ଜାତୀୟ

ଅବିବାହିତ କଲାମ୍‌ଙ୍କର ଥିଲେ ୩ ପୁଅ; ସେମାନଙ୍କ ନାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍‌ କଲାମ୍‌ଙ୍କର ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। ଅବିବାହିତ ହୋଇ ମଧ୍ୟ ତାଙ୍କର…

5 years ago

ପିଏମ୍‌ସି ବ୍ୟାଙ୍କ ବିରୋଧ ପ୍ରଦର୍ଶନ ପରେ ଦୃଦ୍‌ଘାତରେ ଜଣେ ଜମାକାରୀଙ୍କ ମୃତ୍ୟୁ

ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରୋଟିଭ(ପିଏମ୍‌ସି) ବ୍ୟାଙ୍କର ଜମାକାରୀଙ୍କୁ କିଛି ଦିନ ହେଲା ବହୁ ଅସୁବିଧାର ସାମ୍ନା କରିବାକୁ ପଡ଼ୁଛି। ପିଏମ୍‌ସି ବ୍ୟାଙ୍କ ବନ୍ଦ ହୋଇଯିବା ଖବର…

5 years ago

ଡିଆର୍‌ଡିଓ ଭବନରେ ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ଡିଆର୍‌ଡିଓ ଭବନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସେନା…

5 years ago

୪୦ ହଜାର ଜନତାଙ୍କ ହତ୍ୟାର କାରଣ ଅନୁଚ୍ଛେଦ ୩୭୦: ଶାହ

ନୂଆଦିଲ୍ଲୀ,୧୫।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୪୦ ହଜାର ଲୋକଙ୍କ ହତ୍ୟାର କାରଣ ହେଉଛି ଅନୁଚ୍ଛେଦ ୩୭୦। ନିକଟରେ ଗଣମାଧ୍ୟମକୁ ଦେଇଥିବା ଏକ…

5 years ago

ଅନୁପ୍ରବେଶ ପାଇଁ ନିୟନ୍ତ୍ରଣ ରେଖାରେ ଡେରା ପକାଇଛନ୍ତି ୫ ଶହ ଆତଙ୍କବାଦୀ: ଯୋଗାଯୋଗ ଲାଗି ବ୍ୟବହାର କରୁଛନ୍ତି ନୂଆ କୋଡ୍‌

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ୫ଶହରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଡେରା ପକାଇଛନ୍ତି। ନିଜ ନିଜ ମଧ୍ୟରେ ଯୋଗାଯୋଗ କରିବା ଳାଗି ସେମାନେ ନୂଆ କୋଡ୍‌…

5 years ago

୨୫ ହଜାର ହୋମ୍‌ଗାର୍ଡଙ୍କୁ ଛଟେଇ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୨୫ ହଜାର ହୋମ୍‌ ଗାର୍ଡ଼ଙ୍କୁ ଛଟେଇ କରିଛନ୍ତି। ରାଜ୍ୟର ବଜେଟରେ ସମନ୍ବୟ ରକ୍ଷା କରିବା ପାଇଁ ଏଭଳି କରାଯାଇଥିବା…

5 years ago

ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଜଣେ ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଶୋପିଆନ୍‌ ଶିରମାଲ ଗାଁରେ ସେଓ ନେଇ ଯାଉଥିବା ଟ୍ରକ୍‌କୁ ଅଟକାଇ ଆତଙ୍କବାଦୀ…

5 years ago

ପେପର ବିକ୍ରେତାରୁ ଦେଶର ମିଶାଇଲ୍‌ ମ୍ୟାନ୍‌

ମିଶାଇଲ ମ୍ୟାନ ନାମରେ ଜଣାଶୁଣା ଡଃ ଏ.ପି.ଜେ ଅବଦୁଲ କଲାମଙ୍କର ଆଜି ହେଉଛି ୮୭ତମ ଜନ୍ମଜୟନ୍ତୀ। ଅକ୍ଟୋବର ୧୫ ତାରିଖ ୧୯୩୧ ମସିହାରେ ତାମିଲନାଡୁ ରାମେଶ୍ୱରମଠାରେରେ ଜନ୍ମଗ୍ରହଣ…

5 years ago

ବିଚାରପତି ହେଲେ ଆଇନ ସଚିବ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ପ୍ରଥମ ଥର ଲାଗି ଜଣେ ଜିଲା ଓ ଦୌରାଜଜ୍‌ଙ୍କୁ ସୋମବାର କେନ୍ଦ୍ର ଆଇନ ସଚିବ ନିଯୁକ୍ତ କରାଯାଇଛି। ଅନୁପ କୁମାର ମେଣ୍ଡିରତ୍ତା ଆଇନ ମନ୍ତ୍ରଣାଳୟର ନୂଆ…

5 years ago

ବାଲାକୋଟରେ ତାଲିମ ନେଉଛନ୍ତି ୫୦ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ବାଲାକୋଟର ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ଶିବିରକୁ ଭାରତୀୟ ବାୟୁସେନା ଧ୍ୱଂସ କରିବାର ୮ ମାସ ପରେ ଉକ୍ତ ଶିବିର…

5 years ago