ଜାତୀୟ

ଚାଇନା ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇବାକୁ ସରିଲାଣି ସମସ୍ତ ପ୍ରସ୍ତୁତି

ଚେନ୍ନାଇ,୧୦।୧୦: ଅକ୍ଟୋବର ୧୧-୧୨ରେ ଚାଇନା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସେ ତାମିଲନାଡୁ ଆସିବେ ବୋଲି ଜଣାପଡିଛି। ଚେନ୍ନାଇଠାରେ ଏହି ସମୟରେ ଚାଇନା ରାଷ୍ଟ୍ରପତି ସି…

5 years ago

ମୁକୁଳିବେ ନଜରବନ୍ଦୀ ଥିବା ଜମ୍ମୁ-କଶ୍ମୀରର ୩ ନେତା

ନୂଆଦିଲ୍ଲୀ,୧୦।୧୦: ବିଭିନ୍ନ ସର୍ତ୍ତ ଆଧାରରେ ଜମ୍ମୁ-କଶ୍ମୀରରେ ନଜରବନ୍ଦୀ ଥିବା ୩ ନେତା ଗୁରୁବାର ମୁକୁଳିବେ ବୋଲି ଜଣାପଡିଛି। ବୁଧବାର ଏସମ୍ପର୍କରେ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏମାନେ…

5 years ago

ପ୍ରଥମଥର ପାଇଁ ଭୋଟ ମାଗିଲେ ଶହୀଦ ଭଗତ ସିଂଙ୍କ ପରିବାର ସଦସ୍ୟ

ପୁଣେ,୧୦।୧୦:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋର ଚାଲିଛି। ରାଜ୍ୟରେ ଭାଜପା-ଶିବସେନା ଏବଂ କଂଗ୍ରେସ-ଏନସିପି ମେଣ୍ଟ ମଧ୍ୟରେ ଟକ୍କର ହେବାକୁ ଯାଉଛି। ଏଥର ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି…

5 years ago

ମୋତେ ବିଧାୟକ ଭାବେ ନିର୍ବାଚିତ କଲେ କଟିବନି ମୋଟର ଚାଲାଣ

ଫତେହାବାଦ,୧୦।୧୦: ହରିୟାଣାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାର କାର୍ଯ୍ୟ ଜୋର ଧରିଲାଣି। ଫତେହାବାଦରେ ଏବେ ଭୋଟରଙ୍କୁ ପ୍ରଲୋଭନ ଦେଖାଇବାକୁ ଯାଇ ଏଠାକାର ଭାଜପା ପ୍ରାର୍ଥି…

5 years ago

ରାହୁଲଙ୍କ ଇସ୍ତଫାକୁ ନେଇ ବର୍ଷିଲେ ଖୁର୍ସିଦ: ଆମ ନେତା ଛାଡ଼ି ଚାଲିଗଲେ

ନୂଆଦିଲ୍ଲୀ,୧୦ା୧୦: ଆମକୁ ଆମ ନେତା ଛାଡ଼ି ଚାଲିଗଲେ। କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ଫଳରେ ସାଧାରଣ ନିର୍ବାଚନରେ ପରାଜୟର ସମୀକ୍ଷା ହୋଇପାରିଲା ନାହିଁ।…

5 years ago

ସଚିବ ସ୍ତରୀୟ ପଦବୀ ଲାଗି ୭୩ ଆଇଏଏସ୍‌ଙ୍କ ତାଲିକାକୁ ଅନୁମୋଦନ

ନୂଆଦିଲ୍ଲୀ,୧୦ା୧୦(ଆଇଏଏନ୍‌ଏସ୍‌): ସଚିବ ଓ ଅତିରିକ୍ତ ସଚିବସ୍ତରୀୟ ପଦବୀରେ ନିଯୁକ୍ତି ଲାଗି ୭୩ ଜଣିଆ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନଙ୍କ ତାଲିକାକୁ କେନ୍ଦ୍ର ସରକାର ବୁଧବାର ଅନୁମୋଦନ…

5 years ago

ଜୁନ୍‌ରେ ପ୍ରଧାନମନ୍ତ୍ରୀଙ୍କ ପାଇଁ ଆସିବ ନୂଆ ବିମାନ

ନୂଆଦିଲ୍ଲୀ,୧୦ା୧୦: ପ୍ରଧାନମନ୍ତ୍ରୀଙ୍କ ପାଇଁ ଦୁଇଟି ନୂଆ ସ୍ବତନ୍ତ୍ର ବିମାନ ଆସନ୍ତାବର୍ଷ ଜୁନ୍‌ରେ ଭାରତ ଆସିବ। ଏହି ବିମାନ ଏୟାର ଇଣ୍ଡିଆ ବଦଳରେ ଇଣ୍ଡିଆନ ଏୟାରଫୋର୍ସ ଅଧୀନରେ ରହିବ…

5 years ago

୨୦୨୪ ନିର୍ବାଚନ ପୂର୍ବରୁ ହଟିବେ ଅନୁପ୍ରବେଶକାରୀ

କୈଠାଲ, ୧୦ା୧୦: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାରତରେ ରହୁଥିବା ସମସ୍ତ ବେଆଇନ ଅନୁପ୍ରବେଶକାରୀଙ୍କୁ ହଟାଯିବ ବୋଲି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ପ୍ରକାଶ କରିଛନ୍ତି।…

5 years ago

ଆରେ ଗଛକଟା ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଆରେ ଜଙ୍ଗଲରେ ଗଛକଟା ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଗଛକଟା ବନ୍ଦ କରି ସ୍ଥିତାବସ୍ଥା ଜାରି ରଖିବା ଲାଗି ସର୍ବୋଚ୍ଚ ଅଦାଲତ ମୁମ୍ବାଇ ମ୍ୟୁନିସିପାଲ…

5 years ago

ସର୍ବାଧିକ ବିଳମ୍ବରେ ଫେରୁଛି ମୌସୁମୀ

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଦକ୍ଷିଣପଶ୍ଚିମ ମୌସୁମୀ ବୁଧବାରଠାରୁ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛି। ଚଳିତବର୍ଷ ମୌସୁମୀ ପ୍ରତ୍ୟାବର୍ତ୍ତନରେ ସର୍ବାଧିକ ବିଳମ୍ବ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ପଞ୍ଜାବ,…

5 years ago