ଜାତୀୟ

ଜମ୍ମୁ-କଶ୍ମୀରରେ ୫ ଶ୍ରମିକଙ୍କୁ ହତ୍ୟା ଘଟଣା: ନିନ୍ଦା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୩୦।୧୦: ମଙ୍ଗଳବାର ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ ୫ ଜଣ ଶ୍ରମିକଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏମାନେ ସମସ୍ତେ ପଶ୍ଚିମବଙ୍ଗର ମୁର୍ଶିଦାବାଦରୁ କଶ୍ମୀର ଯାଇ ପଥର କାରିଗର କାମ…

5 years ago

ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ଆଶାନ୍ତି ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ବୁଧବାର ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ କୁପଓ୍ବାରା ଜିଲାର କେତେକ ଅଞ୍ଚଳ…

5 years ago

କଶ୍ମୀର ନେଇ ଇୟୁ ପ୍ରତିନିଧି ଦଳଙ୍କ ବୟାନ: ଅନୁଚ୍ଛେଦ ୩୭୦ ଉଚ୍ଛେଦ ଆଭ୍ୟନ୍ତରୀଣ ପ୍ରସଙ୍ଗ, ଆତଙ୍କବାଦ ବିରୋଧୀ ଲଢ଼େଇକୁ ସମର୍ଥନ

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀର ଗସ୍ତରେ ଆସିଥିବା ଇୟୁ ପ୍ରତିନିଧି ଦଳ ସେମାନଙ୍କର ବୟାନ ଜାରି କରିଛନ୍ତି। ସେମାନେ କହିଛନ୍ତି ଯେ, ଅନୁଚ୍ଛେଦ ୩୭୦ ଉଚ୍ଛେଦ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ।…

5 years ago

ଗୁରୁବାରଠାରୁ ଜମ୍ମୁ-କଶ୍ମୀର ଓ ଲଦାଖ ହେବେ କେନ୍ଦ୍ରଶାସିତ ଅଞ୍ଚଳ: ଆଧାର ସହିତ ଲାଗୁ ହେବ ୧୦୬ ଆଇନ

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀର ଏବଂ ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ କରିବେ। ଏଠାରେ ଆଧାର ସହିତ ୧୦୬ ନୂଆ ଆଇନ୍‌ ଲାଗୁ ହେବ। ସେହିପରି ୧୫୩…

5 years ago

ଜମି ଦୁର୍ନୀତି ମାମଲା: ସ୍ବତନ୍ତ୍ର କୋର୍ଟରେ ହାଜର ହେଲେ ହୁଡ୍ଡା

ଚଣ୍ଡିଗଡ଼,୩୦।୧୦: ହରିୟାଣା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭୂପେନ୍ଦ୍ର ସିଂ ହୁଡ୍ଡାଙ୍କୁ ପଞ୍ଚକୁଲା ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଛି। ତାଙ୍କ…

5 years ago

ବ୍ଲଡ୍‌ କ୍ୟାନସର ପୀଡ଼ିତା ଯୁବତୀ ହେଲେ ଗୋଟିଏ ଦିନ ପାଇଁ ପୋଲିସ କମିଶନର

ହାଇଦ୍ରାବାଦ୍‌,୩୦।୧୦: ତେଲେଙ୍ଗାନାରେ ପୋଲିସ ବିଭାଗ ପକ୍ଷରୁ ଜଣେ ବ୍ଲଡ୍‌ କ୍ୟାନସର ପୀଡ଼ିତା ଯୁବତୀଙ୍କର ସ୍ବପ୍ନକୁ ପୂରଣ କରିବା ପାଇଁ ଉଦ୍ୟମ କରାଯାଇଛି। ସ୍ଥାନୀୟ ରାଚାକୋଣ୍ଡା ପୋଲିସ ବିଭାଗ…

5 years ago

ଭାଜପା ଏମ୍‌ପିଙ୍କ ପୁଅ ଅନଲାଇନରେ ମୋବାଇଲ୍‌ ମଗାଇଲେ, ଆସିଲା ପଥର

ମାଲଦା,୩୦।୧୦: ଅନଲାଇନ ଶପିଂ ଭାରତରେ ଧୀରେ ଧୀରେ ଲୋକପ୍ରିୟତା ଅର୍ଜନ କରିଛି। ଉତ୍ସବ ଦିନରେ କମ୍ପାନୀଗୁଡିକ ଲୋକଙ୍କୁ ଲୋଭନୀୟ ଅଫର୍‌ ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି।…

5 years ago

ସୁରକ୍ଷାକର୍ମୀ ଏବଂ ସରକାରୀ କାର୍ଯ୍ୟାଳୟ ଉପରେ ଆତଙ୍କବାଦୀଙ୍କ ନଜର: ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଆର୍ମି ଏବଂ ଆଇଏସ୍‌ଆଇ ସହାୟତାରେ ଷଡ଼ଯନ୍ତ୍ର ରଚାଯାଇଛି। ସୁରକ୍ଷାକର୍ମୀ ଅପହରଣ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…

5 years ago

ତାମିଲନାଡୁରେ ପ୍ରବଳ ବର୍ଷା: ସ୍କୁଲ, କଲେଜ ବନ୍ଦ

ଚେନ୍ନାଇ,୩୦।୧୦: ତାମିଲନାଡୁର ମଦୁରେ ଏବଂ ରାମନାଥପୁରମ ସମେତ ଅନେକ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାକୁ ଦୃଷ୍ଟିରେ…

5 years ago

ଭାଜପାକୁ ଟାର୍ଗେଟ୍‌ କଲା ଶିବସେନା: ଇୟୁ ପ୍ରତିନିଧି ଦଳଙ୍କ କଶ୍ମୀର ଗସ୍ତକୁ ବିରୋଧ

ମୁମ୍ବାଇ,୩୦।୧୦: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଭାଜପା-ଶିବସେନା ମଧ୍ୟରେ ଅଙ୍କକଷା ଛିଡୁନି। ଇତିମଧ୍ୟରେ ଭାଜପା ପକ୍ଷରୁ ଜମ୍ମୁ-କଶ୍ମୀର ସ୍ଥିତି ଅନୁଧ୍ୟାନ ପାଇଁ ଇୟୁ ପ୍ରତିନିଧି ଦଳଙ୍କ ଗସ୍ତ…

5 years ago