ଜାତୀୟ

ଆଗାଥାଙ୍କୁ ଅଭିନନ୍ଦନ

ନୂଆଦିଲ୍ଲୀ,୨୨-୧୧:ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ତୁରା ଏମ୍‌ପି ଆଗାଥା ସଙ୍ଗ୍‌ମା ଗୁରୁବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଲୋକ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ ପି.ଏ. ସଙ୍ଗ୍‌ମାଙ୍କ ଝିଅ…

5 years ago

୨୧ ବର୍ଷରେ ବିଚାରପତି

ଜୟପୁର,୨୨-୧୧:ରାଜସ୍ଥାନ ରାଜଧାନୀ ଜୟପୁରର ମାନସରୋବର ବାସିନ୍ଦା ୨୧ ବର୍ଷୀୟ ମୟଙ୍କ ପ୍ରତାପ ସିଂ ଦେଶର ସର୍ବକନିଷ୍ଠ ବିଚାରପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ପ୍ରଥମ ଉଦ୍ୟମରେ…

5 years ago

ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ପାର୍ଲାମେଣ୍ଟ କମ୍ପିଲା

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେତେକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ)ର ଘରୋଇକରଣ ଏବଂ ଇଲେକ୍ଟୋରାଲ ବଣ୍ଡ୍‌କୁ ବିରୋଧ କରି ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ସଦସ୍ୟମାନେ ଗୁରୁବାର ପ୍ରବଳ ହୋ-ହଲ୍ଲା କରିଥିଲେ। ଅନ୍ତରୀଣ…

5 years ago

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ କ୍ୟାପ୍ସିକମ୍‌

ସାଧାରଣତଃ କ୍ୟାପ୍ସିକମକୁ ଚିଲି ତରକାରୀ କିମ୍ବା ସାଲାଡରେ ବ୍ୟବହାର କରାଯାଏ। କ୍ୟାପ୍ସିକମ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହା ଶରୀର ପାଇଁ ବହୁ ଉପକାରୀ…

5 years ago

ସରକାର ଗଠନ ପାଇଁ ଅଣ୍ଟାଭିଡ଼ା: ଶୁକ୍ରବାର ଶିବସେନା-ଏନ୍‌ସିପି-କଂଗ୍ରେସ ବୈଠକ

ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଣ୍ଟା ଭିଡ଼ିଛନ୍ତି ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ। ଏନେଇ ଶୁକ୍ରବାର ଏହି ତିନି ଦଳଙ୍କ ମଧ୍ୟରେ ବୈଠକ ହେବାର କାର୍ଯ୍ୟକ୍ରମ…

5 years ago

ଆର୍ଥିକ ସଙ୍କଟକୁ ନେଇ ମୋଦିଙ୍କୁ ଟାର୍ଗେଟ କଲେ ମମତା

ନୂଆଦିଲ୍ଲୀ,୨୧।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ବିନିବେଶକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆର୍ଥିକ ସଙ୍କଟରୁ ରକ୍ଷା ପାଇବା ପାଇଁ ବିନିବେଶ କୌଣସି ସମାଧାନ ନୁହେଁ।…

5 years ago

ସରକାରୀ ବାସଭବନ ଛାଡିଲେ ଗୋଗୋଇ

ନୂଆଦିଲ୍ଲୀ,୨୧।୧୧: ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ନଭେମ୍ବର ୧୭ରେ ଅବସର ଗ୍ରହଣ କରିଥିଲେ। ସରକାରୀ ବାସଭବନରେ ରହିବା ପାଇଁ ତାଙ୍କୁ ଏକ ମାସ ଅନୁମତି…

5 years ago

କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ ଘୁଞ୍ଚିଲା: ନଭେମ୍ବର ୨୭କୁ ଅପେକ୍ଷା

ଶ୍ରୀହରିକୋଟା,୨୧।୧୧: କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣକୁ କେତେକ କାରଣରୁ ଘୁଞ୍ଚାଇ ଦିଆଯାଇଛି। ଏବେ ଏହା ନଭେମ୍ବର ୨୭ରେ କରାଯିବ। ତେବେ ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୯ଟା ୨୮ରେ ଏହାର…

5 years ago

୨୦୧୯ରେ ୩୬୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ହୋଇଛି: ସୋଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୧।୧୧: ଜମ୍ମୁ-କଶ୍ମୀର ଲକ୍‌ଡ଼ାଉନ୍‌ ନେଇ ସୁପ୍ରିମ୍‌କୋର୍ଟରେ ଶୁଣାଣି ଜାରି ରହିଛି। ଏସମ୍ପର୍କରେ ସୋଲିସିଟର ଜେନେରାଲ ତୁଷାର ମେହଟ୍ଟା କହିଛନ୍ତି ଯେ, ୨୦୧୯ରେ ଜମ୍ମୁ-କଶ୍ମୀରରେ ୩୬୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର…

5 years ago

ରାସ୍ତାରେ ପଡିଲା ବିଡା ବିଡା ଟଙ୍କା, ଗୋଟାଇବାକୁ ଲୋକଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା

କୋଲକାତା,୨୧।୧୧: ବିରାଟ ଅଟ୍ଟାଳିକା ଉପରୁ ବିଡା ବିଡା ଟଙ୍କା ପଡୁଛି। ରାସ୍ତାରେ ଟଙ୍କା ଗୋଟାଇବାକୁ ଲୋକଙ୍କ ମଧ୍ୟରେ ଏକପ୍ରକାର ପ୍ରତିଦ୍ୱନ୍ଦିତା ଚାଲିଛି। ଏଭଳି ଏକ ନିଆରା ଦୃଶ୍ୟ…

5 years ago