ମୁମ୍ବାଇ,୯ା୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଥିବାବେଳେ ବରିଷ୍ଠ କଂଗ୍ରେସ ନେତାମାନେ ଶୁକ୍ରବାର ରାତିରେ ଏନ୍ସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ମିଳିଥିବା ସୂଚନାନୁସାରେ…
ନୂଆଦିଲ୍ଲୀ,୯ା୧୧: କର୍ତାରପୁର କରିଡର ଉଦ୍ଘାଟନର ଦିନକ ପୂର୍ବରୁ ପାକିସ୍ତାନୀ କର୍ତ୍ତୃପକ୍ଷ ସେଠାରେ ବିବାଦୀୟ ପ୍ରଦର୍ଶନ କରିଛନ୍ତି। ସେଠାକୁ ଭ୍ରମଣରେ ଯାଇଥିବା କେତେଜଣ ଭାରତୀୟଙ୍କ ସୂଚନା ଅନୁଯାୟୀ ପାକ୍…
ନୂଆଦିଲ୍ଲୀ,୯ା୧୧: ଗତ ଲୋକ ସଭା ନିର୍ବାଚନରେ ଭାଜପାର ଅର୍ଥବଳ ଆଗରେ ଆମେ ସୀମିତ ସମ୍ବଳରେ ଲଢ଼ିପାରିଲୁ ନାହିଁ ବୋଲି କଂଗ୍ରେସ ଯେଉଁ ଅଭିଯୋଗ କରିଆସୁଥିଲା ତାହା ଏବେ…
ନୂଆଦିଲ୍ଲୀ,୯ା୧୧: ପାକିସ୍ତାନର କୁଖ୍ୟାତ୍ ଗୋଇନ୍ଦା ସଂସ୍ଥା ଇଣ୍ଟର-ସର୍ଭିସେସ୍ ଇଣ୍ଟେଲିଜେନ୍ସ (ଆଇଏସ୍ଆଇ)ର ହନିଟ୍ରାପ୍ରେ ଫସିଛନ୍ତି ଜଣେ ଓଡ଼ିଆ ଯୁବକ। ସେ ହେଲେ ଗଞ୍ଜାମ ଜିଲାର ବିଚିତ୍ର ବେହେରା। ସିପାହି…
ଅଯୋଧ୍ୟା/ନୂଆଦିଲ୍ଲୀ,୮।୧୧(ପି.ଟି.): ବହୁଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲା ରାୟ ଶନିବାର ପୂର୍ବାହ୍ନ ୧୦.୩୦ରେ ପ୍ରକାଶ ପାଇପାରେ। ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ ପୂର୍ବରୁ ମନ୍ଦିର…
ମୁମ୍ବାଇ,୮।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଗୋଟିଏ ପଟେ ଶୁକ୍ରବାର ଦେବେନ୍ଦ୍ର ଫଡନବିଶ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଅନ୍ୟପଟେ ଶିବସେନା ତା’ ଜିଦ୍ରେ…
ମୁମ୍ବାଇ,୮।୧୧: ମହାରାଷ୍ଟ୍ର ରାଜନୀତି ଏବେ ପୁଣିଥରେ ହୋଇଛି ସରଗରମ। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆଉ ତାଙ୍କ ଇସ୍ତଫା ପତ୍ରକୁ ରାଜ୍ୟପାଳ…
ନୂଆଦିଲ୍ଲୀ,୮।୧୧: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା…
ନୂଆଦିଲ୍ଲୀ,୮।୧୧: ଅଡ୍-ଇଭିନ ନମ୍ବରକୁ ନେଇ ଦିଲ୍ଲୀବାସିଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। କାରଣ ନଭେମ୍ବର ୧୧ ଓ ୧୨ରେ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୦ ତମ ଜନ୍ମଦିବସ…
ମୁମ୍ବାଇ,୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଶୁକ୍ରବାର ଅପରାହ୍ନରେ ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କୁ ତାଙ୍କର ଇସ୍ତଫା ପତ୍ର ପଦାନ କରିଛନ୍ତି। ରାଜ୍ୟପାଳ ମଧ୍ୟ ତାଙ୍କ ଇସ୍ତଫା…