ଜାତୀୟ

ମହମ୍ମଦ୍‌ଙ୍କ ବାଣୀ ସମାଜରେ ସଦ୍‌ଭାବନା ଓ ଶାନ୍ତି ସୃଷ୍ଟି କରୁ: ମୋଦି

ନୂଆଦିଲ୍ଲୀ,୧୦।୧୧: ମହାପୁରୁଷ ମହମ୍ମଦ୍‌ଙ୍କ ବାଣୀ ସମାଜରେ ସଦ୍‌ଭାବନା ଓ ଶାନ୍ତି ସୃଷ୍ଟି କରୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ୍‌-ଉନ୍‌-ନବୀ ଅବସରରେ ରବିବାର ଟୁଇଟ୍‌ କରି ଜଣାଇଛନ୍ତି।…

5 years ago

ଜୟପୁର କମିଶନରେଟ୍‌ରେ ଇଣ୍ଟରନେଟ୍‌ ସେବା ସୋମବାର ପର୍ଯ୍ୟନ୍ତ ବନ୍ଦ

ଜୟପୁର,୧୦।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜସ୍ଥାନ ଜୟପୁର କମିଶନରେଟ୍‌ରେ ସୋମବାର ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ…

5 years ago

ରାମମନ୍ଦିର ନିର୍ମାଣରେ ଖର୍ଚ୍ଚ ହେବ ଶହେ କୋଟି

ନୂଆଦିଲ୍ଲୀ,୧୦।୧୧: ଐତିହାସିକ ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପରେ ଏବେ ମନ୍ଦିର ନିର୍ମାଣ ନେଇ ଯୋଜନା ଆରମ୍ଭ ହୋଇଛି। ୧୨୮ଫୁଟ ଉଚ୍ଚା ମନ୍ଦିର ନିର୍ମାଣରେ ଶହେ…

5 years ago

ଅଟଳ ବିହାରୀ ବାଜପେୟୀଙ୍କ ୨୫ ଫୁଟ ଉଚ୍ଚା ମୂର୍ତ୍ତି ନିର୍ମାଣ କରୁଛନ୍ତି ନନ୍ଦଲାଲ ପଣ୍ଡିତ

ଜୟପୁର,୧୦।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୨୫ ଫୁଟ ଉଚ୍ଚା ମୂର୍ତ୍ତି ନିର୍ମାଣ ଜାରି ରହିଛି। ଏହାକୁ ଖ୍ୟାତି ସମ୍ପନ୍ନ କାରିଗର ନନ୍ଦଲାଲ୍‌ ପଣ୍ଡିତ ନିର୍ମାଣ…

5 years ago

ଭାରତରେ ହୋଇପାରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୦।୧୧: ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ଭାରତରେ ବଡ ଧରଣର ଆକ୍ରମଣ ଯୋଜନା କରୁଥିବା ସୂଚନା ମିଳିଛି। କେତେ ଗୁଡିଏ ଗୁଇନ୍ଦା ସଂସ୍ଥା ପକ୍ଷରୁ ଏହି ସୂଚନା…

5 years ago

୭ ଶହ ବର୍ଷ ଧରି ରାଜପୁତ୍‌ ପରିବାର ଦରଘାରେ କରୁଛନ୍ତି ସେବା: ମୁସଲମାନ୍‌ ଯୁବକ ଛଟ୍‌ ଘାଟ କରନ୍ତି ସଫା

ଇନ୍ଦୋର,୧୦।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ମଧ୍ୟପ୍ରଦେଶ ଇନ୍ଦୋରର ନନ୍ଦଲାଲ୍‌ପୁରା ଛକରେଥିତ୍ବା ହଜରତ୍‌ ଦୁଲ୍ଲା ସୈୟଦ୍‌ ସରକାରଙ୍କ ଦରଘାରେ…

5 years ago

କଂଗ୍ରେସ ରାଜ୍ୟର ଶତ୍ରୁ ନୁହେଁ: ସଞ୍ଜୟ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି ପାଗ ଭିଡୁଥିବା ବେଳେ ଏପଟେ ଶିବସେନା ନେତା ସଞ୍ଜୟ ରାଉତ ଗୋଟିଏ ପରେ ଗୋଟିଏ ମନ୍ତବ୍ୟ…

5 years ago

ବାତ୍ୟା ବୁଲ୍‌ବୁଲ୍‌ରେ ହୋଇଥିବା କ୍ଷୟକ୍ଷତିକୁ ନେଇ ମମତାଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୧୦।୧୧: ବାତ୍ୟା ବୁଲ୍‌ବୁଲ୍‌ ଶନିବାର ରାତିରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଜିଲାର ସାଗରଦୀପ ଓ ବାଂଲାଦେଶର ଖେପପୁରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଅନେକ କ୍ଷୟକ୍ଷତି…

5 years ago

ସରକାର ଗଢିବାକୁ ଭାଜପାକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ : ଶିବସେନାକୁ ମିଳିପାରେ ଏନ୍‌ସିପିର ସହଯୋଗ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ କିଏ ହେବ ମୁଖ୍ୟମନ୍ତ୍ରୀ। ଏହାକୁ ନେଇ ଏବେବି ସ୍ପଷ୍ଟ ତଥ୍ୟ ମିଳି ପାରୁ ନାହିଁ। ଶିବସେନା କଥାରେ ରାଜି ନ ହୋଇ ନିଜ ଜିଦ୍‌ରେ…

5 years ago

ରାମମନ୍ଦିର ନିର୍ମାଣରେ ବ୍ୟବହୃତ ହେବ ବଂଶୀ ପାହାଡ଼ପୁର ପଥର: ପ୍ରତି ମାସରେ ଆସିବ ୧୦ରୁ ୨୦ ଟ୍ରକ

ନୂଆଦିଲ୍ଲୀ,୧୦।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କରାଯିବା ପାଇଁ ଯୋଜନା ଆରମ୍ଭ ହୋଇଛି। ମନ୍ଦିର ନିର୍ମାଣରେ ରାଜସ୍ଥାନ ଭରତପୁର ଅନ୍ତର୍ଗତ ବଂଶୀ ପାହାଡ଼ପୁର ପଥର ବ୍ୟବହୃତ ହେବ। ମନ୍ଦିରରେ…

5 years ago