ଜାତୀୟ

ଦୁଇମାସ ପରେ ହଟିଲା କଟକଣା: ଆଜିଠୁ କଶ୍ମୀର ଯାଇପାରିବେ ପର୍ଯ୍ୟଟକ

ଶ୍ରୀନଗର,୧୦ା୧୦: ଜମ୍ମୁ-କଶ୍ମୀରରେ ପର୍ଯ୍ୟଟକଙ୍କ ଭ୍ରମଣ ଉପରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ରହିଥିବା କଟକଣାକୁ ଶେଷରେ ହଟାଇଦିଆଯାଇଛି। ଫଳରେ ଗୁରୁବାରଠାରୁ ପର୍ଯ୍ୟଟକ ମାନେ ଜମ୍ମୁ-କଶ୍ମୀରକୁ ଭ୍ରମଣରେ ଯାଇପାରିବେ।…

5 years ago

କଶ୍ମୀର ବିସ୍ତାପିତଙ୍କ ପାଇଁ ମୋଦିଙ୍କ ଦିପାବଳୀ ଭେଟି

ନୂଆଦିଲ୍ଲୀ,୯।୧୦: ମୋଦି ସରକାର କଶ୍ମୀରବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବୁଧବାର ଆୟୋଜିତ ହୋଇଥିବା କେନ୍ଦ୍ରୀୟ କ୍ୟାବିନେଟରେ ବୈଠକରେ ପ୍ରଧାନମନ୍ତ୍ରୀ ୫୩୦୦ ପରିବାରଙ୍କୁ ଦିପାବଳୀ ଭେଟି…

5 years ago

ରାଫାଲ ପୂଜାକୁ କଂଗ୍ରେସ କହିଲା ଡ୍ରାମା

ନୂଆଦିଲ୍ଲୀ,୯।୧୦:  ଫ୍ରାନ୍ସ ଗସ୍ତରେ ଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆରବି-୦୦୧ ଲେଖାଥିବା ରାଫାଲ ବିମାନକୁ ଫୁଲ ଓ ସିନ୍ଦୂର ଲଗାଇବା ପରେ ସେଥିରେ ଓଁ ଲେଖିବା…

5 years ago

୫ ପ୍ରତିଶତ ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୯।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ୫ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା। ବୁଧବାର ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର…

5 years ago

ଇମ୍ରାନ ଖାନଙ୍କୁ ରାବଣ ଭାବେ ସଜେଇ କରାଗଲା ଦହନ

ଭୋପାଳ,୯।୧୦: ସାରା ଦେଶରେ ବିଜୟା ଦଶମୀରେ ପାପ, ଅହଙ୍କାର, ଅସତ୍ୟର ପ୍ରତୀକ ସ୍ବରୂପ ଦୁଷ୍ଟଶକ୍ତି ରାବଣ ଦହନ କରାଯାଇଛି। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ ବଧ…

5 years ago

ଭାଙ୍ଗିଲା ଶହେ ବର୍ଷର ପରମ୍ପରା: ଯମୁନାରେ ହେଲାନାହିଁ ଦୁର୍ଗାଙ୍କ ବିସର୍ଜନ

ନୂଆଦିଲ୍ଲୀ,୯।୧୦: ଦୂର୍ଗାପୂଜାକୁ ନେଇ ଏଥର ଇତିହାସ ରଚିଛି ରାଜଧାନୀ ଦିଲ୍ଲୀ। ଶହେ ବର୍ଷର ପରମ୍ପରାକୁ ଭାଙ୍ଗିଛି। ପ୍ରଦୂଷଣକୁ ରୋକିବା ପାଇଁ କୌଣସି ମୂର୍ତ୍ତିକୁ ଯମୁନାରେ ବିସର୍ଜନ ହେବାକୁ…

5 years ago

ଅଭିନନ୍ଦନଙ୍କୁ ଦେଖି ସଚିନ ତେନ୍ଦୁଲକରଙ୍କ ଲୋମ ଟାଙ୍କୁରି ଉଠିଲା

ଗାଜିଆବାଦ,୯।୧୦:ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ସୋମବାର ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଗାଜିଆବାଦରେ ହିଣ୍ଡୋନ ଏୟାର ବେସ୍‌ରେ ପହଞ୍ଚିଥିଲେ। ଏହି ଅବସରରେ ପାକିସ୍ତାନର ଏଫ-୧୬ ଯୁଦ୍ଧ ବିମାନକୁ…

5 years ago

ପୋଲିସ ବାବୁଙ୍କ ମୁଣ୍ଡରୁ ଉକୁଣି ବାଛୁଚି ମାଙ୍କଡ଼: ଭିଡିଓ ଭାଇରାଲ

ଲକ୍ଷ୍ନୌ,୯।୧୦: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖିବାକୁ ମିଳିଛି ଏକ ମାଙ୍କଡ଼ ଜଣେ ପୋଲିସ ଇନ୍ସପେକ୍ଟରଙ୍କ ମୁଣ୍ଡରୁ ଉକୁଣି ବାଛୁଚି।…

5 years ago

କଂଗ୍ରେସ ନିକଟରେ ନା ଅଛି ନେତା ନା ନୀତି ନା କୌଣସି ଉଦ୍ଦେଶ୍ୟ: ଭାଜପା

ନୂଆଦିଲ୍ଲୀ,୯।୧୦: କଂଗ୍ରେସର ବରିଷ୍ଠ ନେତା ସଲମାନ ଖୁର୍ସିଦ ଦଳର ବିଜୟକୁ ନେଇ ଯେଉଁ ବୟାନ ଦେଲେ ଏବେ ତାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ଟୁଇଟ୍‌ କରି…

5 years ago

ମୁମ୍ବାଇ ଲୋକାଲ୍‌ ଟ୍ରେନ୍‌ରେ ନିଆଁ

ମୁମ୍ବାଇ,୯।୧୦: ମୁମ୍ବାଇର ଏକ ଲୋକାଲ୍‌ ଟ୍ରେନ୍‌ରେ ବୁଧବାର ସକାଳେ ନିଆଁ ଲାଗି ଯାଇଥିବା ଜଣାପଡିଛି। ପନବେଲ ଯାଉଥିବା ଏହି ଟ୍ରେନ୍‌ରେ ଓ୍ବାସି ରେଲଓ୍ବେ ଷ୍ଟେଶନରେ ନିଆ ଲାଗିଥିବା…

5 years ago