ଜାତୀୟ

ଶରଦ ଅରବିନ୍ଦ ବୋବଡେ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୧୮।୧୦: ସୁପ୍ରିମକୋର୍ଟ ନୂଆ ପ୍ରଧାନ ବିଚାରପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆସନ୍ତା ନଭେମ୍ବର ୧୭ ତାରିଖରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ ଅବସର…

5 years ago

କରବାଚୌଥ ଦିନ ସ୍ତ୍ରୀ ରଖିଥିଲେ ବ୍ରତ, ପୁଅଙ୍କୁ ଫୋନ୍‌ ଆସିଲା ବାପା ଶହୀଦ ହୋଇଗଲେ

କୋଲକାତା,୧୮।୧୦:ବାଂଲାଦେଶୀ ସୀମା ସୁରକ୍ଷା ବାହିନୀର ଗୁଳିମାଡ଼ରେ ଗୁରୁବାର ବିଏସଏଫ ଯବାନ ବିଜୟ ଭାନ ସିଂ ଶହୀଦ ହୋଇଛନ୍ତି। ଗୁରୁବାର ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବିଜୟଙ୍କ ସ୍ତ୍ରୀ…

5 years ago

ହରିୟାଣାରେ ସୋନିଆଙ୍କ ରାଲି ବାତିଲ୍‌: ଏବେ ରାହୁଲ ସମ୍ଭାଳିବେ ମୋର୍ଚ୍ଚା

ଚଣ୍ଡିଗଡ଼,୧୮।୧୦: ହରିୟାଣା ମହେନ୍ଦ୍ରଗଡ଼ରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ହେବାକୁ ଥିବା ରାଲିକୁ ବାତିଲ୍‌ କରାଯାଇଛି। ସୋନିଆ ଗାନ୍ଧୀ ଏବେ ଏହି ରାଲିକୁ ସମ୍ବୋଧିତ କରିବେ…

5 years ago

ଓଲଟିଲା ସ୍କୁଲ ବସ୍‌, ୫ ଛାତ୍ର ଗୁରୁତର

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ହୋଶଙ୍ଗାବାଦରେ ଶୁକ୍ରବାର ସକାଳୁ ଏକ ଅଭାନୀୟ ଘଟଣା ଘଟିଛି। ୩୫ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ବସ୍‌ ଓଲଟି ପଡିଛି। ଫଳରେ ୫ ଛାତ୍ର…

5 years ago

ଉତ୍ତରପ୍ରଦେଶରେ ଚାଲିଛି ଜଙ୍ଗଲରାଜ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶ ଜଙ୍ଗଲରାଜ ଚାଲିଛି ବୋଲି ଏକ ମାମଲାର ଶୁଣାଣିବେଳେ ସୁପ୍ରିମକୋର୍ଟ କହିଛନ୍ତି। ବୁଲନ୍ଦସହରର ଶତାଧିକ ବର୍ଷ ପୁରୁଣା ଏକ ମନ୍ଦିରର ପରିଚାଳନା ସମ୍ପର୍କିତ ମାମଲାର ଶୁଣାଣି…

5 years ago

କରବାଚୌଥ ଦିନ ସ୍ତ୍ରୀଙ୍କ ଜିଭ କାଟିଦେଲେ ସ୍ବାମୀ

ପାଟନା,୧୮।୧୦:ବିହାରର ମୁଜାଫରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। କରବାଚୌଥ ଦିନ ସ୍ତ୍ରୀଙ୍କ ଜିଭ କାଟିଦେଇଛନ୍ତି ସ୍ବାମୀ। ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ମୁଜାଫରପୁରର…

5 years ago

ଅମିତାଭ ବଚ୍ଚନ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରୁଟିନ୍‌ ଚେକ୍‌ଅପ୍‌ ପାଇଁ ଯାଇଥିବାବେଳେ ତାଙ୍କୁ ସେଠାରେ ରଖାଯାଇଛି। ପେଟରେ ଅଧିକ ଯନ୍ତ୍ରଣା…

5 years ago

ରାୟ ନୁହେଁ, ସମାଧାନ ଚାହୁଁ: ସୁନ୍ନି ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୧୮-୧୦:ଅଯୋଧ୍ୟା ଜମି ବିବାଦ ମାମଲାର ସମସ୍ତ ପକ୍ଷ ସମାଧାନ ପାଇଁ ଏକ ନିଷ୍କର୍ଷରେ ପହଞ୍ଚତ୍ଛନ୍ତି, ଯାହାକି ସମସ୍ତଙ୍କ ପାଇଁ ଜିତିବା ସ୍ଥିତିକୁ ସୁନିଶ୍ଚିତ କରିବ। ଏଥିଲାଗି ସୁପ୍ରିମକୋର୍ଟଙ୍କ…

5 years ago

ଫ୍ଲାଗ୍‌ ମିଟିଂ ପରେ ବାଂଲା ସୈନ୍ୟଙ୍କ ଗୁଳିମାଡ଼:ବିଏସ୍‌ଏଫ୍‌ ଯବାନ ଶହୀଦ

କୋଲକାତା,୧୮-୧୦(ପି.ଟି.):ବାଂଲାଦେଶୀ ସୀମା ସୁରକ୍ଷା ବାହିନୀର ଗୁଳିମାଡ଼ରେ ଗୁରୁବାର ଜଣେ ବିଏସ୍‌ଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଅନ୍ତର୍ଜାତୀୟ ସୀମାବର୍ତ୍ତୀ ପଶ୍ଚିମବଙ୍ଗରେ ଫ୍ଲାଗ୍‌ ମିଟିଂ ଚାଲିଥିଲାବେଳେ ଜଣେ ବାଂଲାଦେଶୀ ଯବାନ…

5 years ago

ବାର୍‌ କାଉନ୍‌ସିଲ ଗଲା ହିନ୍ଦୁ ମହାସଭା

ନୂଆଦିଲ୍ଲୀ,୧୮-୧୦(ପି.ଟି.):ଅଯୋଧ୍ୟା ମାମଲା ଶୁଣାଣିର ଶେଷଦିନରେ ରାମଙ୍କ ଜନ୍ମସ୍ଥାନ ରହିଥିବା ମ୍ୟାପ୍‌କୁ ଚିରିଦେଇଥିବା ମୁସ୍‌ଲିମ ପକ୍ଷ ଓକିଲ ରାଜୀବ ଧଓ୍ବନଙ୍କ ବିରୋଧରେ ହିନ୍ଦୁ ମହାସଭା ବାର୍‌ କାଉନ୍‌ସିଲ୍‌ ଅଫ୍‌…

5 years ago