ଜାତୀୟ

ପୋଲିସକୁ ଝଟକା, ଓକିଲଙ୍କ ଉପରେ ନିଆଯିବନି କାର୍ଯ୍ୟାନୁଷ୍ଠାନ: ହାଇକୋର୍ଟ

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀରେ ପୋଲିସ ଓ ଓକିଲଙ୍କ ବିବାଦ ଥମିବାର ନାଁ ନେଉନି। ତିସ୍‌ ହଜାରୀ ହିଂସା ମାମଲାରେ ବୁଧବାର ହାଇକୋର୍ଟରୁ ପୋଲିସକୁ ଆଉ ଏକ ଝଟକା ଲାଗିଛି।…

5 years ago

ଅଯୋଧ୍ୟା ରାୟ ପୂର୍ବରୁ ଭାଗଓ୍ବତଙ୍କୁ ଭେଟିବେ ମଦନି: ୨ ଦିନ ପରେ ହୋଇପାରେ ମିଳିତ ଖବରଦାତା ସମ୍ମିଳନୀ !

ନୂଆଦିଲ୍ଲୀ,୬।୧୧: ଅଯୋଧ୍ୟା ରାୟ ପୂର୍ବରୁ ଉତ୍ତର ପ୍ରଦେଶର ସମସ୍ତ ଜିଲାରେ ୧୪୪ ଜାରି କରାଯାଇଛି। ରାୟକୁ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ଏପରିସ୍ଥଳେ ଆର୍‌ଏସ୍‌ଏସ୍‌…

5 years ago

ଶିବସେନା-ଭାଜପା ଗଠନ କରନ୍ତୁ ସରକାର: ପାଓ୍ବାର

ମୁମ୍ବାଇ,୬।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଙ୍କକଷା ଛିଡୁନି। ଏପରିସ୍ଥଳେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ବୁଧବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ଶିବସେନା-ଭାଜପା ସରକାର…

5 years ago

ଡେରା ବାବା ନାନକରେ ମହିଳା ଏବଂ ପୁରୁଷ ଆତଙ୍କବାଦୀଙ୍କ ପ୍ରବେଶ: ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୬।୧୧: କରତାର୍‌ପୁର କରିଡୋର ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ନଭେମ୍ବର ୯ରେ ଡେରା ବାବା ନାନକଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

5 years ago

ସୋସିଆଲ ମିଡିଆରେ ମୋଦିଙ୍କ ବିକୃତ ଫଟୋ ଛାଡିବା ପଡିଲା ମହଙ୍ଗା: ଫେସବୁକ୍‌ରୁ ବର୍ଷେ ବାସନ୍ଦ

ମଦୁରାଇ,୬।୧୧: ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକୃତ ଫଟୋ ଛାଡିବା ମହଙ୍ଗା ପଡିଛି। ତାମିଲନାଡୁ କନ୍ୟାକୁମାରୀର ଜବିନ ଚାଲର୍‌ସ ଏବଂ ମଦୁରାଇ ଜିଲାର ମହେଦେବଙ୍କୁ ଫେସବୁକରୁ…

5 years ago

ଦିଲ୍ଲୀରେ ହାଇଡ୍ରାମା: ଆତ୍ମହତ୍ୟା ପାଇଁ ବିଲ୍ଡିଂ ଉପରେ ଚଢିଲେ ଓକିଲ

ନୂଆଦିଲ୍ଲୀ,୬।୧୧: ମଙ୍ଗଳବାର ଦୀର୍ଘ ୧୧ ଘଣ୍ଟା ନ୍ୟାୟ ଦାବି କରି ଆନ୍ଦୋଳନରତ ହଜାର ହଜାର ବିକ୍ଷୋଭକାରୀ ପୋଲିସ ଏବଂ ସେମାନଙ୍କ ପରିବାର ଲୋକେ ଆନ୍ଦୋଳନ ପ୍ରତ୍ୟାହାର କରିବା…

5 years ago

ଛାତ୍ରଙ୍କୁ ୧.୪୫ କୋଟି ଟଙ୍କାର ଚାକିରି ଅଫର୍‌ ଦେଲା ଫେସବୁକ୍‌

ନୂଆଦିଲ୍ଲୀ,୬।୧୧: ନୂଆଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇନଫରମେଶନ୍‌ ଟେକ୍ନୋଲୋଜି(ଆଇଆଇଆଇଟି)ର ଜଣେ ଛାତ୍ରଙ୍କୁ ଫେସବୁକ ୧.୪୫ କୋଟି ଟଙ୍କାର ଚାକିରି ଅଫର ଦେଇଛି। ଏହି ଇନ୍‌ଷ୍ଟିଚ୍ୟୁଟରେ ଏହା ସର୍ବାଧିକ…

5 years ago

ମଇଁଷି ଦାମ୍‌ ୧୪ କୋଟି: ମାସକୁ ଖର୍ଚ୍ଚ ହେଉଛି ଦେଢ଼ ଲକ୍ଷ

ପୁଷ୍କର,୬।୧୧: ରାଜସ୍ଥାନ ପୁଷ୍କରରେ ଅନ୍ତର୍ଜାତୀୟ ପ୍ରାଣୀ ମେଳାର ଆୟୋଜନ କରାଯାଇଛି। ଏଥିରେ ୫ ହଜାରରୁ ଅଧିକ ସଂଖ୍ୟକ ପ୍ରାଣୀ ଯୋଗଦେଇଛନ୍ତି। ମେଳାରେ ମୁର୍ରା ପ୍ରଜାତିର ମଇଁଷି ଭୀମ…

5 years ago

କପଡ଼ା ଦୋକାନ ଭିତରେ ପ୍ରତିଦିନ ଶୋଇବାକୁ ଆସୁଛି ଗାଈ, ଦେଖିବାକୁ ଲୋକଙ୍କ ଭିଡ଼

ହାଇଦ୍ରାବାଦ,୬।୧୧: କପଡ଼ା ଦୋକାନକୁ ଗ୍ରାହକଙ୍କ ଯିବା ଆସିବା ଏକ ସାଧାରଣ କଥା। କିନ୍ତୁ ଦୋକାନ ଭିତରକୁ ପ୍ରତିଦିନ ଗାଈ ଆସି ଶୋଇବା ନିହାତି ଆଶ୍ଚର୍ଯ୍ୟକର ଘଟଣା। ଆନ୍ଧ୍ରପ୍ରଦେଶର…

5 years ago

୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତିଲେ ପିତା

ଚେନ୍ନାଇ,୬।୧୧: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପିତା ତାଙ୍କର ୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତି ଦେଇଛନ୍ତି। ଭାଦାମାରୁଥୁର୍‌ ଗାଁର ୨୯ ବର୍ଷ…

5 years ago