ଜାତୀୟ

ସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟ

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପୂର୍ବରୁ ସଂଘ(ଆର୍‌ଏସ୍‌ଏସ୍‌), ସରକାର ତଥା ବିଭିନ୍ନ ସହଯୋଗୀ ସଂଗଠନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ସଂଘର ସହଯୋଗୀ…

5 years ago

ପୃଥିବୀର ୮୦ ପ୍ରତିଶତ ଲୋକ ଖାଉଛନ୍ତି କୀଟପତଙ୍ଗ: ଭାରତରେ ଶହେ ପ୍ରଜାତି ଖାଦ୍ୟ ଯୋଗ୍ୟ

ଆଲମୋରା,୭।୧୧: ଆଗାମୀ ଦିନରେ ପୃଥିବୀରେ ଖାଦ୍ୟ ସଙ୍କଟ ଦେଖାଯିବ। ଏପରିସ୍ଥଳେ କୀଟପତଙ୍ଗକୁ ଖାଦ୍ୟ ଭାବେ ବ୍ୟବହାର କରାଗଲେ ଏହି ସମସ୍ୟାର ସହଜରେ ସମାଧାନ ହୋଇପାରିବ। ସମ୍ପ୍ରତି ପୃଥିବୀର…

5 years ago

ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୭।୧୧: ଆକ୍ସନ ମୁଡ୍‌ରେ ଯୋଗୀ ସରକାର। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ୭ଜଣ ପିପିଏସ୍‌ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭ୍ରଷ୍ଟାଚାର କାରଣରୁ ଅଧିକାରୀଙ୍କୁ ଅବସର…

5 years ago

ପାକିସ୍ତାନ ଯିବାକୁ ଏସ୍‌. ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ,୭।୧୧: ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ପାକିସ୍ତାନ ପ୍ରେମର ଆଉ ଏକ ନମୁନା ଦେଖିବାକୁ ମିଳିଛି। ଗୁରୁ ନାନକ ଦେବଙ୍କ…

5 years ago

ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌

ରାୟପୁର,୭।୧୧: ଛତିଶଗଡ଼ରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ବିଜାପୁର ଜିଲାର ଜେରେପଲ୍ଲୀ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚି ଥିବା ଖବର ପାଇ ସିଆର୍‌ପିଏଫ୍‌ ୧୫୧…

5 years ago

ବଢ଼ିଛି ଭାରତୀୟଙ୍କ ଆୟୁଷ

ନୂଆଦିଲ୍ଲୀ: ସ୍ବାସ୍ଥ୍ୟ ହିଁ ସମ୍ପଦ। ଶରୀର ସୁସ୍ଥ ରହିଲେ ଜଣେ ମଣିଷ ମାନସିକସ୍ତରରେ ମଧ୍ୟ ସୁସ୍ଥ ରହିଥାଏ। ଯୋଗ, ପ୍ରାଣାୟମ ଆଦି କରି ଲୋକମାନେ ଶରୀର ସୁସ୍ଥ…

5 years ago

ବର୍ଷକରେ ୩ଗୁଣ ବଢ଼ିଛି ରୋଗୀଙ୍କ ସଂଖ୍ୟା

ଭାରତରେ ପ୍ରତିଦିନ କ୍ୟାନ୍‌ସରରେ ୩୦୦ ଲୋକ ପ୍ରାଣ ହରାଉଛନ୍ତି। ଗତ ଦୁଇ ଦଶନ୍ଧିରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ଭାରତରେ ଦୁଇ ତୃତୀୟାଂଶରୁ ଅଧିକ ବୃଦ୍ଧି ପାଇଛି। ବିଶ୍ୱରେ…

5 years ago

ନୀରବ ମୋଦିଙ୍କ ଜାମିନ ଆବେଦନ ନାମଞ୍ଜୁର

ନୂଆଦିଲ୍ଲୀ, ୭।୧୧: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜାମିନ ଆବେଦନକୁ ଲଣ୍ଡନର କୋର୍ଟ ପୁଣିଥରେ ଅଗ୍ରାହ୍ୟ କରି ଦେଇଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପ୍ରାୟ ୧୪୦୦୦…

5 years ago

ଅଯୋଧ୍ୟା ରାୟ ପୂର୍ବରୁ ପୋଲିସ ଆଲର୍ଟ: କଲେଜରେ ତିଆରି ହେଲା ୮ ଅସ୍ଥାୟୀ ଜେଲ୍‌

ଲକ୍ଷ୍ନୌ,୭।୧୧: ଅଯୋଧ୍ୟା ରାୟ ପୂର୍ବରୁ ସୁରକ୍ଷା ଦୃଷ୍ଟିରୁ ଉତ୍ତରପ୍ରଦେଶ ପୋଲିସ ବିଭାଗ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ଲାଗି ଆମ୍ବେଡ଼କର ନଗରର…

5 years ago

ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି ଘୋଷଣା କଲେ ୧୧ ହଜାର ବୈଜ୍ଞାନିକ

ନୂଆଦିଲ୍ଲୀ, ୭।୧୧(ପି.ଟି.): ଜଳବାୟୁ ପରିବର୍ତ୍ତନଜନିତ ପ୍ରଭାବକୁ ନେଇ ବୈଜ୍ଞାନିକମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ୧୫୩ଟି ରାଷ୍ଟ୍ରର ୧୧ହଜାରରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି ଘୋଷଣା…

5 years ago