ଜାତୀୟ

ନାଗରିକତ୍ୱ ସଂଶୋଧନ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୧୩।୧୨(ପି.ଟି.): ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍‌, ୨୦୧୯କୁ ଗୁରୁବାର ମଧ୍ୟରାତ୍ରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ କରିଛନ୍ତି। ଏଥିସହ ଏହି ବିଲ୍‌ ଆଇନରେ ପରିଣତ ହୋଇଛି। ଏନେଇ…

5 years ago

ଉତ୍ତର-ପୂର୍ବରେ ନାଗରିକତ୍ୱ ବିଲ୍‌ ନିଆଁ: ପୋଲିସ ଗୁଳିରେ ୨ ମୃତ

ଗୁଆହାଟୀ/ନୂଆଦିଲ୍ଲୀ,୧୩।୧୨(ପି.ଟି./ଆଇଏଏନ୍‌ଏସ୍‌):ନାଗରିକତ୍ୱ ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ଏହାକୁ ନେଇ ବିରୋଧ ତେଜିବାରେ ଲାଗିଛି। ଆସାମରେ ଗୁରୁବାର ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ଗୁଆହାଟୀରେ…

5 years ago

ତେଲଙ୍ଗାନା ଏନ୍‌କାଉଣ୍ଟର: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩।୧୨(ପି.ଟି.):ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ କେଉଁ ପରିସ୍ଥିତିରେ ଏନ୍‌କାଉଣ୍ଟର କରିବାକୁ ପୋଲିସ ବାଧ୍ୟ ହେଲା, ତାହାର ବିଚାର ବିଭାଗୀୟ…

5 years ago

ଦଳବଦଳ ନିରୋଧୀ ଆଇନ ଗଣତନ୍ତ୍ର ବିରୋଧୀ: ତଥାଗତ

ନୂଆଦିଲ୍ଲୀ,୧୩।୧୨:ଦଳବଦଳ ନିରୋଧୀ ଆଇନକୁ ପୂର୍ବତନ ଏମ୍‌ପି ତଥାଗତ ସତପଥୀ କଡ଼ା ସମାଲୋଚନା କରିଛନ୍ତି। ଗୁରୁବାର ପିଆର୍‌ଏସ୍‌ ଲେଜିସ୍‌ଲେଟିଭ୍‌ ପକ୍ଷରୁ ଏଠାରେ ଆୟୋଜିତ ଦଳବଦଳ ନିରୋଧୀ ଆଇନ ଓ…

5 years ago

ଡିସେମ୍ବର ୧୩ : ସଂସଦ ଭବନ ଆକ୍ରମଣକୁ ପୂରିଲା ୧୮ ବର୍ଷ; ପାକିସ୍ତାନରେ ମାଷ୍ଟରମାଇଣ୍ଡ ଆଝାର

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶୁକ୍ରବାର ୧୮ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫ ଜୈଶ୍‌-ଇ-ମହମ୍ମଦ…

5 years ago

ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ହାର ୬୨.୦୩ ପ୍ରତିଶତ

ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଥିଲା। ସନ୍ଧ୍ୟା ୫ଟାରେ ମତଦାନ ସରିଥିବା ବେଳେ ଏହି ପର୍ଯ୍ୟାୟରେ…

5 years ago

ଭାଜପା ଛାଡିଲେ ଜତିନ ବୋରା

ନୂଆଦିଲ୍ଲୀ,୧୨।୧୨: ନାଗରିକତ୍ୱ (ସଂଶୋଧନ) ବିଲ୍‌(ସିଏବି)କୁ ନେଇ ଆସାମରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତି ମଧ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ଅଭିନେତା ଜତିନ ବୋରା…

5 years ago

ଅଯୋଧ୍ୟା ମାମଲାରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ,୧୨।୧୨: ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ଗୁରୁବାର ଖାରଜ ହୋଇଯାଇଛି। ଗତ ନଭେମ୍ବର ୯ରେ ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ…

5 years ago

ବାଂଲାଦେଶ ବୈଦେଶିକ ମନ୍ତ୍ରୀଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମ ବାତିଲକୁ ନେଇ ମୁହଁ ଖୋଲିଲେ ରବିଶ

ନୂଆଦିଲ୍ଲୀ,୧୨।୧୨: ବାଂଲାଦେଶ ବୈଦେଶିକ ମନ୍ତ୍ରୀ ଏକେ ଅବଦୁଲ ମୋମେନ ହଠାତ୍‌ ତାଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରିବା ପରେ ଉଠିଛି ଅନେକ ପ୍ରଶ୍ନ। ହେଲେ ଏହାର…

5 years ago

ମୋଦିଙ୍କ ହାତରେ ଭାରତ ସୁରକ୍ଷିତ ନୁହେଁ: ରବୀନ୍ଦ୍ର ଚୌବେ

ରାୟପୁର,୧୨।୧୨: ଉତ୍ତର-ପୂର୍ବ ଭାରତରେ ନାଗରିକତ୍ୱ (ସଂଶୋଧନ) ବିଲ୍‌(ସିଏବି)କୁ ନେଇ ଯେଉଁ ଅଶାନ୍ତ ବାତାବରଣ ସୃଷ୍ଟି ହାଇଛି ତାକୁ ନେଇ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି…

5 years ago