ଜାତୀୟ

ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ

ମହାରାଷ୍ଟ୍ରର ଅମରାବତୀର ହର୍ବିନ୍‌ ସରକାରୀ ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ ସୁବିଧା। ଶିଖ୍‌ ସଂପ୍ରଦାୟର ‘ଦଶବନ୍ଦ’ ଶିକ୍ଷା ମାଧ୍ୟମରେ ଆରମ୍ଭ ହୋଇଛି ‘ଜଲାରାମ ପାନପୋଇ ରାମ…

5 years ago

ମା’ ଆଇଏଏସ୍‌, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ

ମା’ ଜଣେ ଆଇଏଏସ୍‌ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା ଏବେ…

5 years ago

ମହାତ୍ମା ଗାନ୍ଧୀଙ୍କୁ ନିଜ ଅଟୋଗ୍ରାଫକୁ ୫ଟଙ୍କାରେ ବିକ୍ରି କରିବାକୁ ପଡ଼ିଥିଲା

ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବହୁ ଆଡ଼ମ୍ବରରେ ପାଳନ କରାଯିବାକୁ…

5 years ago

ଏହି ମନ୍ଦିରରେ ଓଲଟା ସ୍ବସ୍ତିକ ତିଆରି କଲେ ମାନସିକ ହୁଏ ପୂରଣ…

ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ଅବା ଧାତୁ ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ ମଧ୍ୟପ୍ରଦେଶର…

5 years ago

ଗେଣ୍ଡୁଫୁଲର ଉପକାରିତା

ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଯେଉଁ କାରଣରୁ ଅନେକ ଲୋକ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି, ସେଥିମଧ୍ୟରୁ ଏବେ…

5 years ago

କମିଲା ସୁନା ଦର

ନୂଆଦିଲ୍ଲୀ,୧।୧୦: ସୁନା ଓ ରୂପା ଦର ଗତ କିଛି ମାସ ତଳେ ବୃଦ୍ଧି ପାଇବାରେ ଲାଗିଥିଲା। ସୁନା ୧୦ ଗ୍ରାମକୁ ୪୦ହଜାର ଟଙ୍କା ପାର କରିଥିଲା। ଏବେ…

5 years ago

ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର

ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ ସଚିବାଳୟରେ…

5 years ago

ଦେଶରେ ୪୫ କୋଟିରୁ ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ, ମୁମ୍ବାଇ ଆଗରେ

ନୂଆଦିଲ୍ଲୀ,୧।୧୦: ଦେଶରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ୪୫.୧କୋଟି ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ ଅଛନ୍ତି। ଭାରତରେ ଇଣ୍ଟରନେଟ୍‌ ବ୍ୟବହାର କରୁଥିବା…

5 years ago

ସମାଜବାଦୀ ପାର୍ଟିକୁ ଲାଗିପାରେ ବଡ଼ ଝଟ୍‌କା: ଭାଜପାରେ ସାମିଲ ହୋଇପାରନ୍ତି ଅଖିଳେଶଙ୍କ ବନ୍ଧୁ

ଲକ୍ଷ୍ନୌ,୧।୧୦: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି(ଏସ୍‌ପି)କୁ ଲାଗିପାରେ ବଡ଼ ଝଟ୍‌କା। ଏସ୍‌ପିର ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ନିକଟତମ ବନ୍ଧୁ ତଥା ଗତ ସରକାରରେ ମନ୍ତ୍ରୀ…

5 years ago

ତେଜସ୍‌ ଏକ୍ସ୍‌ପ୍ରେସ୍‌ ଘଣ୍ଟାଏ ବିଳମ୍ବ ହେଲେ ଯାତ୍ରୀଙ୍କୁ ମିଳିବ ଶହେ ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧।୧୦: ଲକ୍ଷ୍ନୌ ଏବଂ ଦିଲ୍ଲୀ ମଧ୍ୟରେ ଯାତ୍ରା ଆରମ୍ଭ କରିବାକୁ ଯାଉଥିବା ତେଜସ୍‌ ଏକ୍ସପ୍ରେସ୍‌ ବିଳମ୍ବ ହେଲେ ଯାତ୍ରୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ଆଇଆର୍‌ସିଟିସି ପକ୍ଷରୁ ଘୋଷଣା…

5 years ago