ଜାତୀୟ

ପୁଣି ଜନତା ଦଳ ୟୁନାଇଟେଡ୍‌ର ଅଧ୍ୟକ୍ଷ ହେଲେ ନୀତୀଶ

ନୂଆଦିଲ୍ଲୀ,୩୦।୧୦: ଦ୍ବିତୀୟଥର ପାଇଁ ଜନତା ଦଳ ୟୁନାଇଟେଡର ଅଧ୍ୟକ୍ଷ ହେଲେ ନୀତୀଶ କୁମାର। ବୁଧବାର ନୂଆଦିଲ୍ଲୀ ସ୍ଥିତ ମାବଲଙ୍କର ହଲ୍‌ରେ ଜନତା ଦଳ ୟୁନାଇଟେଡ୍‌ର ବୈଠକ ଅନୁଷ୍ଠିତ…

5 years ago

ଲାଲୁଙ୍କ ଜୀବନୀ ଉପରେ ହେବ ବାୟୋପିକ୍‌

ପାଟନା,୩୦।୧୦: ବଲିଉଡ୍‌ରେ ଏବେ ବାୟୋପିକ୍‌ ଟ୍ରେଣ୍ଡ ଚାଲିଛି। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ କରି ଖେଳାଳିଙ୍କ ଉପରେ ପ୍ରାଯୋଜକମାନେ ଫିଲ୍ମ ତିଆରି କରୁଛନ୍ତି। ତେବେ ରାଜନୀତି ହେଉ କି କୂଟନୀତି,…

5 years ago

ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଇଡିର ଆବେଦନ ଖାରଜ: ବିଚାର ବିଭାଗୀୟ ହାଜତକୁ ଗଲେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୩୦।୧୦: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ ହୋଇଥିବା ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମଙ୍କୁ ମିଳିଲାନି ଆଶ୍ୱସ୍ତି। ବୁଧବାର ଦିଲ୍ଲୀର ସ୍ବତନ୍ତ୍ର କୋର୍ଟ…

5 years ago

ଏମିତି ନଦୀ ଯାହାର ବାଲିରୁ ମିଳେ ମୁଠା ମୁଠା ସୁନା…

ଝାଡ଼ଖଣ୍ଡରେ ରହିଛି ସୁବର୍ଣ୍ଣ ରେଖା ନଦୀ। ରତ୍ନଗର୍ଭାଠାରୁ ୧୫ କିମି ଦୂରରେ ରହିଛି ଏହି ନଦୀ। ସୂର୍ଯ୍ୟାଲୋକ ପଡ଼ିଲେ ନଦୀର ଜଳ ସୁନା ପରି ଚକଚକ କରିଥାଏ।…

5 years ago

ରାଜୋରିରେ ପାକିସ୍ତାନ ପକ୍ଷରୁ ମୋର୍ଟାର ମାଡ଼

ଶ୍ରୀନଗର,୩୦।୧୦: ସୁଧୁରିନି ପାକିସ୍ତାନ। ଜମ୍ମୁ-କଶ୍ମୀରରେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ବୁଧବାର ପାକିସ୍ତାନ ସେନା ପକ୍ଷରୁ ରାଜୋରିର ସୁନ୍ଦରବଣି ସେକ୍ଟରରେ ଗୁଳିଗୋଳା ବର୍ଷଣ କରାଯାଇଛି।…

5 years ago

ଫଡ୍‌ନବିସ ହେଲେ ଭାଜପା ବିଧାୟକ ଦଳର ନେତା

ମୁମ୍ବାଇ,୩୦।୧୦: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଏବେ ପର୍ଯ୍ୟନ୍ତ ଅଙ୍କ ଛିଣ୍ଡି ପାରୁନାହିଁ। ଏହାରି ଭିତରେ ଭାଜପା ପକ୍ଷରୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ବିଧାୟକ…

5 years ago

ଯୋଗାନନ୍ଦଙ୍କ ୧୨୫ତମ ଜୟନ୍ତୀ: ଭାରତ ସରକାର ଜାରି କଲେ ୧୨୫ ଟଙ୍କିଆ କଏନ୍‌

ନୂଆଦିଲ୍ଲୀ,୩୦।୧୦: ପୃଥିବୀରେ ଯୋଗ ଶିକ୍ଷାର ପ୍ରସାର କରାଇଥିବା ପରମହଂସ ଯୋଗାନନ୍ଦଙ୍କ ୧୨୫ତମ ଜୟନ୍ତୀ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ୧୨୫ ଟଙ୍କିଆ କଏନ୍‌ ଜାରି କରାଯାଇଛି। ଏହାର…

5 years ago

ଇଡି କାର୍ଯ୍ୟାଳୟରେ ରାଜ କୁନ୍ଦ୍ରା

ମୁମ୍ବାଇ,୩୦।୧୦: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ଶିଳ୍ପପତି ରାଜ କୁନ୍ଦ୍ରା ବୁଧବାର ମୁମ୍ବାଇର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି। ପୂର୍ବରୁ ଇକ୍‌ବାଲ ମିର୍ଚ୍ଚି ଓ…

5 years ago

ଆଦିତ୍ୟନାଥଙ୍କ ଦୀପାବଳି ରାଜନୀତି: ମୁଲାୟମ୍‌ଙ୍କୁ ଭେଟି ୨୫ ମିନିଟ୍‌ କଲେ ଆଲୋଚନା

ଲକ୍ଷ୍ନୌ,୩୦।୧୦: ସମାଜବାଦୀ ନେତା ମୁଲାୟମ୍‌ ସିଂ ଯାଦବଙ୍କୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଭେଟିଛନ୍ତି। ସେ ମୁଲାୟମ୍‌ଙ୍କୁ ତାଙ୍କ ବାସଭବନରେ ଭେଟି ଦୀପାବଳି ଶୁଭକାମନା ଜଣାଇଛନ୍ତି।…

5 years ago

ଖଲିସ୍ତାନୀଙ୍କୁ ସକ୍ରିୟ କରୁଛି ଆଇଏସ୍‌ଆଇ: ଭାରତୀୟ ଗୋଇନ୍ଦା ବିଭାଗର ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ,୩୦।୧୦: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପଞ୍ଜାବରେ ଅଶାନ୍ତି ସୃଷ୍ଟି ପାଇଁ ଷଡ଼ଯନ୍ତ୍ର ରଚିଛି। ଏହା ଅନ୍ତର୍ଗତ ଆଇଏସ୍‌ଆଇ ସ୍ଥାନୀୟ ଖଲିସ୍ତାନୀ ଆତଙ୍କବାଦୀଙ୍କ ସହିତ ହାତ ମିଳାଇଛି।…

5 years ago