ଜାତୀୟ

ଆନ୍ଧ୍ରପ୍ରଦେଶର ୩ ରାଜଧାନୀ ଫର୍ମୁଲା: ଆଜି ଲାଗିପାରେ ମୋହର, ଅମରାବତୀରେ ୧୪୪ ଧାରା ଜାରି

ହାଇଦ୍ରାବାଦ,୨୭।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ସରକାର ରାଜ୍ୟରେ ତିନି ରାଜଧାନୀ କରିବାର ଯୋଜନା ଉପରେ ଶୁକ୍ରବାର ମୋହର ଲଗାଇପାରନ୍ତି। ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ…

5 years ago

୩୦ରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ମୁମ୍ବାଇ,୨୭-୧୨: ଆଗାମୀ ଡିସେମ୍ବର ୩୦ରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରାଯିବ। ସେହିଦିନ ମୋଟ ୩୬ ମନ୍ତ୍ରୀ ଶପଥଗ୍ରହଣ କରିବେ ବୋଲି କଂଗ୍ରେସ ସୂତ୍ରରୁ ଜଣାପଡ଼ିଛି। ଏବେ ମୁଖ୍ୟମନ୍ତ୍ରୀ…

5 years ago

‘ଲୋକଙ୍କୁ ବିଭ୍ରାନ୍ତ କରୁଛି କଂଗ୍ରେସ’

ନୂଆଦିଲ୍ଲୀ,୨୭-୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ନେଇ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳ ଦ୍ୱନ୍ଦ୍ୱ ସୃଷ୍ଟିକରିବା ସହ ଲୋକଙ୍କୁ ବିଭ୍ରାନ୍ତ କରି ରାଜଧାନୀର ବାତାବରଣକୁ ନଷ୍ଟ କରୁଛନ୍ତି…

5 years ago

ମୋଦିଙ୍କୁ ‘ମିଛର ସର୍ଦ୍ଦାର’କହିଥିବା ରାହୁଲଙ୍କୁ ଭାଜପାର ସମାଲୋଚନା:ଉପା ଅମଳରେ ଗଢ଼ାହୋଇଥିଲା ଅଟକ କେନ୍ଦ୍ର

ନୂଆଦିଲ୍ଲୀ,୨୭-୧୨(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ମିଛର ସର୍ଦ୍ଦାର’ କହିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭାଜପା ସମାଲୋଚନା କରିଛି। ଅଟକ କେନ୍ଦ୍ର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମିଛ କହୁଛନ୍ତି ବୋଲି…

5 years ago

ହିଂସାରେ ମୃତ ମୁସଲମାନ ଯୁବକଙ୍କ ପରିବାରକୁ ଭେଟିଲେନି ମନ୍ତ୍ରୀ

ବିଜ୍‌ନୋର,୨୭-୧୨(ପି.ଟି.):ଉତ୍ତରପ୍ରଦେଶର ଧନ୍ଦାମୂଳକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ କପିଲଦେବ ଅଗ୍ରଓ୍ବାଲ ଗୁରୁବାର ହିଂସା ପ୍ରଭାବିତ ବିଜ୍‌ନୋର ଜିଲା ଗସ୍ତରେ ଯାଇଥିଲେ। ଗତ ଶୁକ୍ରବାର ସିଏଏ ବିରୋଧୀ…

5 years ago

ଗୁଜରାଟରେ ପାକ୍‌ ପଙ୍ଗପାଳ ଆତଙ୍କ

ବଡୋଦରା, ୨୬ା୧୨: ପାକିସ୍ତାନରୁ ଦଳ ଦଳ ପଙ୍ଗପାଳ ଗୁଜରାଟର ବିଭିନ୍ନ ଜିଲାରେ ପ୍ରବେଶ କରିବା ଫଳରେ ଚାଷୀଙ୍କ ନିଦ ହଜାଇ ଦେଲେଣି। ଏମାନେ ବ୍ୟାପକ ଫସଲ ଖାଇ…

5 years ago

ବାୟାବନ୍ଧନ ଯୋଜନା ଲାଗି ଆଧାର ଅନିବାର୍ଯ୍ୟ

ନୂଆଦିଲ୍ଲୀ,୨୭-୧୨: ବରିଷ୍ଠ ନାଗରିକଙ୍କ ପେନସନ ସ୍କିମ ପ୍ରଧାନମନ୍ତ୍ରୀ ବାୟାବନ୍ଧନ ଯୋଜନା ଲାଗି ସରକାର ଆଧାରକୁ ଅନିବାର୍ଯ୍ୟ କରିଛନ୍ତି। ଏହି ଯୋଜନାରେ ୮% ନିଶ୍ଚିତ ସୁଧହାର ପ୍ରଦାନ ବ୍ୟବସ୍ଥା…

5 years ago

ସେନାଧ୍ୟକ୍ଷଙ୍କ ସିଏଏ ମନ୍ତବ୍ୟକୁ ନେଇ ବିବାଦ:ଅବସର ବେଳେ ଅଡ଼ୁଆ

ନୂଆଦିଲ୍ଲୀ,୨୭-୧୨(ପି.ଟି.):ସିଏଏକୁ ବିରୋଧ କରିବା ଲାଗି ଯୁବବର୍ଗଙ୍କୁ ଭୁଲ୍‌ ରାସ୍ତା ଦେଖାଉଥିବା ଲୋକ ନେତା ନୁହେଁ ବୋଲି ସେନାଧ୍ୟକ୍ଷ ଜେନେରାଲ୍‌ ବିପିନ୍‌ ରାଓ୍ବତ୍‌ ଗୁରୁବାର କହିଛନ୍ତି। ଉଗ୍ର ହିଂସାକାଣ୍ଡ,…

5 years ago

ସୂର୍ଯ୍ୟ ପରାଗ ସମୟରେ ୩ ପିଲାଙ୍କୁ ମାଟିରେ ବେକ ପର୍ଯ୍ୟନ୍ତ ପୋତାଗଲା

ବେଙ୍ଗାଲୁରୁ,୨୭।୧୨: ଆଧୁନିକ ଦୁନିଆରେ ମଧ୍ୟ ମଣିଷ ମଧ୍ୟରେ ବିଭିନ୍ନ କୁସଂସ୍କାର ଏବଂ ଅନ୍ଧବିଶ୍ୱାସ ରହିଛି। ଏହାଯୋଗୁ ବହୁ ରୋଚକ ଘଟଣାମାନ ଘଟୁଛି। ଗୁରୁବାର ସୂର୍ଯ୍ୟପରାଗ ସମୟରେ କର୍ନାଟକର…

5 years ago

ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ: ମୁହଁ ଖୋଲିଲେ ରାମଦାସ ଉଠାଓ୍ବଲେ

ନୂଆଦିଲ୍ଲୀ,୨୬।୧୨: ଆରଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ ନେଇ ରିପବ୍ଲିକ୍‌ ପାର୍ଟି ଅଫ୍‌ ଇଣ୍ଡିଆ ତଥା କେନ୍ଦ୍ରୀୟ ମନ୍ତ୍ରୀ ରାମଦାସ ଉଠାଓ୍ବଲେ ମୁହଁ…

5 years ago