ଜାତୀୟ

ଯେଉଁଠି ମା’ ଦୁର୍ଗାଙ୍କୁ ଚଢାଯାଏ ମଦ

ଉଜୈନ,୬।୧୦: ଏବେ ସାରା ଦେଶ ନବରାତ୍ର ପାଇଁ ଉତ୍ସବମୁଖର ହୋଇଉଠିଛି। ଏହି ନଅ ଦିନରେ ମଧ୍ୟରେ ମା’ଙ୍କୁ ନଅଟି ଭିନ୍ନ ଭିନ୍ନ ରୂପରେ ପୂଜା କରାଯାଏ। ମଧ୍ୟ…

5 years ago

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ବିଏସ୍‌ଏଫ୍‌ ଦେଲା କଡ଼ା ଜବାବ

ଶ୍ରୀନଗର,୬।୧୦: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। କିଛି ଆତଙ୍କବାଦୀ କୁପଓ୍ବାରା ଜିଲାର ନୌଗାମ୍‌ ସେକ୍ଟରରେ ରବିବାର ଅନୁପ୍ରବେଶ କରୁଥିବାବେଳେ ବିଏସ୍‌ଏଫ୍‌…

5 years ago

ଆଇଏସ୍‌ ପାଇଁ କାମ କରୁଛନ୍ତି ଭାଜପା, ବଜରଙ୍ଗ ଦଳ କର୍ମୀ: ଦିଗ୍‌ବିଜୟ

ନୁଆଦିଲ୍ଲୀ,୬।୧୦: କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଭାରତୀୟ ଜନତା ପାର୍ଟି(ଭାଜପା) ଓ ବଜରଙ୍ଗ ଦଳ ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଏମାନେ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ…

5 years ago

ଅଭିନନ୍ଦନଙ୍କ ସ୍କ୍ବାଡ୍ରନ୍‌କୁ ସମ୍ମାନୀତ କରିବ ବାୟୁସେନା

ନୂଆଦିଲ୍ଲୀ,୬।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିବ । କମାଣ୍ଡିଙ୍ଗ୍‌ ଅଫିସର ଗ୍ରୁପ୍‌…

5 years ago

କଟା ହେଲା ଗଛ: ଭଙ୍ଗା ବସା ପାଖରେ ୨ଦିନ ବସି ରହିଲା ମା’ ପକ୍ଷୀ; ଭିଡ଼ିଓ ଭାଇରାଲ

ମୁମ୍ବାଇ,୬।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କଟା ଜାରି ରହିଛି। ଏହାଦ୍ୱାରା ଘଛରେ ଥିବା ଶହେରୁ ଅଧିକ ପକ୍ଷୀ ବସା ଭାଙ୍ଗି ଯାଇଛି। ତେବେ ଏକ…

5 years ago

ଜମ୍ମୁ-କଶ୍ମୀରରେ ଦୁର୍ଗାପୂଜା ପାଳିଲେ ବେଙ୍ଗଲି ସମ୍ପ୍ରଦାୟର ଲୋକେ

ଜମ୍ମୁ,୬।୧୦: ସାରା ଦେଶରେ ନବରାତ୍ରୀ ଅବସରରେ ଦୁର୍ଗା ମା’ଙ୍କ ପୂଜା ଖୁବ୍‌ ଆଡମ୍ବର ସହକାରେ ପାଳନ କରାଯାଉଛି। ହେଲେ ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ଏଠାକାର…

5 years ago

ଦୁର୍ଗାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ସାରା ଦେଶରେ ଏବେ ପାର୍ବଣର ମାହୋଲ। ରବିବାର ଦୁର୍ଗାଷ୍ଟମୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦୁର୍ଗାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି।…

5 years ago

ପିଏମ୍‌ସି ବ୍ୟାଙ୍କ ଦୁର୍ନୀତି: ୨୧ ହଜାରରୁ ଅଧିକ ଭୂତ ଖାତା

ମୁମ୍ବାଇ,୬।୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ ବ୍ୟାଙ୍କ(ପିଏମ୍‌ସି) ବ୍ୟାଙ୍କ ଦୁର୍ନୀତିର ପର୍ଦ୍ଦାଫାଶ୍‌ ହୋଇଛି। ମୁମ୍ବାଇ ପୋଲିସର ଅପରାଧ ଶାଖା ପକ୍ଷରୁ ଏନେଇ ଖୋଳତାଡ଼ ଆରମ୍ଭ ହୋଇଛି। ବ୍ୟାଙ୍କରେ ୨୧…

5 years ago

ଆଇଏନ୍‌ଏକ୍ସ ମିଡିଆ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୭୧ ପୂର୍ବତନ ଅଧିକାରୀ

ନୂଆଦିଲ୍ଲୀ,୬ା୧୦: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଅର୍ଥ ମନ୍ତ୍ରଣାଳୟର ୪ ପୂର୍ବତନ ଅଫିସରଙ୍କ ବିରୋଧରେ ମାମଲାକୁ ନେଇ ୭୧ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଚିନ୍ତାବ୍ୟକ୍ତ କରିବା ସହ…

5 years ago

ଇସ୍ରୋ ବୈଜ୍ଞାନିକଙ୍କ ହତ୍ୟାକାରୀ ଗିରଫ: ସମଲିଙ୍ଗୀ ସମ୍ପର୍କ କାଳ ହେଲା

ହାଇଦ୍ରାବାଦ, ୬ା୧୦ : ଇସ୍ରୋ ବୈଜ୍ଞାନିକ ଏସ୍‌. ସୁରେଶ କୁମାରଙ୍କ ହତ୍ୟାକାରୀ ଶ୍ରୀନିବାସଙ୍କୁ ପୋଲିସ ଗିରଫ କରିଛି। ଦୁହିଙ୍କ ମଧ୍ୟରେ ଗଢ଼ି ଉଠିଥିବା ସମଲିଙ୍ଗୀ ସମ୍ପର୍କ ଓ…

5 years ago