ଜାତୀୟ

ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀର ପ୍ରତି ବସ୍‌ରେ ମଙ୍ଗଳବାରଠାରୁ ନିଯୁକ୍ତ ହେବେ ମାର୍ଶଲ

ନୂଆଦିଲ୍ଲୀ,୨୮।୧୦: ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ଦିଲ୍ଲୀର ପ୍ରତି ବସ୍‌ରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାର୍ଶଲ ନିଯୁକ୍ତ କରିଛନ୍ତି। ମଙ୍ଗଳବାରଠାରୁ ମାର୍ଶଲମାନେ…

5 years ago

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସାଧାରଣ ଜନତାଙ୍କୁ ଭେଟିଲେ ଚୌତାଲା

ସିରସା,୨୮।୧୦: ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲା ହରିୟାଣାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସେ ତାଙ୍କ ନିର୍ବାଚନ ମଣ୍ଡଳି ଗସ୍ତ କରିଛନ୍ତି।…

5 years ago

ଗାଈ ଖୁରାକୁ ଭ୍ରୁକ୍ଷେପ ନକରି ମାଟିରେ ଶୋଇଲେ ଶହ ଶହ ଶ୍ରଦ୍ଧାଳୁ: ପାଳିତ ହେଲା ପୁରାତନ ପରମ୍ପରା

ଉଜ୍ଜୟିନୀ,୨୮।୧୦: ମଧ୍ୟପ୍ରଦେଶ ଉଜ୍ଜୟିନୀ ନିକଟବର୍ତ୍ତୀ ବଡ଼ନଗର ତହସିଲ୍‌ରେ ଥିବା ଭିଡ଼ାବଦ୍‌ ଗାଁରେ ପୁରାତନ ପରମ୍ପରା ସୋମବାର ପାଳିତ ହୋଇଛି। ଏଠାରେ ଶହ ଶହ ଶ୍ରଦ୍ଧାଳୁ ଗାଈ ଖୁରାକୁ…

5 years ago

ପୃଥକ ଭାବେ ରାଜ୍ୟପାଳଙ୍କୁ ସାକ୍ଷାତ୍‌ କରିପାରନ୍ତି ଭାଜପା-ଶିବସେନା

ମୁମ୍ବାଇ,୨୮।୧୦: ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ଅଙ୍କ କଷା ଛିଡିପାରୁ ନାହିଁ। ଉଭୟଙ୍କ ମଧ୍ୟରେ ମେଣ୍ଟ ହୋଇଥିବା…

5 years ago

୬୦ ଘଣ୍ଟା ପରେବି ବୋରଓ୍ବେଲରେ ଫସିଥିବା ଶିଶୁ ଜୀବିତ

ତ୍ରିଚି,୨୮।୧୦: ତାମିଲନାଡୁର ତ୍ରିଚିରେ ଜଣେ ୨ ବର୍ଷର ଶିଶୁ ବୋରଓ୍ବେଲ ମଧ୍ୟକୁ ଖସି ପଡିଥିଲେ। ଆଉ ୬୦ ଘଣ୍ଟା ପରେ ଅର୍ଥାତ୍‌ ରବିବାର ରାତି ପର୍ଯ୍ୟନ୍ତ ସେ…

5 years ago

ସମ୍ପର୍କରେ ଲାଗିଲା ରକ୍ତର ଛିଟା: ଦୀପାବଳିରେ ଟ୍ରିପଲ୍‌ ମର୍ଡ଼ର

ପାଟନା,୨୮।୧୦: ବିହାରରେ ଦୀପାବଳିରେ ରକ୍ତ ସମ୍ପର୍କରେ ରକ୍ତର ଛିଟା ଲାଗିଛି। ସ୍ଥାନୀୟ ବେଗୁସରାଇରେ ଟ୍ରିପଲ୍‌ ମର୍ଡ଼ର ଘଟିଛି। ଭାଇଙ୍କ ଗୁଳିରେ ଭାଇ-ଭାଉଜ ଏବଂ ଝିଆରୀଙ୍କ ମୃତ୍ୟୁ ହୋଇଛି।…

5 years ago

ଦିଲ୍ଲୀରେ ବଢିଲା ପ୍ରଦୂଷଣର ମାତ୍ରା

ନୂଆଦିଲ୍ଲୀ,୨୮।୧୦: ସମସ୍ତ ବାରଣ ସତ୍ତ୍ୱେ ବି ରାଜଧାନୀ ଦିଲ୍ଲୀରେ ରବିବାର ଲୋକେ ବାଣ ଫୁଟାଇ ପାଳନ କଲେ ଦୀପାବଳି। ଆଉ ଏହାର ଫଳ ସ୍ବରୂପ ସୋମବାର ସକାଳେ…

5 years ago

ମଦ୍ରାସାରେ ଗୋମାତାଙ୍କ ସେବା କରନ୍ତି ଶିକ୍ଷାର୍ଥୀ

ମଧ୍ୟପ୍ରଦେଶ ରାଜଧାନୀ ଭୋପାଳକୁ ଲାଗି ରହିଥିବା ତୁମଡା ଗାଁରେ ଗଢି ଉଠିଥିବା ଦାରୁଲ ଉଲୁମ ହୁସେନିୟା ମଦ୍ରାସା ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଏଠାରେ ମୁସଲମାନ…

5 years ago

ସପ୍ତାହରେ ଥରେ ପିଅନ୍ତୁ ଛେଳି କ୍ଷୀର ଡେଙ୍ଗୁରୁ ରହିବେ ଦୂରେଇ…

ଛେଳି କ୍ଷୀର ଅନେକ ପୋଷକ ତତ୍ତ୍ୱର ଭରପୁର। ସପ୍ତାହରେ ଥରେ ଛେଳି କ୍ଷୀର ପିଇଲେ ଡେଙ୍ଗୁରୋଗର ହେବାର ଆଶଙ୍କା ନ ଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।…

5 years ago

ପିଆଜର ଉପକାରୀ ଗୁଣ

ଆୟୁର୍ବେଦ ଅନୁଯାୟୀ ପିଆଜ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ବେଶ୍‌ ସହାୟକ ହୋଇଥାଏ। ଏଥିରେ ରହିଛି ସଲଫର, ଏମିନୋ ଏସିଡ ଓ ଭିଟାମିନ୍ସ। ବିଶେଷ…

5 years ago