ଜାତୀୟ

ଭାରତରେ ବୟସ୍କଙ୍କ ସଂଖ୍ୟା ୧୦ କୋଟିରୁ ଅଧିକ: ଦେଢ଼ କୋଟି ବିତାଉଛନ୍ତି ନିଃସଙ୍ଗ ଜୀବନ

ନୂଆଦିଲ୍ଲୀ,୧।୧୦: ପ୍ରତିବର୍ଷ ଅକ୍ଟୋବର ୧କୁ ଅନ୍ତର୍ଜାତୀୟ ବୟସ୍କ ଦିବସ ପାଳିତ ହୋଇଥାଏ। ଭାରତରେ ୧୦କୋଟି ୪୦ ଲକ୍ଷରୁ ଅଧିକ ବୟସ୍କ ଲୋକ ରହିଛନ୍ତି। ସେମାନଙ୍କ ସଂଖ୍ୟା ବର୍ଷ…

5 years ago

ନିଶାରୁ ମୁକ୍ତି ଦେଇଥିବା ଡାକ୍ତରଙ୍କ ଡୁଡଲ କଲା ଗୁଗଲ

ନୂଆଦିଲ୍ଲୀ,୧।୧୦: ମନସ୍ତତ୍ତ୍ୱବିତ୍‌ ଡାକ୍ତର ହରବର୍ଟ ଡେଭିଡ କ୍ଲେଭରଙ୍କୁ ମନେପକାଇଲା ଗୁଗଲ। ୨୩ ବର୍ଷ ତଳେ ଅକ୍ଟୋବର ୧ରେ ହରବର୍ଟଙ୍କୁ ନ୍ୟାଶନାଲ ଏକାଡେମୀ ଅଫ୍‌ ମେଡିସିନ୍‌ର ସଦସ୍ୟ ଭାବେ…

5 years ago

ଜଷ୍ଟିସ୍‌ ତାହିଲରମଣିଙ୍କ ବିରୋଧରେ ଅନିୟମିତତା ଅଭିଯୋଗ: ତଦନ୍ତ ଲାଗି ସିବିଆଇକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧ା୧୦: ଗୋଇନ୍ଦା ବ୍ୟୁରୋ (ଆଇବି) ରିପୋର୍ଟ ଆଧାରରେ ମାଡ୍ରାସ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଭି.କେ. ତାହିଲରମଣିଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରଧାନ…

5 years ago

ଜାଲ୍‌ ଡାକ୍ତର ସାର୍ଟିଫିକେଟ ଦେଇ ୧୦ ବର୍ଷ ହେଲା କରୁଥିଲେ ହଜାର ଅପରେଶନ

ମିରଟ୍‌,୧।୧୦: ଉତ୍ତର ପ୍ରଦେଶର ସହାରନପୁରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜାଲ୍‌ ସାର୍ଟିଫିକେଟ ଦେଇ ଗତ୧୦ ବର୍ଷ ହେଲା ଜଣେ ନକଲି ଡାକ୍ତର ହଜାରରୁ ଊର୍ଦ୍ଧ୍ୱ…

5 years ago

ଗାନ୍ଦରବଲରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ଗାନ୍ଦରବଲ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଙ୍ଗଳବାର ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର…

5 years ago

ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନାକୁ ଝଟ୍‌କା: ୨ ଶହ କର୍ମକର୍ତ୍ତା ଦେଲେ ଇସ୍ତଫା

ମୁମ୍ବାଇ,୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନାକୁ ବଡ଼ ଝଟ୍‌କା ଲାଗିଛି। ଦଳର ନଭୀ ମୁମ୍ବାଇ ଅଞ୍ଚଳର ୨ ଶହ କର୍ମକର୍ତ୍ତା ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା…

5 years ago

ନାମାଙ୍କନ ଦାଖଲ ପୂର୍ବରୁ ୩୦ଲକ୍ଷ ଜରିମାନା ଦେଲେ ଆଜମଙ୍କ ସ୍ତ୍ରୀ

ରାମପୁର,୧।୧୦: ଉତ୍ତରପ୍ରଦେଶ ରାମପୁରରୁ ସମାଜବାଦୀ ପାର୍ଟି (ଏସ୍‌ପି)ର ଏମ୍‌ପି ଥିବା ଆଜମ ଖାନ୍‌ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ଏବେ ସେ ନିଜ ପାଇଁ ନୁହେଁ…

5 years ago

ପେନ୍‌ସନ୍‌ ନେବାକୁ ମନାକଲେ ଜେଟ୍‌ଲୀଙ୍କ ପରିବାର

ନୂଆଦିଲ୍ଲୀ,୧।୧୦:ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ମୃତ୍ୟୁ ପରେ ମିଳିବାକୁ ଥିବା ପେନସନ୍‌କୁ ତାଙ୍କ ପରିବାର ଲୋକେ ଦାନ କରିଦେଇଛନ୍ତି। ଜେଟଲୀଙ୍କ ସ୍ତ୍ରୀ ସଙ୍ଗୀତା ଏନେଇ ରାଜ୍ୟସଭା ସଭାପତି…

5 years ago

ଆଜିଠୁ ଦେଶରେ ଲାଗୁହେଲା ଏହିସବୁ ନିୟମ, ହୋଇଯାନ୍ତୁ ସତର୍କ

ନୂଆଦିଲ୍ଲୀ, ୧।୧୦: ଅକ୍ଟୋବର ୧ ଅର୍ଥାତ୍‌ ଆଜିଠୁ ଦେଶର ଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। ୨ ଅକ୍ଟୋବରରୁ ସାରା ଦେଶରେ ପ୍ଲାଷ୍ଟିକରୁ ପ୍ରସ୍ତୁତ ଜିନିଷ ବ୍ୟବହାର…

5 years ago

ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୪ ବର୍ଷରେ ପାଦ ଦେଲେ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

5 years ago