ଜାତୀୟ

ଜିରୋରେ ପାଭିଲିୟନ୍‌ ଫେରିଲା ଶିବସେନା: ମିଳିଲାନି ମୁଖ୍ୟମନ୍ତ୍ରୀ ପଦ; ହେଲାନି ୫୦-୫୦

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଐତିହାସିକ ମୋଡ଼ ଆସିଛି। ଏଭଳି ଘଟଣା ଅପ୍ରତ୍ୟାଶିତ ବୋଲି କୁହାଯାଉଛି। ସରକାର ଗଠନ ପାଇଁ ଶିବସେନା-ଏନ୍‌ସିପି ଏବଂ କଂଗ୍ରେସ ମଧ୍ୟରେ ଆଲୋଚନା ପରେ…

5 years ago

ଉତ୍ସବ ପାଳନ କଲା ଭାଜପା

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନେଇଛି ନୂଆମୋଡ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା , ଏନ୍‌ସିପି ଓ କଂଗ୍ରେସ ମେଣ୍ଟ ସରକାର ଗଢିବାକୁ ଚାହିଁ ବସିଥିବା ବେଳେ ଶନିବାର…

5 years ago

ଭାଜପାର ନୂଆ ରଣନୀତି: ଫଡ଼ନବିସ ମୁଖ୍ୟମନ୍ତ୍ରୀ; ଅଜିତ୍‌ ପାଓ୍ବାର ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଶନିବାର ପୂର୍ବାହ୍ନ ୮ଟା ୧୫ରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ଼ନବିସ ଶପଥ…

5 years ago

ଇ-ସିଗାରେଟ ନିଷିଦ୍ଧ ବିଲ୍‌ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଇ-ସିଗାରେଟ ଏବଂ ଅନୁରୂପ ସାମଗ୍ରୀ ଉତ୍ପାଦନ, ବିକ୍ରି ଓ ଆମଦାନୀ ବନ୍ଦ କରିବା ଲାଗି ଶୁକ୍ରବାର ଲୋକ ସଭାରେ ବିଲ୍‌ ଆଗତ ହୋଇଛି। ଇଲେକ୍ଟ୍ରୋନିକ୍‌ ସିଗାରେଟ…

5 years ago

ଇଲେକ୍ଟୋରାଲ ବଣ୍ଡ୍‌କୁ ବିରୋଧ ଜାରି: ପାର୍ଲାମେଣ୍ଟ ପରିସରରେ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ପାର୍ଲାମେଣ୍ଟର ଉଭୟ ଗୃହରେ ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ବିରୋଧ ଜାରି ରହିଛି। ଶୁକ୍ରବାର କଂଗ୍ରେସ ଦଳ ପକ୍ଷରୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ର…

5 years ago

୫ ବର୍ଷରେ ଉପସାଗରୀୟ ଅଞ୍ଚଳରେ : ଗଲାଣି ୩୪ ହଜାର ଭାରତୀୟଙ୍କ ଜୀବନ

ହାଇଦ୍ରାବାଦ,୨୩ା୧୧: ଉପସାଗରୀୟ ରାଷ୍ଟ୍ର କୁଏଟ୍‌, ସୌଦି ଆରବ, ବାହାରିନ୍‌, କାତାର, ଓମାନ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଦିନକୁ ହାରାହାରି ୧୫ ଭାରତୀୟ ପ୍ରାଣ ହରାଉଛନ୍ତି।…

5 years ago

ଚାଇନା ପ୍ରକଳ୍ପକୁ ନେଇ ପାକିସ୍ତାନକୁ ସତର୍କ କରାଇଲା ଆମେରିକା

ଓ୍ବାଶିଂଟନ,୨୩ା୧୧: ଚାଇନା ଭିତ୍ତିଭୂମି ପ୍ରକଳ୍ପ ସହ ପାକିସ୍ତାନ ଯଦି ଦୀର୍ଘଦିନ ଜଡିତ ରହେ ତେବେ ଏହା ଆର୍ଥିକ କ୍ଷତିର ସମ୍ମୁଖୀନ ହେବ ବୋଲି ଆମେରିକା ଚେତାଇ ଦେଇଛି।…

5 years ago

୩୫୦ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଯବାନ

ଶ୍ରୀନଗର,୨୩ା୧୧: ଶ୍ରୀନଗର-ଲେହ ଜାତୀୟ ରାଜପଥ ସଂଲଗ୍ନ ୧୧,୫୭୮ ଫୁଟ୍‌ ଉଚ୍ଚରେ ଅବସ୍ଥିତ ଜୋଜିଲା ଗିରିପଥରେ ପ୍ରବଳ ତୁଷାରପାତ ଯୋଗୁ ଫସିରହିଥିବା ୩୫୦ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ…

5 years ago

ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ: ମିଳିଲା ୨୬ ଲକ୍ଷର ଅଚଳ ନୋଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂଙ୍କର ତିନୋଟି ସହରର ୯ଟି ସ୍ଥାନରେ ଥିବା ଘର ଉପରେ ସିବିଆଇ ଚଢ଼ାଉ କରି ନଗଦ ୧୧.୪୭ ଲକ୍ଷ…

5 years ago

ଆଧାର ଆଇନରେ ସଂଶୋଧନ ବିରୋଧରେ ପିଟିଶନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଆଧାର ଆଇନରେ ସଂଶୋଧନର ବୈଧତାକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପରିଚୟ ପ୍ରମାଣ ଲାଗି ଜନସାଧାରଣ ସ୍ବେଚ୍ଛାକୃତ ଭାବେ ଯୋଗାଇଦେଉଥିବା ଆଧାର…

5 years ago