ଜାତୀୟ

୮୦ ବର୍ଷରେ ପଦାର୍ପଣ କଲେ ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୨୨।୧୧: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ନେତାଜୀଙ୍କୁ ଶୁଭେଚ୍ଛା ଜଣାଇବା…

5 years ago

କୋଲକାତାରେ ପହଞ୍ଚିଲେ ଶେଖ୍‌ ହସିନା, ଗାଙ୍ଗୁଲି କଲେ ସ୍ବାଗତ

କୋଲକାତା,୨୨।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଶୁକ୍ରବାରଠାରୁ ଐତିହାସିକ ଇଡେନ ଗାର୍ଡେନ୍ସ ମୈଦାନରେ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଯାଉଛି। ଏହି…

5 years ago

ଡ୍ରେସ୍‌, ଆଇଡି କାର୍ଡ ଧରି ମାତୋଶ୍ରୀରେ ପହଞ୍ଚୁଛନ୍ତି ଶିବସେନା ବିଧାୟକ

ମୁମ୍ବାଇ,୨୨।୧୧:ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଶୁକ୍ରବାର ଚୂଡାନ୍ତ ନିଷ୍ପତି ନିଆଯିବାର ସମ୍ଭାବନା ରହିଛି। ଆଜି କଂଗ୍ରେସ-ଏନସିପି ସହ ଶିବସେନା ଗୁରୁତ୍ୱପୂର୍ଣ୍ଣ ବୈଠକ କରିବ। ଏହାପୂର୍ବରୁ ଶିବସେନା…

5 years ago

କେନ୍ଦ୍ର ସରକାର ପୁଡୁଚେରୀକୁ ଟ୍ରାନ୍ସଜେଣ୍ଡର ଘୋଷଣା କରିଦିଅନ୍ତୁ: ଭି.ନାରାୟଣସାମୀ

ପୁଡୁଚେରୀ,୨୨।୧୧:କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ। ଯେତେବେଳେ ଯାହା ମନ ହେଉଛି ସରକାର ଆମ ଉପରେ ସେହି ହିସାବରେ ବ୍ୟବହାର କରୁଛନ୍ତି। ତାଠାରୁ…

5 years ago

ଉଦ୍ଧବ ଠାକ୍‌ରେ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ: ସଞ୍ଜୟ କହିଲେ, ସ୍ବାଭିମାନ ପାଇଁ କିଛି ସମ୍ପର୍କରୁ ବାହାରିଯିବା ଆବଶ୍ୟକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବଚନ ଫଳାଫଳ ଆସିବାର ମାସେ ପୂରିଥିଲେ ମଧ୍ୟ ରାଜ୍ୟରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ନିଷ୍ପତି ହୋଇପାରିନାହିଁ। ସଂଖ୍ୟା ଅଭାବରୁ…

5 years ago

୩ ବର୍ଷରେ ମୋଦିଙ୍କ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ତିନି ବର୍ଷରେ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା ହୋଇଛି। କେନ୍ଦ୍ର ବର୍ହିିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ…

5 years ago

କେନ୍ଦ୍ର ସରକାରରେ ୭ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ପାଖାପାଖି ୭ ଲକ୍ଷ ପଦବୀ ଖାଲିପଡିଥିବା ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଗତବର୍ଷ ମାର୍ଚ୍ଚ ୧ ସୁଦ୍ଧା ବିଭିନ୍ନ…

5 years ago

କଂଗ୍ରେସ ଅଟକାଇଥିଲା ଅଯୋଧ୍ୟା ରାୟ

ମାନିକା/ଲୋହାରଡ଼ାଗା,୨୨-୧୧(ପି.ଟି.):କଂଗ୍ରେସ ଅଯୋଧ୍ୟା ରାୟକୁ ସୁପ୍ରିମକୋର୍ଟରେ ଅଟକାଇଥିଲା ଓ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ଝୁଲାଇ ରଖିଥିଲା ବୋଲି ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ସମାଲୋଚନା କରିଛନ୍ତି। ଝାଡ଼ଖଣ୍ଡ…

5 years ago

୨୦୨୧ରେ ହେବ ଚମତ୍କାର

ଚେନ୍ନାଇ,୨୨-୧୧:୨୦୨୧ ତାମିଲନାଡ଼ୁ ବିଧାନସଭା ନିର୍ବାଚନ ବେଳେ ରାଜ୍ୟ ରାଜନୀତିରେ ଚମତ୍କାର ହେବ ବୋଲି ଗୁରୁବାର ସୁପରଷ୍ଟାର ରଜନୀକାନ୍ତ ଦୋହରାଇଛନ୍ତି। ଜାତି, ସମ୍ପ୍ରଦାୟ ଓ ଆଧ୍ୟାମତ୍ିକ ରାଜନୀତି କେବେ…

5 years ago

ସ୍ବଦେଶ ଫେରିଲେ ୧୪୫ ଭାରତୀୟ: ହାତଗୋଡ଼ ବାନ୍ଧି ପଠାଇଲା ଆମେରିକା

ନୂଆଦିଲ୍ଲୀ,୨୨-୧୧:ଅନେକ ବର୍ଷ ଧରି ବେଆଇନ ଭାବେ ଆମେରିକାରେ ରହୁଥିବା ୧୪୫ ଭାରତୀୟଙ୍କୁ ଟ୍ରମ୍ପ୍‌ ପ୍ରଶାସନ ସ୍ବଦେଶକୁ ପଠାଇଦେଇଛି। ପ୍ରତ୍ୟର୍ପଣ ପରେ ସେମାନେ ଗୁରୁବାର ସକାଳେ ନୂଆଦିଲ୍ଲୀର ଇନ୍ଦିରା…

5 years ago