।୧୨: ରାଜଧାନୀ ଦିଲ୍ଲୀରେ ବେଆଇନ ଭାବେ ଗଢି ଉଠିଥିବା କଲୋନୀକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଆମ୍‌ ଆଦମୀ ପାର୍ଟି(ଏଏପି) ମଧ୍ୟରେ ପୋଷ୍ଟର ଓ୍ବାର ଆରମ୍ଭ…

5 years ago

କର୍ମକର୍ତ୍ତାଙ୍କୁ ମାଡ଼ ମାରିଲେ କମଲନାଥଙ୍କ ମନ୍ତ୍ରୀ

ଭୋପାଳ,୩୧।୧୨: କଂଗ୍ରେସରେ କନ୍ଦଳ। ନିଜ ଦଳର କର୍ମକର୍ତ୍ତାଙ୍କୁ ମାଡ଼ ମାରି ଏବେ ଚର୍ଚ୍ଚାକୁ ଆସିଛନ୍ତି ମନ୍ତ୍ରୀ। କମଲନାଥ ସରକାରରେ ଥିବା ଯୁବ ମନ୍ତ୍ରୀ ତଥା କ୍ରୀଡା ଓ…

5 years ago

୮ ପାକିସ୍ତାନୀଙ୍କୁ ମିଳିଲା ଭାରତର ନାଗରିକତା

ନୂଆଦିଲ୍ଲୀ,୩୧।୧୨: ରାଜସ୍ଥାନର କୋଟା ସହରରେ ରହୁଥିବା ୮ ପାକିସ୍ତାନୀଙ୍କୁ ଭାରତର ନାଗରିକତା ମିଳିଛି। ଗତ ୨୦୦୦ମସିହାରୁ ଏମାନେ ରାଜସ୍ଥାନରେ ରହୁଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ…

5 years ago

ସିଏଏକୁ ବିରୋଧ: କେରଳ ବିଧାନସଭାରେ ପ୍ରସ୍ତାବ ପାରିତ

ଥିରୁଭାନନ୍ତପୁରମ୍‌,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ସିପିଆଇ ମେଣ୍ଟ ସରକାର ଏହାକୁ ବିରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ…

5 years ago

ରାଗିଛନ୍ତି କି ସଞ୍ଜୟ!

ମୁମ୍ବାଇ,୩୧।୧୨: ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଠାରେ ମେଣ୍ଟ ସରକାର ହୋଇଥିବାରୁ ପ୍ରାୟ ସବୁ ଦଳର ସଦସ୍ୟଙ୍କୁ କ୍ୟାବିନେଟରେ ସାମିଲ କରାଯାଇଛି। ଏଥିରେ ଏନ୍‌ସିପି ନେତା…

5 years ago

ନିଜର ନାମ ପରିବର୍ତ୍ତନ କରନ୍ତୁ ପ୍ରିୟଙ୍କା: ନିରଞ୍ଜନ ଜ୍ୟୋତି

ନୂଆଦିଲ୍ଲୀ,୩୧।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦେଇଥିବା ମନ୍ତବ୍ୟ ନେଇ କେନ୍ଦ୍ରମନ୍ତ୍ରୀ ସ୍ବାଧୀ ନିରଞ୍ଜନ ଜ୍ୟୋତି କଡ଼ା ସମାଲୋଚନା…

5 years ago