ଜାତୀୟ

ନାଗରିକତା ସଂଶୋଧନ ବିଲ୍‌ ବିରୋଧରେ ସୁପ୍ରିମ୍‌କୋର୍ଟରେ ଆବେଦନ ଦାଖଲ: ମୁସଲିମ୍‌ ଲିଗ୍‌ ପକ୍ଷରୁ ଲଢ଼ିବେ ସିିବଲ୍‌

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକ ସଭା ଏବଂ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହାକୁ ବିରୋଧ କରି ଗୁରୁବାର ସୁପ୍ରିମକୋର୍ଟରେ ଇଣ୍ଡିଆନ୍‌ ୟୁନିୟନ ମୁସଲିମ୍‌ ଲିଗ୍‌…

5 years ago

ନାଗରିକତ୍ୱ ବିଲ୍‌କୁ ନେଇ ଆସାମ, ତ୍ରିପୁରାରେ ବିରୋଧ ପ୍ରଦର୍ଶନ ଜାରି: ରଣଜୀ ଟ୍ରଫି ବାତିଲ

ଗୁଆହାଟି,୧୨।୧୨: ନାଗରିକତ୍ୱ(ସଂଶୋଧନ) ବିଲ୍‌ (ସିଏବି)କୁ ଉତ୍ତର-ପୂର୍ବ ରାଜ୍ୟଗୁଡିକରେ ଜୋରଦାର ବିରୋଧ କରାଯାଉଛି। ସବୁଠାରୁ ଅଧିକ ବିରୋଧ ଆସାମରେ ଦେଖିବାକୁ ମିଳିଛି। ଏଠାରେ ଶହ ଶହ ଲୋକ ରାଜରାସ୍ତାକୁ…

5 years ago

ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ହସ୍ପିଟାଲରେ ଭର୍ତ୍ତି

ବେଙ୍ଗାଲୁରୁ,୧୨।୧୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସିଦ୍ଧରମୈୟାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ଫଳରେ ବୁଧବାର ବିଳମ୍ବିତ ରାତିରେ ସେ ଅଚାନକ ଛାତିରେ ଯନ୍ତ୍ରଣା…

5 years ago

ନବଜାତ ଶିଶୁପୁତ୍ରଙ୍କ ନାମ ‘ନାଗରିକତା’ ରଖିଲେ ଶରଣାର୍ଥୀ ମହିଳା

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏବେ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣ-ମୁସଲମାନ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ।…

5 years ago

ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ଆରମ୍ଭ; ୮ ଜିଲାର ୧୭ ଆସନରେ ୩୦୯ ପ୍ରାର୍ଥୀ

ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି।…

5 years ago

ମା’ବାପାଙ୍କୁ ହଇରାଣ କଲେ ୬ ମାସ ଜେଲ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ମାତାପିତା କିମ୍ବା ବରିଷ୍ଠ ନାଗରିକଙ୍କୁ ଖରାପ ବ୍ୟବହାର ଦେଖାଇଲେ ୬ ମାସ ଜେଲ୍‌ କିମ୍ବା ୧୦ ହଜାର ଟଙ୍କା ଜରିମାନା ବା ଉଭୟ ଦଣ୍ଡ ଭୋଗିବାକୁ…

5 years ago

ଶାହାଙ୍କୁ ଘେରିଲେ ବିରୋଧୀ: ପ୍ରସାରଣ ବନ୍ଦ କଲା ଆର୍‌ଏସ ଟିଭି

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ରାଜ୍ୟ ସଭାରେ ନାଗରିକତ୍ୱ (ସଂଶୋଧନ) ବିଲ୍‌ ଆଲୋଚନା ବେଳେ ବିରୋଧୀ ଦଳର ସଦସ୍ୟମାନେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିବାରୁ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କାୟା…

5 years ago

ଚାକିରି ଛାଡ଼ିଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ମୁମ୍ବାଇ,୧୨ା୧୨: ରାଜ୍ୟ ସଭାରେ ନାଗରିକତ୍ୱ ସଂଶୋଧନ ବିଲ୍‌, ୨୦୧୯ ଗୃହୀତ ହେବା ପରେ ଏହାର ପ୍ରତିବାଦରେ ଚାକିରି ଛାଡ଼ିଛନ୍ତି ମହାରାଷ୍ଟ୍ରର ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅବ୍‌ଦୁର ରହମନ।…

5 years ago

ସୁପ୍ରିମକୋର୍ଟରେ ନିର୍ଦ୍ଧାରଣ ହେବ ନାଗରିକତ୍ୱ ଆଇନର ଭାଗ୍ୟ: ଚ୍ୟାଲେଞ୍ଜ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୨ା୧୨(ପି.ଟି.): କାମ ଦେଲାନି ବିରୋଧୀଙ୍କ ବିରୋଧ। ଲୋକ ସଭା ପରେ ରାଜ୍ୟ ସଭାରେ ଗୃହୀତ ହୋଇଛି ନାଗରିକତ୍ୱ ସଂଶୋଧନ ବିଲ୍‌। ଏହା ଆଇନରେ ପରିଣତ ହେବା ପାଇଁ…

5 years ago

ଉତ୍ତରପୂର୍ବରେ ନିଆଁ

ଅଗରତାଲା/ଗୁଆହାଟୀ/ନୂଆଦିଲ୍ଲୀ, ୧୨ା୧୨(ପି.ଟି./ଆଇଏଏନ୍‌ଏସ୍‌): ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ପାସ୍‌ ହୋଇ ବୁଧବାର ରାତିରେ ରାଜ୍ୟ ସଭାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏହାକୁ…

5 years ago