ଜାତୀୟ

ସଂସଦର ଶୀତ ଅଧିବେଶନ: ନଭେମ୍ବର ୧୮ରୁ ଡିସେମ୍ବର ୧୩

ନୂଆଦିଲ୍ଲୀ,୨୧।୧୦: ସଂସଦର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଡିସେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ଏନେଇ ସଂସଦୀୟ କାର୍ଯ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକ ସଭା ଏବଂ ରାଜ୍ୟ ସଭା…

5 years ago

ପାକିସ୍ତାନ ପଳାଇବାକୁ ଚେଷ୍ଟା କରୁଛନ୍ତି କମଲେଶଙ୍କ ହତ୍ୟାକାରୀ

ଲକ୍ଷ୍ନୌ,୨୧।୧୦: ହିନ୍ଦୁ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡର ୨ ମୁଖ୍ୟ ଅଭିଯୁକ୍ତ ଏବେବି ପୋଲିସ ଆଖିରେ ଧୂଳିଦେଇ ଫେରାର ଅଛନ୍ତି। ଶେଖ ଅଶଫାଖ…

5 years ago

୧୨ ଘଣ୍ଟା କାମ କରୁଛନ୍ତି ୯୦ ପ୍ରତିଶତ ପୋଲିସ: ଶାହ

ନୂଆଦିଲ୍ଲୀ,୨୧।୧୦: ପୋଲିସ ସ୍ମୃତି ଦିବସ ଅବସରରେ ଦିଲ୍ଲୀର ପୋଲିସ ମେମୋରିଆଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଯୋଗ ଦେଇଥିଲେ। ସେଠାରେ ଯୋଗଦେବା…

5 years ago

ଉତ୍ତରପ୍ରଦେଶ ଉପନିର୍ବାଚନ: ରାମପୁରରୁ ଧରା ପଡ଼ିଲେ ସମାଜବାଦୀ ପାର୍ଟିର ୭ ନକଲି ଏଜେଣ୍ଟ

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ୧୧ଟି ବିଧାନସଭା ଆସନ ପାଇଁ ସୋମବାର ମତଦାନ ଜରି ରହିଛି। ରାମପୁର ବିଧାନସଭା ଆସନର ବିଭିନ୍ନ ମତଦାନ କେନ୍ଦ୍ରରୁ ୭ ଜଣ ନକଲି ଏଜେଣ୍ଟ୍‌…

5 years ago

‘ବୋଲୋ ତାରା ରା ରା’ ଗୀତ ଗାଇ ଟ୍ରାଫିକ୍‌ ନିୟନ୍ତ୍ରଣ କରୁଛନ୍ତି ପୋଲିସ

ଚଣ୍ଡିଗଡ଼,୨୧।୧୦: ପଞ୍ଜାବ ଚଣ୍ଡିଗଡ଼ର ଜଣେ ଟ୍ରାଫିକ୍‌ ପୋଲିସଙ୍କ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ହାତରେ ମାଇକ୍ରୋଫୋନ୍‌ ଧରି ଗାୟକ ଦଲେର ମେହେନ୍ଦିଙ୍କ…

5 years ago

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ ୨୨୫ଟି…

5 years ago

ଅନ୍ୟ କାହାର ସହାୟତା ବିନା ୨୦ ବର୍ଷ ଧରି ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି ଦିବ୍ୟାଙ୍ଗ ଦମ୍ପତି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଜୁହୁସ୍ଥିତି ଭୋଟ କେନ୍ଦ୍ରରେ ଦିବ୍ୟାଙ୍ଗ ଦମ୍ପତି ଦେବଶଙ୍କର ଏବଂ ପାନ୍ନା ନିଜର ମତଦାନ ଅଧିକାର ସାବ୍ୟସ୍ତ…

5 years ago

ମତଦାନରେ ନିଜକୁ ସାମିଲ କଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ବିଧାନସଭା ନିର୍ବାଚନ ହୋଇଥିବା ବେଳେ ଏହାର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାକୁ ନେଇ ଦଳୀୟ ପ୍ରାର୍ଥିମାନେ ଯେତିକି ଉତ୍ସାହିତ…

5 years ago

ସେନା ପୋଷାକରେ ଧଳା କାର୍‌ରେ ଦିଲ୍ଲୀରେ ପ୍ରବେଶ କଲେ ୫ ଆତଙ୍କବାଦୀ: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୨୧।୧୦: ଦେଶର ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ସେନା ପୋଷାକରେ ଧଳା କାର୍‌ରେ ୫ ଆତଙ୍କବାଦୀ ଦିଲ୍ଲୀ ଏନସିଆର୍‌ ଅଞ୍ଚଳରେ ପ୍ରବେଶ କରିଛନ୍ତି। ସେମାନଙ୍କ କଥାବାର୍ତ୍ତା…

5 years ago

ପ୍ରେମିକଙ୍କ ସହ ରହିବାକୁ ଚାହୁଁଥିଲେ ମହିଳା,ସ୍ବାମୀଙ୍କୁ ୫୦ ଫୁଟ୍‌ ଉଚ୍ଚରୁ ଠେଲିଦେଲେ

ନୂଆଦିଲ୍ଲୀ,୨୧।୧୦:ପ୍ରେମିକଙ୍କ ସହ ରହିବା ପାଇଁ ନିଜ ସ୍ବାମୀଙ୍କୁ ହତ୍ୟା କରିଦେଇଛନ୍ତି ଜଣେ ମହିଳା। ପ୍ରେମିକଙ୍କ ସହ ମିଶି ନିର୍ମାଣାଧୀନ ୫୦ ଫୁଟ ଉଚ୍ଚ କୋଠା ଉପରୁ ସେ…

5 years ago