ଜାତୀୟ

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍‌କାଉଣ୍ଟରରେ ୨ ଲଶ୍କର ଆତଙ୍କବାଦୀ ମୃତ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଗାନ୍ଦରବଲର ଗୁଣ୍ଡ୍‌ ଅଞ୍ଚଳରେ…

5 years ago

ଅକ୍ଟୋବରରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ

ଦିଲ୍ଲୀ,୧୨ା୧୧(ଆଇଏଏନ୍‌ଏସ୍‌)- ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅକ୍ଟୋବର ମାସରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ୨୦୧୯ ବର୍ଷରେ ଏହା ସର୍ବାଧିକ ଅସ୍ତ୍ରବିରତି ଉଲ୍ଲଂଘନ ବୋଲି…

5 years ago

ସରକାରଙ୍କ ନିଷ୍ପତ୍ତି ନିବେଶ ବଢ଼ାଇବ: ଭେଙ୍କାୟା ନାଇଡୁ

ନୂଆଦିଲ୍ଲୀ,୧୨ା୧୧: କେନ୍ଦ୍ର ସରକାର ନିକଟରେ ନେଇଥିବା କେତେକ ପଦକ୍ଷେପ ନିବେଶ ବଢ଼ାଇବ ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ସରକାରଙ୍କ ସଂସ୍କାରମୂଳକ ପଦକ୍ଷେପ ଯୋଗୁ ଅଧିକ…

5 years ago

ରିଭ୍ୟୁ ପିଟିଶନ ଦାଏର ନେଇ ୧୭ରେ ନିଷ୍ପତ୍ତି ନେବ ଏଆଇଏମ୍‌ପିଏଲ୍‌ବି: ଜମି ଗ୍ରହଣ ପ୍ରସ୍ତାବକୁ ଅଯୋଧ୍ୟା ମୁସଲମାନଙ୍କ ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ,୧୨ା୧୧(ପି.ଟି./ଆଇଏଏନ୍‌ଏସ୍‌): ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ବିରୋଧରେ ରିଭ୍ୟୁ ପିଟିଶନ ଦାଏର ଲାଗି ଅଲ୍‌ ଇଣ୍ଡିଆ ମୁସ୍‌ଲିମ୍‌ ପର୍ସନାଲ ଲ ବୋର୍ଡ (ଏଆଇଏମ୍‌ପିଏଲ୍‌ବି) ଆସନ୍ତା ୧୭…

5 years ago

ସୁପ୍ରିମକୋର୍ଟଙ୍କୁ ଜଣାଇଲେ ସରକାର: ୩୭୦ ଉଚ୍ଛେଦ ନିଷ୍ପତ୍ତି ଯଥାର୍ଥ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ନିଷ୍ପତ୍ତି ଯଥାର୍ଥ ଥିଲା ବୋଲି କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି। ଅନୁଚ୍ଛେଦ…

5 years ago

ଭାଜପାକୁ ମିଳିଛି ୭୦୦ କୋଟି ଚାନ୍ଦା

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ୨୦୧୮-୧୯ ଆର୍ଥିକ ବର୍ଷରେ ଶାସକ ଭାଜପାକୁ ୭ ଶହ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଚାନ୍ଦା ମିଳିଥିବା ଦଳ ପକ୍ଷରୁ ଘୋଷଣା କରାଯାଇଛି। ଚେକ୍‌ ଏବଂ ଅନ୍‌…

5 years ago

ସଂସଦୀୟ ଷ୍ଟାଣ୍ଡିଂ କମିଟିକୁ ମନମୋହନ ମନୋନୀତ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌ ଭେଙ୍କାୟା ନାଇଡୁ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କୁ ଅର୍ଥ ସଂକ୍ରାନ୍ତ ସଂସଦୀୟ ଷ୍ଟାଣ୍ଡିଂ କମିଟିକୁ…

5 years ago

ଏନ୍‌ସିପିକୁ ଡାକିଲେ ରାଜ୍ୟପାଳ

ନୂଆଦିଲ୍ଲୀ/ମୁମ୍ବାଇ,୧୨ା୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ସୋମବାର ବି ଅନିଶ୍ଚିତତା ଜାରି ରହିଛି। ଧାର୍ଯ୍ୟ ସମୟ ସୁଦ୍ଧା ଶିବସେନା ସମର୍ଥନ ପତ୍ର ଦେଖାଇ ନ ପାରିବାରୁ ରାଜ୍ୟପାଳ…

5 years ago

ହାର୍ଟଆଟାକ୍‌ରୁ ଦୂରେଇ ରଖେ ଏହି ରସ…

ସକାଳେ ଅଧାକପ୍‌ କାକୁଡ଼ି ଜୁସ୍‌ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ ଫସଫରସ୍‌,…

5 years ago

ଏହି ଚା’ ପିଅନ୍ତୁ, ଓଜନ କମ୍‌ କରନ୍ତୁ

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବଜାରରେ ବିଭିନ୍ନ ପ୍ରକାର ଔଷଧ ମିଳୁଥିବାବେଳେ…

5 years ago