ଜାତୀୟ

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ ୧୪…

5 years ago

ବିପର୍ଯ୍ୟୟ ପରିଚାଳନା ଲାଗି କଣ୍ଟ୍ରୋଲ୍‌ ରୁମ୍‌

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନଙ୍କୁ ତୁରନ୍ତ ସହାୟତା ଯୋଗାଇବାରେ କେନ୍ଦ୍ର ଓ ରାଜ୍ୟ ସଂସ୍ଥାଗୁଡିକ ବିଳମ୍ବ କରୁଥିବାରୁ ବହୁ ଜୀବନ ହାନି ଘଟୁଛି। ଏହାକୁ ଦୃଷ୍ଟିରେ…

5 years ago

ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା : ଭାରତ ବାହ୍ୟ ମଳମୁକ୍ତ

ଅହମଦାବାଦ,୩ା୧୦(ପି.ଟି.): ଭାରତ ଏବେ ସମ୍ପୂର୍ଣ୍ଣ ବାହ୍ୟ ମଳମୁକ୍ତ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଘୋଷଣା କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଗୁଜରାଟର ଅହମଦାବାଦଠାରେ…

5 years ago

୧୦ କୋଟିଙ୍କ ଜୀବନ ନେବ ଆଣବିକ ଯୁଦ୍ଧ

ନୂଆଦିଲ୍ଲୀ,୩ା୧୦: ଭାରତ-ପାକିସ୍ତାନ ମଧ୍ୟରେ ଆଣବିକ ଯୁଦ୍ଧ ହେଲେ ୧୦ କୋଟି ଲୋକ ପ୍ରାଣ ହରାଇବେ। ଆଣବିକ ଅସ୍ତ୍ର ପ୍ରୟୋଗର କୁପରିଣାମ ଯୋଗୁ ପୃଥିବୀକୁ ସୂର୍ଯ୍ୟକିରଣ ପହଞ୍ଚତ୍ବାରେ ବାଧାସୃଷ୍ଟି…

5 years ago

ଗାନ୍ଧୀ ଲିଗାସିକୁ ନେଇ ଭାଜପା-ବିରୋଧୀ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୩ା୧୦(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସାରା ଦେଶ ସମେତ ବିଦେଶରେ ପାଳନ କରାଯାଉଥିବାବେଳେ ତାଙ୍କ ଲିଗାସୀକୁ ନେଇ ଭାଜପା ଓ ବିରୋଧୀ ଦଳ ମଧ୍ୟରେ ଦ୍ୱନ୍ଦ୍ୱ…

5 years ago

‘କଂଗ୍ରେସରେ ଟିକେଟ ବିକ୍ରି ହେଉଛି’

ନୂଆଦିଲ୍ଲୀ,୩ା୧୦: ହରିୟାଣା କଂଗ୍ରେସର ଗୋଷ୍ଠୀ ବିବାଦ ଦିଲ୍ଲୀରେ ପହଞ୍ଚତ୍ଛି। ହରିୟାଣା କଂଗ୍ରେସର ପୂର୍ବତନ ସଭାପତି ଅଶୋକ ତନ୍‌ଓ୍ବର ନିଜ ସମର୍ଥକଙ୍କ ସହ ବୁଧବାର ଦଳର ଅଧ୍ୟକ୍ଷା ସୋନିଆ…

5 years ago

ସୁଧୁରୁନି କଶ୍ମୀର ସ୍ଥିତି

ଶ୍ରୀନଗର,୩ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ଉପତ୍ୟକାର ସ୍ଥିତି ସୁଧୁରିନାହିଁ। ବୁଧବାର ସକାଳେ ଶ୍ରୀନଗରରେ…

5 years ago

ନିଲାମ ହେବ ଓଡ଼ିଶାର ୭ ଖଣିଜ ବ୍ଲକ

ନୂଆଦିଲ୍ଲୀ,୩ା୧୦: ଓଡ଼ିଶାର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର…

5 years ago

ଆଇଆଇଟି ସ୍ନାତକଙ୍କ ଷ୍ଟାର୍ଟ-ଅପ୍‌ରେ ଚଢ଼ାଉ: ଲିଙ୍ଗ ଚୟନ ପାଇଁ ବିଦେଶ ପଠାଉଥିଲେ

ନୂଆଦିଲ୍ଲୀ,୩ା୧୦ : ଭାରତରେ ପିଲାଛୁଆ ଜନ୍ମ ହେବା ପୂର୍ବରୁ ସେମାନଙ୍କ ଲିଙ୍ଗ ନିରୂପଣ ଓ ଚୟନ ବେଆଇନ ହୋଇଥିବାବେଳେ ବିଦେଶରେ ଏହି କାର୍ଯ୍ୟ କରାଇବା ଲାଗି ଦେଶର…

5 years ago

ସାଇନସ୍‌ରୁ ଦୂରେଇ ରଖେ ଏହି ପତ୍ର ରସ…

ସାଇନସ୍‌ରୁ ମୁକ୍ତି ପାଇବା ପାଇଁ ଆୟୁବେର୍ଦରେ ଅନେକ ପ୍ରକାର ପରାମର୍ଶ ଦିଆଯାଇଥାଏ। ଏହି ରୋଗରେ ତୁଳସୀ ପତ୍ର ସକାଳେ ବାଟି ଏହାର ରସ ପିଇଲେ ସୁଫଳ ମିଳିଥାଏ…

5 years ago