ଜାତୀୟ

ମାତା-ପିତା ଉଭୟଙ୍କର ସ୍ନେହ ସନ୍ତାନ ପାଇଁ ଗୁରୁତ୍ୱପୂର୍ଣ୍ଣ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୨।୧୦: ମାତା-ପିତାଙ୍କ ସ୍ନେହ ସନ୍ତାନଙ୍କ ପାଇଁ ଆବଶ୍ୟକ ଏବଂ ଗୁରୁତ୍ୱପୂର୍ଣ୍ଣ। ଏଥିରେ ମାତା-ପିତାଙ୍କ ଲାଗି ପ୍ରତିବନ୍ଧକ ସୃଷ୍ଟି ହୋଇପାରିବ ନାହିଁ ବୋଲି ଶନିବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି।…

5 years ago

ଶ୍ରୀନଗରରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ଆକ୍ରମଣ

ଜମ୍ମୁ,୧୨।୧୦: ଜମ୍ମୁ-କଶ୍ମୀର ଶ୍ରୀନଗରର ହରି ସିଂ ହାଇ ଷ୍ଟ୍ରିଟରେ ଶନିବାର ସକାଳେ ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍‌ ଆକ୍ରମଣ ହୋଇଛି। ଭାରତୀୟ ସେନା ପକ୍ଷରୁ ଉକ୍ତ ଅଞ୍ଚଳକୁ ଘେରାଉ…

5 years ago

ସିମି ଆତଙ୍କବାଦୀ କେମିକାଲ୍‌ ଅଲ୍ଲୀ ଗିରଫ

ରାୟପୁର,୧୨।୧୦: ଜଣେ ସିମି ଆତଙ୍କବାଦୀଙ୍କୁ ରାୟପୁର ପୋଲିସ ଗିରଫ କରିଛି। ସେ ୬ ବର୍ଷ ଧରି ଫେରାର ଥିବା ପୋଲିସ କହିଛି। ୨୦୧୩ରେ ବୋଧଗୟା ଏବଂ ପାଟନାରେ…

5 years ago

ଭାରତର ପ୍ରଥମ ଗ୍ରାଜୁଏଟ୍‌ ମହିଳାଙ୍କୁ ସମ୍ମାନ ଜଣାଇଲା ଡୁଡୁଲ୍‌

ଆଜି ଭାରତର ପ୍ରଥମ ଗ୍ରାଜୁଏଟ୍‌ ମହିଳା କାମିନୀ ରାୟଙ୍କ ୧୫୫ତମ ଜୟନ୍ତୀ ଅବସରରେ ତାଙ୍କୁ ସମ୍ମାନ ଜଣାଇ ଗୁଗୁଲଡୁଡୁଲ କରାଯାଇଛି। କାମିନୀ ରାୟ ଏକାସଙ୍ଗରେ ଜଣେ କବି,…

5 years ago

କଶ୍ମୀର ପ୍ରସଙ୍ଗରେ ଗୋଟିଏ ଶବ୍ଦ ବି କହିଲେନି ଜିନପିଙ୍ଗ

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ହୋଇଥିବା ଅନୌପଚାରିକ ବୈଠକରେ ଜିନପିଙ୍ଗ କଶ୍ମୀର ପ୍ରସଙ୍ଗକୁ ନେଇ ଗୋଟିଏ ଶବ୍ଦ ବି…

5 years ago

ଅଧରାତିରେ ମନ୍ଦିର କବାଟ ଖୋଲି ବିବାହ କଲେ ପ୍ରଶାସନିକ ଅଧିକାରୀ

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶର କୁଶିନଗରରେ ଜଣେ ପ୍ରଶାସନିକ ଅଧିକାରୀ ଶୁକ୍ରବାର ବିଳମ୍ବିତ ରାତିରେ ମନ୍ଦିରରେ ବିବାହ କରିଥିବା ଜଣାପଡ଼ିଛି। ମନ୍ଦିର ରାତିରେ ବନ୍ଦ ଥିବା ବେଳେ ନିୟମ ଭାଙ୍ଗି…

5 years ago

କଂଗ୍ରେସରେ ଯୋଗ ଦେଲେ ଅଳକା

ନୂଆଦିଲ୍ଲୀ,୧୨।୧୦: ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଆମ ଆଦମୀ ପାର୍ଟି(ଏଏପି) ଛାଡିଥିବା ଚାନ୍ଦନୀ ଚୌକର ବିଧାୟିକା ଅଳକା ଲାମ୍ବା ଶନିବାର କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସ ମୁଖ୍ୟ…

5 years ago

ଜିନପିଙ୍ଗଙ୍କ ସୁରକ୍ଷା ପାଇଁ ୧୦ ଦିନ ଆଗରୁ ଉଠାଯାଉଥିଲା ଫଟୋ

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମୋଦିଙ୍କ ସହ ତାଙ୍କର ଏହି ଅନୌପଚାରିକ ସାକ୍ଷାତ୍‌କାରକୁ ନେଇ ସୁରକ୍ଷା ବ୍ୟବସ୍ଥା ମଧ୍ୟ…

5 years ago

ଘାଘରା ନଦୀରେ ଡଙ୍ଗା ବୁଡ଼ି ଘଟଣା: ୪ମହିଳା ନିଖୋଜ

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶ ସନ୍ଥକବୀରନଗର ଜିଲାରେ ଥିବା ଘାଘରା ନଦୀର ରାମବାଗ ଘାଟରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ନଦୀରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟିପଡ଼ିବାରୁ ସେଥିରେ…

5 years ago

ଉପହାର କୂଟନୀତି: ଜିନ୍‌ପିଙ୍ଗ୍‌ଙ୍କ ଫଟୋ ଥିବା ସିଲ୍କ କପଡ଼ା ଦେଲେ ମୋଦି

ମାମଲ୍ଲାପୁରମ୍‌,୧୨।୧୦: ଭାରତ-ଚାଇନା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର କୂଟନୀତିର ସାହାରା ନେଇଛନ୍ତି। ସେ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ତାଙ୍କର…

5 years ago