ଜାତୀୟ

ନାମାଙ୍କନ ପତ୍ର ଦାଖଲ କଲେ ଫଡନବିସ

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଶୁକ୍ରବାର ନାଗପୁର ଦକ୍ଷିଣ-ପଶ୍ଚିମ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାଗପୁରରେ ଫଡନବିସ ଏକ ରୋଡ ଶୋ’ କରି…

5 years ago

ଇନ୍ଦୋର ଆସିଲା ବିଶ୍ୱର ପ୍ରଥମ ରୋବୋ ନାଗରିକ ସୋଫିଆ

ଇନ୍ଦୋର,୪।୧୦: ବିଶ୍ୱର ପ୍ରଥମ ରୋବୋ ନାଗରିକ ସୋଫିଆ ମଧ୍ୟ ପ୍ରଦେଶର ଇନ୍ଦୋରରେ ପହଞ୍ଚିଥିବା ଖବର ମିଳିଛି। ଏଠାରେ ଚାଲିଥିବା ଇଣ୍ଟରନ୍ୟାଶନାଲ ରାଉଣ୍ଡ ସ୍କୋୟାର କନଫରେନ୍ସରେ ସୋଫିଆକୁ ସାମିଲ…

5 years ago

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଭିଡିଓ ଜାରି କଲା ଭାରତୀୟ ବାୟୁସେନା

ନୂଆଦିଲ୍ଲୀ,୪।୧୦: ଭାରତୀୟ ବାୟୁସେନା ପକ୍ଷରୁ ଶୁକ୍ରବାର ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଏକ ଭିଡିଓ ଜାରି କରାଯାଇଛି। ଏହି ଭିଡିଓରେ ବାଲାକୋଟରେ ଏୟାର ଷ୍ଟ୍ରାଇକ୍‌ର ପ୍ରସ୍ତୃତି ଓ ଆତଙ୍କବାଦୀ…

5 years ago

ଚଣ୍ଡିଗଡ଼ରେ ୨୧ ଫୁଟ ଉଚ୍ଚର ରାବଣ

ଚଣ୍ଡିଗଡ଼,୪।୧୦: ସମଗ୍ର ଦେଶରେ ଦୁର୍ଗାପୂଜା ପାଳନ କରାଯାଉଥିବା ବେଳେ ଶୁକ୍ରବାର ଷଷ୍ଠୀ ହୋଇଥିବାରୁ ବିଭିନ୍ନ ମଣ୍ଡପ ଗୁଡିକରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ଦଶହାର ଅକ୍ଟୋବର…

5 years ago

କଂଗ୍ରେସ ଛାଡିବାକୁ ଧମକ ଦେଲେ ସଞ୍ଜୟ ନିରୁପମ

ନୂଆଦିଲ୍ଲୀ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଟିକେଟ୍‌ ନ ଦିଆଯିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ସଞ୍ଜୟ ନିରୁପମ। ଏପରିକି…

5 years ago

ସୁଧହାର କମାଇଲା ଆରବିଆଇ

ନୂଆଦିଲ୍ଲୀ,୪।୧୦: ମୁଦ୍ରାନୀତି ସମୀକ୍ଷା ପରେ ଶୁକ୍ରବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୦.୨୫ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ଫଳରେ ୫.୧୫ ପ୍ରତିଶତକୁ ରେପୋ ରେଟ ହ୍ରାସ…

5 years ago

ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ ପାଇଁ ସେଓ ବଗିଚାରେ ଷଡ଼ଯନ୍ତ୍ର ରଚିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ରକ୍ତକୁଖା ହୋଇପଡ଼ିଛି। ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିବାରେ ଲାଗିଛି ପାକିସ୍ତାନ। ଏନେଇ ରାଜଧାନୀ…

5 years ago

ପିଏମ୍‌ସି ବ୍ୟାଙ୍କ୍‌ ଠକେଇ ମାମଲା: ମହାରାଷ୍ଟ୍ରର ୬ଟି ସ୍ଥାନରେ ଇଡି ଚଢାଉ

ମୁମ୍ବାଇ,୪।୧୦: ପଞ୍ଜାବ ଏବଂ ମହାରାଷ୍ଟ କୋଅପରେଟିଭ୍‌ ବ୍ୟାଙ୍କ୍‌ ଠକେଇ ମାମଲାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ମୁମ୍ବାଇର ୬ଟି ସ୍ଥାନରେ ଚଢାଉ କରାଯାଇଛି। ଏହି ମାମଲାରେ ହାଉସିଂ…

5 years ago

ଜେଲରେ ଥିବା ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର

ନୂଆଦିଲ୍ଲୀ,୪।୧୦: ଶୀନା ବୋରା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ଉଭୟ ଏବେ ଜେଲରେ ବନ୍ଦୀ ଜୀବନ…

5 years ago

ଲକ୍ଷ୍ନୌରେ ଗଡ଼ିଲା ତେଜସ ଏକ୍ସପ୍ରେସ: ଯୋଗୀ ଆଦିତ୍ୟନାଥ କଲେ ଶୁଭାରମ୍ଭ

ଲକ୍ଷ୍ନୌ,୪।୧୦: ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ ତେଜସ ଏକ୍ସପ୍ରେସ ଶୁକ୍ରବାର ଟ୍ରାକ୍‌ରେ ଗଡ଼ିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌ ଷ୍ଟେସନରେ ପତାକା ଦେଖାଇ ଏହାର ଶୁଭାରମ୍ଭ…

5 years ago