ଜାତୀୟ

ନାଗରିକତ୍ୱ ସଂଶୋଧନ ବିଲ୍‌ ପାସ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍‌ (ସିଏବି) ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ରାଷ୍ଟ୍ରପତିଙ୍କ ସ୍ବୀକୃତି ପରେ ଏହା ଆଇନରେ ପରିଣତ ହେବ। ଏହାପରେ ପଡୋଶୀ ପାକିସ୍ତାନ, ବାଂଲାଦେଶ…

5 years ago

ଆସାମ-ତ୍ରିପୁରାରେ ସ୍ଥିତି ଅସମ୍ଭାଳ: ସେନା ସହାୟତା ଲୋଡିଲା ପ୍ରଶାସନ

ଗୁଆହାଟି/ଅଗରତାଲା,୧୧।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା…

5 years ago

ହାଇଦ୍ରାବାଦ୍‌ ଘଟଣା ପରେ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି ଲକ୍ଷେ ୩୦ ହଜାର: ୭ ସେକେଣ୍ଡରେ ମିଳିବ ଉତ୍ତର

ବେଙ୍ଗାଲୁରୁ,୧୧।୧୨: ହାଇଦ୍ରାବାଦ୍‌ ଘଟଣା ପରେ ବେଙ୍ଗାଲୁରୁରେ ଲକ୍ଷେ ୩୦ ହଜାର ଲୋକ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି। ଏନେଇ ବେଙ୍ଗାଲୁରୁ ପୋଲିସ ଡେପୁଟି କମିଶନର କୁଲଦୀପ୍‌ ଜୈନ…

5 years ago

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ୧୭ ଆସନ ପାଇଁ ମତଦାନ

ରାଞ୍ଚି,୧୧।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ଗୁରୁବାର ୮ଟି ଜିଲାର ୧୭ଟି ଆସନ ପାଇଁ ସକାଳ ୭ଟା ଠାରୁ ମତଦାନ କରାଯିବ। ଶାନ୍ତିପୂର୍ଣ୍ଣ ମତଦାନ ଲାଗି…

5 years ago

ମୋଦି-ଶାହଙ୍କୁ କଡ଼ା ସମାଲୋଚନା କଲେ ସଞ୍ଜୟ ରାଉତ: ଯେଉଁ ସ୍କୁଲରେ ତୁମେ ପଢୁଛ ଦିନେ ମୁଁ ତାହାର ପ୍ରଧାନ ଶିକ୍ଷକ ଥିଲି

ନୂଆଦିଲ୍ଲୀ,୧୧।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଶିବସେନା ପ୍ରବକ୍ତା ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା…

5 years ago

ରିସାଟ୍‌-୨ବିଆର୍‌-୧ର ସଫଳ ଉତ୍‌କ୍ଷେପଣ କଲା ଇସ୍ରୋ: ସୀମା ଉପରେ ରଖିବ କଡ଼ା ନଜର

ଶ୍ରୀହରିକୋଟା,୧୧।୧୨: ଭାରତୀୟ ମହାକାଶ କେନ୍ଦ୍ର ଇସ୍ରୋ ପକ୍ଷରୁ ସଫଳତାର ସହିତ ରିସାଟ୍‌-୨ବିଆର୍‌-୧ର ଉତ୍‌କ୍ଷେପଣ କରାଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ମହାକାଶ କେନ୍ଦ୍ରରୁ ବୁଧବାର ଅପରାହ୍ନ ୩ଟା ୨୫ରେ ଏହାକୁ…

5 years ago

ନାଗରିକତା ସଂଶୋଧନ ବିଲ୍‌ ନେଇ ହିଂସା: ଦିବ୍ରୁଗଡ଼ରେ ବିକ୍ଷୋଭକାରୀଙ୍କ ଉପରେ ପୋଲିସର ଲାଠି ଚାଳନା

ଦିବ୍ରୁଗଡ଼, ୧୧।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ଆସାମରେ ହିଂସାକାଣ୍ଡ ଜାରି ରହିଛି। ବୁଧବାର ଉତ୍ୟକ୍ତ ବିକ୍ଷୋଭକାରୀଙ୍କୁ ଘଉଡ଼େଇବା ପାଇଁ ପୋଲିସ ପକ୍ଷରୁ ଲାଠି ଚାଳନା କରାଯାଇଛି।…

5 years ago

ଜାମିନ୍‌ ମିଳିବା ପରେ ଆଇନଜୀବୀ ଭାବେ ସୁପ୍ରିମ୍‌କୋର୍ଟରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୧୧।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ଜାମିନ୍‌ ମିଳିବା ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ଜଣେ ଆଇନଜୀବୀ ଭାବେ ସୁପ୍ରିମ୍‌କୋର୍ଟରେ ବୁଧବାର ଦେଖିବାକୁ ମିଳିଛି। ଏକ ଘରୋଇ ହିଂସା…

5 years ago

ବର୍ଦ୍ଧିତ ପିଆଜ ଦରକୁ ନେଇ ବୈଠକ ଡକାଇଲେ କ୍ୟାବିନେଟ ସଚିବ

ନୂଆଦିଲ୍ଲୀ,୧୧।୧୨: ଲଗାତାର ଭାବେ ପିଆଜ ଦର ହ୍ରାସ ହେଉ ନ ଥିବା ବେଳେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ବିଭିନ୍ନ ସହରରେ ପିଆଜ ମୂଲ୍ୟ…

5 years ago

ଗୁଜରାଟ ଦଙ୍ଗା: ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଲେ ନାନାବତୀ କମିଶନ

ନୂଆଦିଲ୍ଲୀ,୧୧।୧୨: ଗୁଜରାଟ ଦଙ୍ଗାର ତଦନ୍ତ କରୁଥିବା ନାନାବତୀ କମିଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଛନ୍ତି। ଗୋଧ୍ରା ଦଙ୍ଗା ସମୟରେ ଗୁଜରାଟର ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ଥିବା…

5 years ago