ଜାତୀୟ

ପିଆଜ ପରେ ଏବେ ଟମାଟୋ ପାଳି: କିଲୋ ୬୦ ଟପିଲା

ନୂଆଦିଲ୍ଲୀ,୨୯।୯: ପାର୍ବଣ ଋତୁ ଆସିବା ପୂର୍ବରୁ ପନିପରିବା ଦର ଆକାଶଛୁଆଁ ହୋଇଛି। ରାଜଧାନୀ ଦିଲ୍ଲୀ ଏବଂ ଏହାର ଆଖପାଖ ସହରରେ ପିଆଜ କିଲୋ ପିଛା ୮୦ ଟଙ୍କାରେ…

5 years ago

ବିକ୍ରମକୁ ପାଇଲାନି ନାସା, ଚେଷ୍ଟା ଜାରି ରଖିବ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୭।୯: ମିଶନ ଚନ୍ଦ୍ରଯାନ-୨ରେ ଇସ୍ରୋ ପକ୍ଷରୁ ଚନ୍ଦ୍ରକୁ ପଠାଯାଇଥିବା ଲ୍ୟାଣ୍ଡର ବିକ୍ରମକୁ ଖୋଜି ପାଇଲାନି ଆମେରିକୀୟ ମହାକାଶ ସଂସ୍ଥା ନାସା। ବିକ୍ରମକୁ ଖୋଜିବା ପାଇଁ ଅକ୍ଟୋବରରେ ମଧ୍ୟ…

5 years ago

କୃଷ୍ଣସାର ମାମଲା: କୋର୍ଟରେ ହାଜର ହେଲେନି ସଲମାନ ଖାନ୍‌

ଜୟପୁର, ୨୭।୯: କୃଷ୍ଣସାର ହରିଣ ଶିକାର ମାମଲାରେ ଶୁକ୍ରବାର ରାଜସ୍ଥାନର ଯୋଧପୁର କୋର୍ଟରେ ହାଜର ହୋଇନାହାନ୍ତି ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌। ତାଙ୍କ ଓକିଲ ହସ୍ତିମଲ ସାରସ୍ବତ…

5 years ago

ବିଧାନସଭା ଉପନିର୍ବାଚନ ଫଳାଫଳ: ଭାଜପା ୨, କଂଗ୍ରେସ ୧ ସିଟ୍‌ରେ ଆଗୁଆ

ନୂଆଦିଲ୍ଲୀ,୨୭।୯:ଦେଶର ୪ଟି ରାଜ୍ୟର ୪ଟି ବିଧାସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନ ଭୋଟିଂ ଗଣତି ଆରମ୍ଭ ହୋଇଯାଇଛି। ଦୁଇଟି ଆସନରେ ଭାଜପା ଆଗରେ ଥିବାବେଳେ ଗୋଟିଏ ଯାଗାରେ…

5 years ago

୨ ରାଜ୍ୟ ସଭା ଆସନ ଲାଗି ଉପନିର୍ବାଚନ ୧୬ରେ

ନୂଆଦିଲ୍ଲୀ,୨୭।୯(ପି.ଟି.):ରାଜ୍ୟ ସଭାରେ ଖାଲିପଡ଼ିଥିବା ଦୁଇଟି ଆସନ ଲାଗି ଉପନିର୍ବାଚନ ଅକ୍ଟୋବର ୧୬ରେ ଅନୁଷ୍ଠିତ ହେବ। ସେହିଦିନ ଅପରାହ୍ନ ୫ଟାରେ ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ବୋଲି…

5 years ago

ନାବାଳିକାଙ୍କୁ ୨ ବର୍ଷ ଗଣବଳାତ୍କାର:ବର୍ବରତାର ସୀମା ଟପିଲେ ୩୦ ଯୁବକ

ମାଲାପୁରମ୍‌,୨୭।୯:କେରଳର ମାଲାପୁରମ୍‌ ଜିଲାରେ ଜଣେ ୧୨ ବର୍ଷର ଝିଅଙ୍କୁ ୩୦ ଜଣ ଯୁବକ ଦୀର୍ଘ ୨ ବର୍ଷ ଧରି ଗଣବଳାତ୍କାର କରିଥିବା ଜଣାପଡିଛି। ନାବାଳିକାଙ୍କୁ ଉଦ୍ଧାର କରାଯାଇ…

5 years ago

ହନିଟ୍ରାପ୍‌ରେ ୧୩ ଆଇଏଏସ୍‌ ଅଧିକାରୀ

ଭୋପାଳ,୨୭।୯:ମଧ୍ୟପ୍ରଦେଶ(ଏମ୍‌ପି)ରେ ହନିଟ୍ରାପ୍‌ ମାମଲା ସବୁ ସରହଦ ପାର୍‌ କରିଯାଇଛି। ଏହି ମାମଲାରେ ୧୩ ଆଇଏଏସ୍‌ ଅଫିସର ସମ୍ପୃକ୍ତ ଥିବା ଘଟଣା ଲୋକଲୋଚନକୁ ଆସିଛି। ଏହି ଆଇଏଏସ୍‌ମାନେ କୃଷି,…

5 years ago

ଭାରତକୁ ଓଆଇସିର ପରାମର୍ଶ:୩୭୦ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୭।୯:ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଇସ୍‌ଲାମିକ୍‌ ସହଯୋଗ ସଂଗଠନ (ଓଆଇସି)ର ସମର୍ଥନ ହାସଲ କରିବାରେ ସଫଳ ହୋଇଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ…

5 years ago

ମହାରାଷ୍ଟ୍ରରେ ଜଳ ତାଣ୍ଡବ:ବର୍ଷାବିତ୍ପାତରେ ୧୯ ମୃତ, ୧୧ ନିଖୋଜ

ପୁଣେ,୨୭।୯(ପି.ଟି.):ମହାରାଷ୍ଟ୍ରରେ ଲଗାଣବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ପୁଣେ, ଜଲଗାଓଁ ଓ ନାଶିକ୍‌ରରେ କାନ୍ଥ ଭୁଶୁଡ଼ିଯିବା ସହ ଗଛ ଓ ବିଦ୍ୟୁତ୍‌ ପୋଲ…

5 years ago

୪ ସପ୍ତାହରେ ଅଯୋଧ୍ୟା ରାୟ: ସିଜେଆଇ କହିଲେ,ଚମତ୍କାର ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୯(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାର ଶୁଣାଣି ଯେକୌଣସି ପ୍ରକାରେ ଅକ୍ଟୋବର ୧୮ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ଉଭୟ ହିନ୍ଦୁ…

5 years ago