ଜାତୀୟ

ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ

ଶ୍ରୀହରିକୋଟା,୨୬।୧୧: ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ କରାଯିବ। ଏନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର…

5 years ago

ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅଜିତ୍‌

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଲାଗିଛି ଶକ୍ତ ଧକ୍କା। ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ୍‌ ପାଓ୍ବାର ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସକାଳୁ ସୁପ୍ରିମକୋର୍ଟଙ୍କ…

5 years ago

ଶହୀଦ୍‌ ପରିବାରଙ୍କୁ ରାଜନାଥଙ୍କ ସୁରକ୍ଷା: ବର୍ଷେ ପର୍ଯ୍ୟନ୍ତ ରହିପାରିବେ ସରକାରୀ ଘରେ

ନୂଆଦିଲ୍ଲୀ,୨୬।୧୧: ଶହୀଦ୍‌ ପରିବାରଙ୍କ ସୁରକ୍ଷା ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବରୁ ଶହୀଦ୍‌ ପରିବାର ୩ ମାସ ପର୍ଯ୍ୟନ୍ତ ସରକାରୀ ଘରେ ରହିବା…

5 years ago

କଶ୍ମୀର ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିସ୍ଫୋରଣ

ଶ୍ରୀନଗର,୨୬।୧୧: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଥିବା କଶ୍ମୀର ବିଶ୍ୱବିଦ୍ୟାଳୟ ନିକଟରେ ମଙ୍ଗଳବାର ଏକ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ୨ଜଣ ଆହତ ହୋଇଛନ୍ତି। ଏହା ଏକ…

5 years ago

ଓ୍ବାଙ୍ଖଡେ ଷ୍ଟାଡିୟମରେ ଫାଇନାଲ ଖେଳିବ ଭାଜପା

ମୁମ୍ବାଇ,୨୬।୧୧: ସୁପ୍ରିମକୋର୍ଟର ରାୟ ପରେ ମହାରାଷ୍ଟ୍ର ରାଜନୀତିରେ ପରିବର୍ତ୍ତନ ଲକ୍ଷ୍ୟ କରାଗଲାଣି। ବୁଧବାର ସନ୍ଧ୍ୟା ୫ଟା ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱାଧିନ ସରକାର ସଂଖ୍ୟା ଗରିଷ୍ଠତାର…

5 years ago

ପୁନର୍ବିଚାର ଆବେଦନ କରିବ ନାହିଁ ସୁନ୍ନୀ ଓ୍ବାକଫ୍‌ ବୋର୍ଡ: ମସଜିଦ୍‌ ଜମି ନେଇ ଏବେ ହେବନି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୧୧: ଅଯୋଧ୍ୟା ମାମଲାରେ ସୁନ୍ନୀ ଓ୍ବାକଫ୍‌ ବୋର୍ଡ ପକ୍ଷରୁ ପୁନର୍ବିଚାର ଆବେଦନ କରାଯିବ ନାହିଁ। ସେହିପରି ଏବେ ମସଜିଦ୍‌ ଜମି ନେଇ କୌଣସି ଚର୍ଚ୍ଚା କରାଯିବ ନାହିଁ।…

5 years ago

ପୁଅର ମୁକ୍ତି ପାଇଁ କାନ୍ଦୁଥିଲେ ମା’, କୋଳେଇ ନେଲେ ପୋଲିସ କନ୍‌ଷ୍ଟେବଳ

ଜଳନ୍ଧର, ୨୬।୧୧: ପଞ୍ଜାବରେ ଜଣେ ପୋଲିସ କନ୍‌ଷ୍ଟେବଳଙ୍କ ନିଆରା କାର୍ଯ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ମହିଳାଙ୍କ ପୁଅ ମାଲେସିଆ ଜେଲରେ ବନ୍ଦୀ ଥିବାବେଳେ ତାଙ୍କୁ…

5 years ago

ନିୟନ୍ତ୍ରଣ ରେଖାଠାରେ ମୁତୟନ ହେବ ସ୍ପାଇକ୍‌ କ୍ଷେପଣାସ୍ତ୍ର: ଟ୍ୟାଙ୍କ୍‌ ସହିତ ବଙ୍କରକୁ କରିବ ଧ୍ୱଂସ

ନୂଆଦିଲ୍ଲୀ,୨୬।୧୧: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ସ୍ପାଇକ୍‌ କ୍ଷେପଣାସ୍ତ୍ରକୁ ମୁତୟନ କରାଯିବ। ଏଭଳି ୨୪୦ କ୍ଷେପଣାସ୍ତ୍ର କିଣିବା ପାଇଁ ଭାରତ ଇସ୍ରାଏଲ୍‌ ମଧ୍ୟରେ ଚୁକ୍ତି ହୋଇଛି। ଏହି ଗାଇଡେଡ୍‌…

5 years ago

କଂଗ୍ରେସ ବିଧାୟକ ଦଳର ନେତା ହେଲେ ବାଲାସାହେବ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର କଂଗ୍ରେସ ବିଧାୟକ ଦଳର ନେତାଭାବେ ନିର୍ବାଚିତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ବାଲାସାହେବ ଥୋରାଟ। ମଙ୍ଗଳବାର ମୁମ୍ବାଇର ଏକ ହୋଟେଲରେ ଅନୁଷ୍ଠିତ ବୈଠକରେ ବାଲାସାହେବଙ୍କୁ…

5 years ago

ଇସ୍ତଫା ଦେଇପାରନ୍ତି ଅଜିତ୍‌

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ୍‌ ପାଓ୍ବାର ଏବେ ଅଡୁଆରେ ପଡିଯାଇଥିବା କୁହାଯାଉଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହୁଏତ ସେ ଉପ ମୁଖ୍ୟମନ୍ତ୍ରୀ ପଦରୁ…

5 years ago