ଜାତୀୟ

ଗାନ୍ଦରବଲ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ…

5 years ago

ଆହତଙ୍କୁ ମୃତ ଭାବି ଡାକ୍ତରଖାନା ନେଲା ପୋଲିସ

ଭୋପାଳ,୨୮।୯: ମଧ୍ୟପ୍ରଦେଶର ଭିଣ୍ଡ୍‌ ପୋଲିସର ଗୁରୁତର ଅବହେଳା ଶନିବାର ସାମ୍ନାକୁ ଆସିଛି। ଆହତ ବ୍ୟକ୍ତିଙ୍କୁ ମୃତ ଭାବି ପୋଲିସ ହସ୍ପିଟାଲକୁ ନେଇଥିବା ବେଳେ ତାଙ୍କୁ ଜୀବିତ ଦେଖି…

5 years ago

ତ୍ରିପୁରାରେ ବଳି ବନ୍ଦ: ହାଇକୋର୍ଟ ଦେଲେ ନିର୍ଦ୍ଦେଶ

ଅଗରତଲା,୨୮।୯: ଜୀବିତ ରହିବା ପ୍ରତି ପ୍ରାଣୀଙ୍କର ମୌଳିକ ଅଧିକାର। ଏଥିରୁ ତାଙ୍କୁ ବଞ୍ଚିତ କରାଯାଇପାରିବ ନାହିଁ। ଏନେଇ ତ୍ରିପୁରା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ଅନ୍ତର୍ଗତ…

5 years ago

ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ସ୍କୁଲ ଆସନ୍ତି ଛାତ୍ର

ଭୋପାଳ,୨୮।୯: ମଧ୍ୟପ୍ରଦେଶ ନରସିଂହପୁର ଜିଲାରେ ଏକ ସରକାରୀ ମାଧ୍ୟମିକ ବାଳକ ବିଦ୍ୟାଳୟରେ ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ଛାତ୍ରମାନେ ଆସିଥାନ୍ତି। ସ୍କୁଲରେ ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ…

5 years ago

ଅସ୍ଥାୟୀ ଭାବେ ବନ୍ଦ ହେଲା ନେହେରୁ ପ୍ରାଣୀ ଉଦ୍ୟାନ

ହାଇଦ୍ରାବାଦ,୨୮।୯: ହାଇଦ୍ରାବାଦରେ ଲଗାଣ ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ମିର ଆଲମ ଟ୍ୟାଙ୍କରେ ପାଣି ଭର୍ତ୍ତି…

5 years ago

ଶତାଦ୍ଦୀ ଏକ୍ସପ୍ରେସରେ ବୋମା ଆତଙ୍କ

ମଥୁରା,୨୮।୯: ରାଜଧାନୀ ଦିଲ୍ଲୀରୁ ଭୋପାଳ ଯାଉଥିବା ଶତାଦ୍ଦୀ ଏକ୍ସପ୍ରେସ୍‌ ଟ୍ରେନରେ ଶନିବାର ବୋମା ଥିବା ନେଇ ସୂଚନା ମିଳିଥିଲା। ଏହି ସୂଚନା ମିଳିବା ପରେ ଯାତ୍ରୀଙ୍କ ମଧ୍ୟରେ…

5 years ago

ଉତ୍ତରପ୍ରଦେଶରେ ବର୍ଷା ବିତ୍ପାତ

ଲକ୍ଷ୍ନୌ,୨୮।୯: ଉତ୍ତରପ୍ରଦେଶରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ରାଜ୍ୟରେ ବର୍ଷା ବିତ୍ପାତ ଦେଖାଦେଇଛି। ରାସ୍ତାଘାଟରେ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଘର ଗୁଡିକରେ ପାଣିପଶିଯାଇଛି।…

5 years ago

ଆଇଏନ୍‌ଏସ୍‌ ଖଣ୍ଡେରୀ ନୌସେନାରେ ସାମିଲ୍‌: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି; ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଜବାବ

ମୁମ୍ବାଇ,୨୮।୯: ଆଇଏନ୍‌ଏସ୍‌ ଖଣ୍ଡେରୀକୁ ଭାରତୀୟ ନୌସେନାରେ ସାମିଲ୍‌ କରାଯାଇଛି। ଏହାଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଖଣ୍ଡେରୀକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

5 years ago

ଜଳାତଙ୍କକୁ ରୋକିବ ପ୍ରତିଷେଧକ ବ୍ୟବସ୍ଥା

ଜଳାତଙ୍କ ଉଭୟ ପ୍ରାଣୀ ଓ ମନୁଷ୍ୟଙ୍କୁ ଆକ୍ରାନ୍ତ କରୁଥିବା ଏକ ମାରାତ୍ମକ ଭୂତାଣୁଜନିତ ସଂକ୍ରାମକ ରୋଗ। ଲିସା ଭାଇରସ୍‌ ନାମକ ଏକ ଭୂତାଣୁ ର଼୍ୟାବିଜ୍‌ ରୋଗ କରିଥାଏ।…

5 years ago

୯୦ ବର୍ଷରେ ପାଦ ଦେଲେ ଲତା ମଙ୍ଗେସକର

ମୁମ୍ବାଇ,୨୮।୯: କୋକିଳ କଣ୍ଠୀ ଗାୟିକା ଲତା ମଙ୍ଗେସକର ଶନିବାର ୯୦ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୨୯ ସେପ୍ଟେମ୍ବର ୨୮ରେ ଇନ୍ଦୋରଠାରୋ ଜନ୍ମଗ୍ରହଣ କରିଥିଲେ। ୧୯୪୩ରେ ଲତାଙ୍କୁ…

5 years ago