ଜାତୀୟ

ମନ୍ଦିର ନିର୍ମାଣ ପାଇଁ ରାମଜନ୍ମଭୂମି ନ୍ୟାସକୁ ୫୧ ହଜାରର ଚେକ୍‌ ପ୍ରଦାନ କଲା ଶିହା ଓ୍ବାକଫ୍‌ ବୋର୍ଡ

ଲକ୍ଷ୍ନୌ,୧୪।୧୧: ଅଯୋଦ୍ଧାରେ ମନ୍ଦିର ନିର୍ମାଣ ପାଇଁ ରାମଜନ୍ମଭୂମି ନ୍ୟାସକୁ ଶିହା ଓ୍ବାକଫ୍‌ ବୋର୍ଡ ପକ୍ଷରୁ ୫୧ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଶିହା ଓ୍ବାକଫ୍‌ ବୋର୍ଡ…

5 years ago

ଭାଜପାରେ ଯୋଗଦେଲେ ୧୫ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୧୪।୧୧: କର୍ନାଟକ କଂଗ୍ରେସ ଓ ଜେଡି(ଏସ୍‌)ର ୧୫ ଅଯୋଗ୍ୟ ଘୋଷିତ ବିଧାୟକ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ ଉପସ୍ଥିତିରେ…

5 years ago

‘ଚୌକିଦାର ଚୋର୍‌ ହୈ’ ମନ୍ତବ୍ୟ: ରାହୁଲଙ୍କ ନିଃସର୍ତ୍ତ କ୍ଷମାପ୍ରାର୍ଥନା ସୁପ୍ରିମ୍‌କୋର୍ଟରେ ମଞ୍ଜୁର

ନୂଆଦିଲ୍ଲୀ,୧୪।୧୧: ସୁପ୍ରିମ୍‌କୋର୍ଟ ଗୁରୁବାର ରାହୁଲ ଗାନ୍ଧୀଙ୍କ ନିଃସର୍ତ୍ତ କ୍ଷମାପ୍ରାର୍ଥନାକୁ ମଞ୍ଜୁର କରିଛନ୍ତି। ସେ ରାଫାଲ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ‘ଚୌକିଦାର ଚୋର୍‌ ହୈ’ ମନ୍ତବ୍ୟ…

5 years ago

ଏଚ୍‌ଟିଇଟି ପରୀକ୍ଷା ସମୟରେ ମହିଳାମାନେ ବିନ୍ଦି, ସିନ୍ଦୁର ପିନ୍ଧିବାକୁ ମିଳିଲା ଅନୁମତି

ଫତେହାବାଦ,୧୪।୧୧: ହରିୟାଣା ଟିଚର ଇଲିଜିବିଲିଟି ଟେଷ୍ଟ(ଏଚ୍‌ଟିଇଟି) ପରୀକ୍ଷାରେ ମହିଳାମାନେ ବିନ୍ଦି ଓ ସିନ୍ଦୁର ପିନ୍ଧି ପାରିବେ ବୋଲି ବୁଧବାର ଫତେହାବାଦ ଡେପୁଟି କମିଶନର ଧିରେନ୍ଦ୍ର ଖରାଗ ଘୋଷଣା…

5 years ago

ମୋଦି ସରକାର ଆଶ୍ୱସ୍ତ: ରାଫାଲର ପୁନର୍ବିଚାର ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୧୪।୧୧: ରାଫାଲ୍‌ ଯୁଦ୍ଧ ବିମାନ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଆଶ୍ୱସ୍ତି ମିଳିଛି। ଏହାର ପୁନର୍ବିଚାର ଆବେଦନକୁ ଗୁରୁବାର ସୁପ୍ରିମ୍‌କୋର୍ଟ ଖାରଜ କରିଛନ୍ତି। ଏହି ମାମଲାରେ…

5 years ago

ପଣ୍ଡିତ ନେହେରୁଙ୍କ ଜନ୍ମଦିବସରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନରେ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ…

5 years ago

ବଡ଼ ଖଣ୍ଡପୀଠରେ ସାବରିମାଲା ମାମଲାର ହେବ ବିଚାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୪।୧୧: ସାବରିମାଲା ମାମଲାର ବିଚାର ଏଣିକି ବଡ଼ ଖଣ୍ଡପୀଠରେ କରାଯିବ ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ବିଚାର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ…

5 years ago

ଗଣିତଜ୍ଞ ବଶିଷ୍ଠ ନାରାୟଣ ସିଂଙ୍କ ପରଲୋକ: ଆଇନଷ୍ଟାଇନ୍‌ଙ୍କ ସିଦ୍ଧାନ୍ତକୁ କରିଥିଲେ ଚ୍ୟାଲେଞ୍ଜ୍‌

ପାଟନା,୧୪।୧୧: ଗଣିତଜ୍ଞ ବଶିଷ୍ଠ ନାରାୟଣ ସିଂଙ୍କର ଗୁରୁବାର ପରଲୋକ ଘଟିଛି। ପାଟନାରେ ୭୪ ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି। ଦୀର୍ଘ ୪୦ ବର୍ଷ ଧରି ସେ…

5 years ago

ନଡ଼ା ନ ଜଳାଇବା ଚାଷୀଙ୍କୁ ସରକାର ଦେବେ ୨ହଜାର ୫ଶହ ଟଙ୍କା ପ୍ରୋତ୍ସାହନ ରାଶି

ଚଣ୍ଡିଗଡ଼,୧୪।୧୧: ନଡା ଜଳାଇବାକୁ ନେଇ ପଞ୍ଜାବ ସରକାର ଏବେ ଏକ ବଡ ପଦକ୍ଷେପ ନେଇଛନ୍ତି। ସୁପ୍ରିମକୋର୍ଟର ନିର୍ଦ୍ଦେଶ ପରେ ପଞ୍ଜାବ ସରକାର ଏବେ ନଡ଼ା ନ ଜଳାଉଥିବା…

5 years ago

ଶିଶୁଦିବସ ଉପଲକ୍ଷେ ସ୍ବତନ୍ତ୍ର ଡୁଡୁଲ କଲା ଗୁଗୁଲ

ନୂଆଦିଲ୍ଲୀ,୧୪।୧୧:ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଆଜି ଜନ୍ମଦିବସ। ଏହି ଦିନଟିକୁ ସାରା ଦେଶରେ ଶିଶୁଦିବସ ଭାବେ ପାଳନ କରାଯାଏ। ୧୮୮୯ ନଭେମ୍ବର ୧୪ରେ ନେହେରୁ…

5 years ago