ଜାତୀୟ

ଆନ୍ଧ୍ରପ୍ରଦେଶ କ୍ୟାବିନେଟ୍‌ରେ ଗୃହୀତ ହେଲା ଦିଶା ବିଲ୍‌: ବଳାତ୍କାର ଅଭିଯୁକ୍ତଙ୍କୁ ୨୧ ଦିନରେ ଫାଶୀ ଦଣ୍ଡାଦେଶ

ହାଇଦ୍ରାବାଦ,୧୩।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କ କ୍ୟାବିନେଟ ଦିଶା ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଶୁକ୍ରବାର ବିଧାନସଭାରେକ ଦିଶା ବିଲ୍‌ ବା ଆନ୍ଧ୍ରପ୍ରଦେଶ କ୍ରିମିନାଲ ଲ’…

5 years ago

ଫୋବର୍‌ସରେ ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମହିଳାଙ୍କ ତାଲିକା: ନିର୍ମଳା ସୀତାରାମନ ବି ସାମିଲ

ନୂଆଦିଲ୍ଲୀ,୧୩।୧୨: ଫୋବର୍‌ସ ପକ୍ଷରୁ ବିଶ୍ୱର ସବୁଠାରୁ ୧୦୦ ଶକ୍ତିଶାଳୀ ମହିଳାଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ସ୍ଥାନ ମିଳିଛି। ପ୍ରଥମ…

5 years ago

ଗାଡିରେ ଲେଖାହୋଇଛି ନବାବ-ଦାରୁ: ଚିନ୍ତାରେ ପୋଲିସ, ନମ୍ବର ନ ଥାଇ କିପରି କାଟିବ ଚାଲାଣ

ଆଗ୍ରା,୧୩।୧୨: ଦେଶରେ ନୂଆ ମୋଟରଯାନ ଲାଗୁ ହେବା ପରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି ହୋଇଛି। ଏଥିସହ ଟ୍ରାଫିକ୍‌ ପୋଲିସ ପକ୍ଷରୁ ଏକ ଫଟୋ ଚାଲାଣର ବ୍ୟବସ୍ଥା ମଧ୍ୟ…

5 years ago

ସାମ୍ବା ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ: ପାକିସ୍ତାନ ଅନୁପ୍ରବେଶକାରୀ ନିହତ

ଶ୍ରୀନଗର,୧୩।୧୨: ଜମ୍ମୁ-କଶ୍ମୀରର ସାମ୍ବା ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ହତ୍ୟା କରାଯାଇଛି। ଶୁକ୍ରବାର ଭାରତର ସୀମା ଲାଇନ୍‌ ଅଫ୍‌ କଣ୍ଟ୍ରୋଲ(ଏଲ୍‌ଓସି)ରେ ପାକିସ୍ତାନର କିଛି…

5 years ago

‘ରେପ୍‌ ଇନ ଇଣ୍ଡିଆ’ ମନ୍ତବ୍ୟକୁ ନେଇ କ୍ଷମା ମାଗିବି ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୩।୧୨: କଂlଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ ଇଣ୍ଡିଆ’ ମନ୍ତବ୍ୟକୁ ନେଇ ଲୋକ ସଭାରେ ଝଡ ଉଠିଛି। ଗୃହରେ ଭାଜପା ରାହୁଲ କ୍ଷମା ମାଗନ୍ତୁ…

5 years ago

ମା’ କାଳୀଙ୍କ ପୂଜା କରି ନିର୍ଭୟା ଦୋଷୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବି: ପବନ କୁମାର

ନୂଆଦିଲ୍ଲୀ,୧୩।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଯୁବକଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବା ପାଇଁ ପ୍ରସ୍ତୁତି ଚାଲିଛି। ଉତ୍ତର ପ୍ରଦେଶର ମୀରଟ ଜେଲରେ ଥିବା…

5 years ago

ରାହୁଲଙ୍କ ‘ରେପ କ୍ୟାପିଟାଲ’ ବୟାନକୁ ନେଇ ଦୁଃଖ ପ୍ରକାଶ କଲେ ରାଜନାଥ

ନୂଆଦିଲ୍ଲୀ,୧୩।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ କ୍ୟାପିଟାଲ’ ବୟାନକୁ ନେଇ ଶୁକ୍ରବାର ଲୋକ ସଭାରେ ହଙ୍ଗାମା ହୋଇଛି। ଲୋକ ସଭାରେ ମହିଳା ଏମ୍‌ପିମାନେ ଏହା ମହିଳାଙ୍କ…

5 years ago

ସଂସ୍କୃତ କହିଲେ ହେବନାହିଁ ଡାଇବେଟିସ-କୋଲେଷ୍ଟରଲ: ଭାଜପା ନେତା

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ଗଣେଶ ସିଂ ଏମିତି ଏକ ବୟାନ ଦେଇଛନ୍ତି ଯାହା ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ମଧ୍ୟ ପ୍ରଦେଶର…

5 years ago

ରାହୁଲଙ୍କ ‘ରେପ ଇନ୍‌ ଇଣ୍ଡିଆ’ ବୟାନକୁ ନେଇ କମ୍ପିଲା ଗୃହ

ନୂଆଦିଲ୍ଲୀ,୧୩।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ ଇନ୍‌ ଇଣ୍ଡିଆ’ ବୟାନକୁ ନେଇ ଶୁକ୍ରବାର ଲୋକ ସଭାରେ ହଙ୍ଗାମା ହୋଇଛି। ଝାଡ଼ଖଣ୍ଡର ଏକ ରାଲିରେ ଉଦ୍‌ବୋଧନ ଦେବା…

5 years ago

ଡିସେମ୍ବର ୧୮ ପର୍ଯ୍ୟନ୍ତ ମୁଲତବି ରହିଲା ନିର୍ଭୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୩।୧୨: ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଶୁକ୍ରବାର ଦିଲ୍ଲୀର ଏକ କୋର୍ଟ ଏହାର ଶୁଣାଣିକୁ ମୁଲତବି ରଖିଛନ୍ତି। ଆସନ୍ତା ୧୬ରେ ଏହି ମାମଲାର ଦୋଷୀଙ୍କୁ ଫାଶୀ ଦିଆଯିବା…

5 years ago