Advertisement

ଜାତୀୟ

ଆରପାରିରେ ରିଷି କପୁରଆରପାରିରେ ରିଷି କପୁର

ଆରପାରିରେ ରିଷି କପୁର

ମୁମ୍ବାଇ,୩୦।୪: ବଲିଉଡ୍‌ ଅଭିନେତା ରିଷି କପୁରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଯିବାରୁ ରିଷିଙ୍କ ସ୍ବାସ୍ଥ୍ୟାବସ୍ଥା…

5 years ago
ଖୋଲିଲା କେଦାରନାଥ ମନ୍ଦିର କବାଟ: ପ୍ରଧାନମନ୍ତ୍ରୀଙ୍କ ନାଁରେ ହେଲା ପ୍ରଥମ ପୂଜାଖୋଲିଲା କେଦାରନାଥ ମନ୍ଦିର କବାଟ: ପ୍ରଧାନମନ୍ତ୍ରୀଙ୍କ ନାଁରେ ହେଲା ପ୍ରଥମ ପୂଜା

ଖୋଲିଲା କେଦାରନାଥ ମନ୍ଦିର କବାଟ: ପ୍ରଧାନମନ୍ତ୍ରୀଙ୍କ ନାଁରେ ହେଲା ପ୍ରଥମ ପୂଜା

ଡେରାଡୁନ,୨୯।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇ ମଧ୍ୟରେ ବୁଧବାର ଉତ୍ତରାଖଣ୍ଡରେ ଥିବା ପ୍ରସିଦ୍ଧ ଧାମ କେଦାରନାଥ ମନ୍ଦିରର କବାଟ ଖୋଲାଯାଇଛି। ରୀତିନୀତି ଓ ପରମ୍ପରା…

5 years ago
ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପରାମର୍ଶଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପରାମର୍ଶ

ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୯।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି କାର୍ଯ୍ୟାଳୟରେ କରୋନା…

5 years ago
ତାତି ବଢ଼ିଲେ କମୁଛି କରୋନା ସଂକ୍ରମଣ: ମହାରାଷ୍ଟ୍ରରେ ୮୫ ପ୍ରତିଶତ, କର୍ନାଟକରେ ୮୮ ପ୍ରତିଶତ ପାଇଛି ହ୍ରାସତାତି ବଢ଼ିଲେ କମୁଛି କରୋନା ସଂକ୍ରମଣ: ମହାରାଷ୍ଟ୍ରରେ ୮୫ ପ୍ରତିଶତ, କର୍ନାଟକରେ ୮୮ ପ୍ରତିଶତ ପାଇଛି ହ୍ରାସ

ତାତି ବଢ଼ିଲେ କମୁଛି କରୋନା ସଂକ୍ରମଣ: ମହାରାଷ୍ଟ୍ରରେ ୮୫ ପ୍ରତିଶତ, କର୍ନାଟକରେ ୮୮ ପ୍ରତିଶତ ପାଇଛି ହ୍ରାସ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ତେବେ ଏବେ ଦେଶରେ ଖରାଦିନ ଆସିଯାଇଥିବାରୁ ତାପମାତ୍ରା ବଢ଼ିବା ସହିତ କରୋନା ସଂକ୍ରମଣ…

5 years ago
ମୁମ୍ବାଇରୁ ୧୫୦୦ କିମି ଚାଲି ଚାଲି ଘରେ ପହଞ୍ଚିବା ପରେ ଦିନମଜୁରିଆଙ୍କ ମୃତ୍ୟୁ: କରୋନା ରିପୋର୍ଟକୁ ଅପେକ୍ଷାମୁମ୍ବାଇରୁ ୧୫୦୦ କିମି ଚାଲି ଚାଲି ଘରେ ପହଞ୍ଚିବା ପରେ ଦିନମଜୁରିଆଙ୍କ ମୃତ୍ୟୁ: କରୋନା ରିପୋର୍ଟକୁ ଅପେକ୍ଷା

ମୁମ୍ବାଇରୁ ୧୫୦୦ କିମି ଚାଲି ଚାଲି ଘରେ ପହଞ୍ଚିବା ପରେ ଦିନମଜୁରିଆଙ୍କ ମୃତ୍ୟୁ: କରୋନା ରିପୋର୍ଟକୁ ଅପେକ୍ଷା

ଲକ୍ଷ୍ନୌ,୨୯।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏପରିସ୍ଥଳେ ମୁମ୍ବାଇରୁ ୧୫୦୦ କିଲୋମିଟର ଚାଲି…

5 years ago
ଭାରତକୁ ସଫଳତା: ଉହାନରେ କରୋନା ସଂକ୍ରମଣ କରିଥିବା ଭୂତାଣୁର ମିଳିଲା ସନ୍ଧାନଭାରତକୁ ସଫଳତା: ଉହାନରେ କରୋନା ସଂକ୍ରମଣ କରିଥିବା ଭୂତାଣୁର ମିଳିଲା ସନ୍ଧାନ

ଭାରତକୁ ସଫଳତା: ଉହାନରେ କରୋନା ସଂକ୍ରମଣ କରିଥିବା ଭୂତାଣୁର ମିଳିଲା ସନ୍ଧାନ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ ଭାରତୀୟ…

5 years ago
୧୫ ସ୍ଥାନରେ ଦେଶର ୬୦% କରୋନା ରୋଗୀ୧୫ ସ୍ଥାନରେ ଦେଶର ୬୦% କରୋନା ରୋଗୀ

୧୫ ସ୍ଥାନରେ ଦେଶର ୬୦% କରୋନା ରୋଗୀ

ନୂଆଦିଲ୍ଲୀ,୨୯ା୪: ଦିଲ୍ଲୀ ଓ ମୁମ୍ବାଇ ସମେତ ୧୫ ସ୍ଥାନରେ ଦେଶର ୬୦ ପ୍ରତିଶତ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ନୀତି ଆୟୋଗର ତଥ୍ୟରେ ଏହା ଦର୍ଶାଯାଇଛି। ଏହାର…

5 years ago
‘ଗରିବ ଶ୍ରମିକଙ୍କୁ ପ୍ରଥମେ ଆଣ’: ବିଦେଶରୁ ଫେରିବେ ସହସ୍ରାଧିକ ଭାରତୀୟ‘ଗରିବ ଶ୍ରମିକଙ୍କୁ ପ୍ରଥମେ ଆଣ’: ବିଦେଶରୁ ଫେରିବେ ସହସ୍ରାଧିକ ଭାରତୀୟ

‘ଗରିବ ଶ୍ରମିକଙ୍କୁ ପ୍ରଥମେ ଆଣ’: ବିଦେଶରୁ ଫେରିବେ ସହସ୍ରାଧିକ ଭାରତୀୟ

ନୂଆଦିଲ୍ଲୀ,୨୯ା୪: ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ପ୍ରୟାସ ଆରମ୍ଭ ହୋଇଛି। ବୈଦେଶିକ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ…

5 years ago
‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

ନୂଆଦିଲ୍ଲୀ,୨୯ା୪: ଉତ୍ତରପ୍ରଦେଶର ଦେଓରିଆ ବିଧାୟକ ସୁରେଶ ତିଓ୍ବାରୀ(୭୪) ‘ମୁସଲମାନ୍‌ ପରିବା ବ୍ୟବସାୟୀଙ୍କଠାରୁ ପରିବା କିଣନାହିଁ ଓ ସେମାନଙ୍କଠାରୁ ଦୂରେଇ ରୁହ’ ବୋଲି ସର୍ବସାଧାରଣରେ କହିବା ପରେ ଏହାକୁ…

5 years ago
‘ପ୍ଲାଜ୍‌ମା ଥେରାପିର ଅଧିକ ଗବେଷଣା ଜରୁରୀ’‘ପ୍ଲାଜ୍‌ମା ଥେରାପିର ଅଧିକ ଗବେଷଣା ଜରୁରୀ’

‘ପ୍ଲାଜ୍‌ମା ଥେରାପିର ଅଧିକ ଗବେଷଣା ଜରୁରୀ’

ନୂଆଦିଲ୍ଲୀ,୨୯ା୪: କରୋନା ଭୂତାଣୁର ଉପଚାର ଲାଗି ପ୍ଲାଜ୍‌ମା ଥେରାପିକୁ ସମର୍ଥନ କରାଯିବାର କୌଣସି ଭିତ୍ତି ନାହିଁ। ଏହାର ଅଧିକ ଗବେଷଣା ଜରୁରୀ ବୋଲି ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌…

5 years ago