ଜାତୀୟ

କୋଠା ଭୁଶୁଡ଼ି ଜଣେ ମୃତ

ବଡୋଦରା,୨୦ା୧୦: ଗୁଜରାଟର ବଡୋଦରା ସହରରେ ଏକ ବହୁମହଲା କୋଠା ଭୁଶୁଡ଼ି ଜଣେ ପ୍ରାଣ ହରାଇଥିତ୍ବାବେଳେ ଭଗ୍ନାବଶେଷ ତଳେ ୭ ଜଣ ଫସିରହିଥିବା ଆଶଙ୍କା କରାଯାଉଛି। ୫ ମହଲା…

5 years ago

ଇଣ୍ଟରପୋଲ ଅଧିବେଶନ ଆୟୋଜନ କରିବ ଭାରତ

ନୂଆଦିଲ୍ଲୀ,୨୦ା୧୦(ପି.ଟି.): ୨୦୨୨ରେ ଇଣ୍ଟରପୋଲ୍‌ର ୯୧ତମ ସାଧାରଣ ଅଧିବେଶନ ଭାରତ ଆୟୋଜନ କରିବ। ଅଗଷ୍ଟ ୩୦ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଇଣ୍ଟରପୋଲ୍‌ ମହାସଚିବ ଜୁରଗେନ୍‌ ଷ୍ଟକ୍‌ଙ୍କ ନିକଟରେ ଏନେଇ…

5 years ago

ନାଗାମାନଙ୍କ ସ୍ବତନ୍ତ୍ର ସମ୍ବିଧାନ, ପତାକା ଦାବିକୁ କେନ୍ଦ୍ରର ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ,୨୦ା୧୦: ନାଗାମାନଙ୍କ ଲାଗି ସ୍ବତନ୍ତ୍ର ସମ୍ବିଧାନ ଓ ପତାକା ଦାବିକୁ କେନ୍ଦ୍ର ସରକାର ଅଗ୍ରାହ୍ୟ କରିଦେଇଛନ୍ତି। ଏନ୍‌ଏସ୍‌ସିଏନ୍‌-ଆଇଏମ୍‌ ପକ୍ଷରୁ ଏଥିପାଇଁ ଦାବି ହୋଇଆସୁଥିଲା। ଦୀର୍ଘ ଦଶନ୍ଧି ଧରି…

5 years ago

ମହାରାଷ୍ଟ୍ର, ହରିୟାଣାରେ ଭାଜପାର ବିଜୟ ନେଇ ଜନମତ ସର୍ଭେ: ପ୍ରଚାରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ

ନୂଆଦିଲ୍ଲୀ,୨୦ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ସୋମବାର ଭୋଟଗ୍ରହଣ ହେବାକୁ ଯାଉଥିଲାବେଳେ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ବିଭିନ୍ନ ଦଳର…

5 years ago

୪୪ ମିନିଟର ଭାଷଣରେ କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ସିରସା,୧୯।୧୦: ହରିୟାଣା ବିଧାନସଭା ନିର୍ବାଚନର ଶେଷ ଦିନ ପ୍ରଚାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଡ୍ଡା ଗ୍ରାଉଣ୍ଡରେ ଆୟୋଜିତ ‘ବିଜୟ ସଂକଳ୍ପ ରାଲି’ରେ ପାଖାପାଖି ୪୪ ମିନିଟ୍‌ ପର୍ଯ୍ୟନ୍ତ…

5 years ago

ଯେଉଁଠି ମଦ ପିଇଲେ ସମ୍ପୂର୍ଣ୍ଣ ଗାଁକୁ ଦେବାକୁ ପଡିବ ମାଂସ ତରକାରି ସହ ୨ ହଜାର ଟଙ୍କା

ସାଧାରଣତଃ ଆଦିବାସୀ ଅଧ୍ୟୁସିତ ଅଞ୍ଚଳରେ ସେମାନଙ୍କର ଭିନ୍ନ ନିୟମ ରହିଥାଏ। ଏହି ନିୟମ ଅନୁଯାୟୀ ନ ଚଳିଲେ ସେମାନଙ୍କୁ ବିଭିନ୍ନ ସମସ୍ୟା ଦେଇ ଗତି କରିବାକୁ ପଡିଥାଏ।…

5 years ago

ନିର୍ବାଚନ ମଇଦାନରେ ଷ୍ଟାର ପ୍ରଚାରକ

ହରିୟାଣା/ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶନିବାର ଥିଲା ଶେଷ ପ୍ରଚାର। ଭୋଟରଙ୍କୁ ପ୍ରଭାବିତ କରିବାକୁ ଶନିବାର ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା ଷ୍ଟାର…

5 years ago

ପାକିସ୍ତାନୀ ପଙ୍ଗପାଳ ଉଜାଡୁଛନ୍ତି ଭାରତ ଚାଷୀଙ୍କ ଫସଲ: ଘଉଡ଼ାଇବା ପାଇଁ ବଜା ଯାଉଛି ଡିଜେ

ନୂଆଦିଲ୍ଲୀ,୧୯।୧୦: ପାକିସ୍ତାନର ସୀମାରେ ବାରମ୍ବାର ଉତ୍ତେଜନା ସୃଷ୍ଟି କରୁଥିବାବେଳେ ଏବେ ପାକିସ୍ତାନୀ ପଙ୍ଗପାଳ ରାଜସ୍ଥାନ ଅଞ୍ଚଳର ଚାଷୀଙ୍କ ଫସଲ ଉଜାଡ଼ିବାରେ ଲାଗିଛନ୍ତି। ହଜାର ହଜାର ସଂଖ୍ୟାରେ ପଙ୍ଗପାଳ…

5 years ago

ମନ୍ତ୍ରୀଙ୍କ କାମ ଅର୍ଥ ବ୍ୟବସ୍ଥା ସୁଧାରିବା, କମେଡି ସର୍କସ ଚଲାଇବା ନୁହେଁ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କ ଉପରେ ବର୍ଷିଛନ୍ତି। ଅର୍ଥନୀତିରେ ନୋବେଲ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଅଭିଜିତ ବାନାର୍ଜୀଙ୍କ ସନ୍ଦର୍ଭକୁ…

5 years ago

କଠୁଆରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀର କଠୁଆ ଜିଲାରେ ଶନିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ହୀରାନଗର ସେକ୍ଟରର ମାନ୍ୟାରି-ଚୋରଗଲି ଅଞ୍ଚଳରେ ପାକିସ୍ତାନ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ ହୋଇଛି।…

5 years ago