ଜାତୀୟ

ଆରମ୍ଭ ହେଲା ଅଟଳ ଭୂଜଳ ଯୋଜନା: ୮ ହଜାରରୁ ଅଧିକ ଗାଁରେ ପହଞ୍ଚିବ ପିଇବା ପାଣି

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ତମ ଜୟନ୍ତୀ ଅବସରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଟଳ ଭୂଜଳ ଯୋଜନା ଆରମ୍ଭ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

5 years ago

ନିୟନ୍ତ୍ରଣ ରେଖାରେ ଯବାନ ପାଳିଲେ ବଡ଼ଦିନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଶ୍ରୀନଗର,୨୫।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଯବାନମାନେ ବଡ଼ଦିନ ପାଳନ କରୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଯବାନମାନେ ଜିଙ୍ଗଲ୍‌ ବେଲ୍‌…

5 years ago

ରାହୁଲ-ପ୍ରିୟଙ୍କାଙ୍କୁ ସାବଧାନ; ସେମାନେ ପେଟ୍ରୋଲ୍‌ ବମ୍‌: ଅନୀଲ୍‌ ବିଜ୍‌

ଚଣ୍ଡିଗଡ଼, ୨୫।୧୨: ହରିୟାଣା ସ୍ବରାଷ୍ଟ୍ରମନ୍ତ୍ରୀ ଅନୀଲ୍‌ ବିଜ୍‌ଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସେ ଟୁଇଟ୍‌ କରି କହିଛନ୍ତି ଯେ, ରାହୁଲ…

5 years ago

୧୨୬ କୋଟି ଯମୁନା ଏକ୍ସପ୍ରେସ୍‌ଓ୍ବେ ଦୁର୍ନୀତିର ଯାଞ୍ଚ୍‌ କରିବ ସିବିଆଇ

ଲକ୍ଷ୍ନୌ, ୨୫।୧୨: ଯମୁନା ଏକ୍ସପ୍ରେସ୍‌ଓ୍ବେ ଦୁର୍ନୀତିର ଯାଞ୍ଚ୍‌ ଏବେ ସିବିଆଇ କରିବ। ଏଥିରେ ୧୨୬ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ନୋଏଡ଼ାକୁ ଆଗ୍ରା ମଧ୍ୟରେ…

5 years ago

ବିବାହ କଥା ଉଠିବାରୁ ୩ ଦିନ ଧରି କବାଟ ବନ୍ଦ କରି ରହିଥିଲେ ଅଟଳ ବିହାରୀ ବାଜପେୟୀ

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସଫଳ ରାଜନୈତିକ କ୍ୟାରିୟର ରହିଥିଲା। ୧୯୨୪, ଡିସେମ୍ବର ୨୫ରେ ସେ ଗ୍ବାଲିୟରରେ ଜନ୍ମଗ୍ରହଣ କରିଥିଲେ। ଅଟଳ ଜୀ ସାରା ଜୀବନ…

5 years ago

ସ୍ମୃତି ସ୍ଥଳରେ ଅଟଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।…

5 years ago

ଓଓ୍ବାଇସି ବୁଝାଇଲେ ଫରକ୍‌ କ’ଣ

ହାଇଦ୍ରାବାଦ,୨୫ା୧୨: ସିଏଏକୁ ଆରମ୍ଭରୁ ବିରୋଧ କରୁଥିବା ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ୍‌ ଓଓ୍ବାଇସି ମଙ୍ଗଳବାର ଏନ୍‌ପିଆର୍‌ ସମ୍ପର୍କରେ ୫ଟି ଟୁଇଟ୍‌ କରିଛନ୍ତି। ଏଥିରେ ସେ ଏନ୍‌ଆର୍‌ସି ଏବଂ ଏନ୍‌ପିଆର…

5 years ago

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟକୁ ନେଇ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୨୫ା୧୨(ପି.ଟି./ଆଇଏଏନ୍‌ଏସ୍‌): ଏନ୍‌ସିଆର୍‌ ପ୍ରସ୍ତୁତି ପାଇଁ ଏନ୍‌ପିଆର୍‌ ପ୍ରଥମ ପଦକ୍ଷେପ ହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟରେ ପ୍ରକାଶ ପାଇଥିଲା। ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ କଂଗ୍ରେସ…

5 years ago

ଅଜିତ ହେବେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ, ୨୫ା୧୨: ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ପୁତୁରା ଅଜିତ୍‌ ଆଗାମୀ ୩୦ରେ ଶପଥଗ୍ରହଣ କରିବାର…

5 years ago

ଏନ୍‌ପିଆର୍‌-ଏନ୍‌ଆର୍‌ସି ସମ୍ପର୍କ ନାହିଁ

ନୂଆଦିଲ୍ଲୀ,୨୫ା୧୨ (ପି.ଟି./ଆଇଏଏନ୍‌ଏସ୍‌): ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ମଧ୍ୟରେ କିଛି ସମ୍ପର୍କ ନାହିଁ। ତେଣୁ ଏନପିଆର୍‌କୁ ନେଇ ରାଜ୍ୟ ସରକାରଗୁଡ଼ିକ…

5 years ago