ଜାତୀୟ

ଦାୟିତ୍ୱ ନେଲେ ଦେଶର ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍‌ ଅଫିସର

ଥିରୁଭାନନ୍ତପୁରମ,୧୪।୧୦: ଦେଶର ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍‌ ଅଫିସର ପ୍ରାଞ୍ଜଳ ପାଟିଲ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ମହାରାଷ୍ଟ୍ର ଉଲ୍ଲାସନଗର ନିବାସି ପ୍ରାଞ୍ଜଳ କେରଳ କ୍ୟାଡରରେ ନିଯୁକ୍ତ…

5 years ago

ଅର୍ଥମନ୍ତ୍ରୀ ସୀତାରମଣଙ୍କ ସ୍ବାମୀ ପରକଲା ପ୍ରଭାକରଙ୍କ ପରାମର୍ଶ: ନରସିଂହ ରାଓ-ମନମୋହନଙ୍କ ଆର୍ଥିକ ନୀତିକୁ ଗ୍ରହଣ କରନ୍ତୁ ମୋଦି

ନୂଆଦିଲ୍ଲୀ,୧୪।୧୦: ଦେଶର ଆଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସ୍ବାମୀ ପରକଲା ପ୍ରଭାକର ଏକ ଇଂଲିଶ୍‌ ଖବର କାଗଜରେ ପ୍ରକାଶିତ…

5 years ago

୧୪ ରାଜ୍ୟରୁ ୧୨୭ ସନ୍ଦିଗ୍ଧ ଆଇଏସ୍‌ ଗିରଫ: ଜାକିର ନାଇକଙ୍କ ଭାଷଣ ଶୁଣି ଆତଙ୍କବାଦୀ ସଂଗଠନ ଯୋଗାଯୋଗରେ ଥିଲେ

ନୂଆଦିଲ୍ଲୀ,୧୪।୧୦: ଇସଲାମିକ୍‌ ଧର୍ମ ଉପଦେଶକାରୀ ଜାକିର ନାଇକଙ୍କ ଭାଷଣ ଦ୍ୱାରା ପ୍ରେରିତ ହୋଇ ଆଇଏସ୍‌ ସହିତ ଯୋଗାଯୋଗରେ ଥିବା ୧୨୭ ସନ୍ଦିଗ୍ଧଙ୍କୁ ୧୪ ରାଜ୍ୟରୁ ଗିରଫ କରାଯାଇଛି।…

5 years ago

ମୃତ ଶିଶୁକୁ ପୋତିବାକୁ ଯାଉଥିବା ବେଳେ ଉଦ୍ଧାର ହେଲା ଜୀବନ୍ତ ଶିଶୁ

ବରେଲି,୧୪।୧୦: କଥାରେ ଅଛି ଯାହାକୁ ରଖିବେ ଅନନ୍ତ କି କରିପାରିବ ବଳବନ୍ତ। ଏହି ଲୋକ କଥାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ବରେଲି ଜିଲାରେ। ଜଣେ…

5 years ago

ଗାନ୍ଦେରବଲ୍‌ରେ ସର୍ଚ୍ଚ ଅପରେଶନ୍‌: ୨ ହିଜିବୁଲ୍‌ ଆତଙ୍କବାଦୀ ଗିରଫ; ଏକେ-୪୭ ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ସର୍ଚ୍ଚ ଅପରେଶନ୍‌ ସମୟରେ ସୋମବାର ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଗାନ୍ଦେରବଲ୍‌ ଅଞ୍ଚଳରୁ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି।…

5 years ago

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ସୁପ୍ରିମ୍‌କୋର୍ଟରେ ଆବେଦନ ଦାଖଲ କଲା ସିବିଆଇ; ମଙ୍ଗଳବାର ଚିଦାମ୍ବରମ୍‌ଙ୍କ ଜାମିନ୍‌ ବିଚାର

ନୂଆଦିଲ୍ଲୀ,୧୪।୧୦: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ବିରୋଧରେ ହୋଇଥିବା ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ସୋମବାର ସିବିଆଇ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଆବେଦନ ଦାଖଲ କରାଯାଇଛି। ଏହାର ଶୁଣାଣି ମଙ୍ଗଳବାର…

5 years ago

ମୋଦିଙ୍କ ଝିଆରୀଙ୍କ ପର୍ସ ଲୁଟ୍‌: ଅଭିଯୁକ୍ତଙ୍କୁ ଧରିବା ପାଇଁ ୭ ଶହ ପୋଲିସ ହୋଇଥିଲେ ନିଯୁକ୍ତ; ୨ଶହ ସିସିଟିଭି ଫୁଟେଜ୍‌ ଯାଞ୍ଚ୍‌

ନୂଆଦିଲ୍ଲୀ,୧୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝିଆରୀଙ୍କ ପର୍ସ ଲୁଟ୍‌ କରିଥିବା ଅଭିଯୁକ୍ତଙ୍କୁ ଧରିବା ପାଇଁ ୭ ଶହ ପୋଲିସଙ୍କୁ ନିଯୁକ୍ତ କରାଯାଇଥିଲା। ସେହିପରି ଏହି କାର୍ଯ୍ୟରେ ୨…

5 years ago

୭୦ ଦିନ ପରେ କଶ୍ମୀର ଘାଟିରେ ବାଜିଲା ୪୦ଲକ୍ଷ ଫୋନ

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବାର ଦୀର୍ଘ ୭୦ ଦିନ ପରେ ସୋମବାରରୁ ଘାଟିରେ ୪୦ଲକ୍ଷରୁ ଊର୍ଦ୍ଧ୍ୱ ମୋବାଇଲ ସେବା ଆରମ୍ଭ ହୋଇଛି। ଏହି ସବୁ ଫୋନ…

5 years ago

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଡଚ୍‌ ରାଜ ଦମ୍ପତି

ନୂଆଦିଲ୍ଲୀ,୧୪।୧୦: ନେଦରଲ୍ୟାଣ୍ଡସ୍‌ର ରାଜା ଓ୍ବିଲିୟମ ଆଲେକଜାଣ୍ଡର ଓ ରାଣୀ ମାକ୍ସିମା ସୋମବାର ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ରାଜ ଦମ୍ପତି…

5 years ago

ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ବ୍ଲେଡ୍‌ରେ କାଟି ଦେଲେ ସହପାଠୀ

ମଦୁରାଇ,୧୪।୧୦: ତାମିଲ୍‌ନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦୁରାଇର ଏକ ସ୍କୁଲରେ ଜଣେ ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ଜଣେ ସହପାଠୀ ବ୍ଲେଡ୍‌ରେ କାଟି…

5 years ago