ଜାତୀୟ

କନ୍ୟା ଦିବସ: ଦେଶରେ ୨ କୋଟି ୧୦ ଲକ୍ଷ ଅନାକାଂକ୍ଷିତ ଶିଶୁ କନ୍ୟା

ନୂଆଦିଲ୍ଲୀ, ୨୨।୯: ପ୍ରତି ବର୍ଷ ସେପ୍ଟେମ୍ବର ଚତୁର୍ଥ ରବିବାରକୁ ଭାରତରେ କନ୍ୟା ଦିବସ ପାଳନ କରାଯାଇଥାଏ। କନ୍ୟା ଶିଶୁଙ୍କୁ ନେଇ ସଚେତନତା ସୃଷ୍ଟି ଲାଗି ଏହି ଦିବସ…

5 years ago

ମଝି ଆକାଶରେ ଝଡ଼ରେ ଦୋହଲିଲା ଏୟାର ଇଣ୍ଡିଆ ବିମାନ: ୧୭୨ ଯାତ୍ରୀଙ୍କୁ ନେଇ ଜରୁରୀକାଳୀନ ଅବତରଣ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀରୁ କୋଚି ବନ୍ଦର ଦେଇ ଥିରୁଭାନନ୍ତପୁରମ୍‌ ଯାଉଥିବା ଏୟାର ଇଣ୍ଡିଆର ଏ-୩୨୧ ବିମାନ ମଝି ଆକାଶରେ ଝଡ଼ରେ ଦୋହଲିବା ଆରମ୍ଭ କରିଥିଲା। ବିମାନରେ ଥିବା ସମାଗ୍ରୀ…

5 years ago

ଏୟାର ଷ୍ଟ୍ରାଇକ୍‌ର ୭ ମାସ ପରେ ବାଲାକୋଟରେ ପୁଣି ଜୈଶ୍‌ ଆତଙ୍କବାଦୀ ସକ୍ରିୟ: ୪୦ରୁ ଅଧିକ ଜେହାଦିଙ୍କୁ ଦିଆଯାଉଛି ତାଲିମ୍‌

ନୂଆଦିଲ୍ଲୀ,୨୨।୯: ପାକିସ୍ତାନ ବାଲାକୋଟରେ ଭାରତୀୟ ବାୟୁସେନାର ଏୟାର ଷ୍ଟ୍ରାଇକ୍‌ର ୭ ମାସ ପରେ ଏବେ ପୁଣି ଥରେ ଏଠାରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସକ୍ରିୟ ହେବାରେ ଲାଗିଛନ୍ତି। ଏଠାରେ…

5 years ago

ଲିଭ୍‌ ଇନ୍‌ରେ ରହୁଥିବା ମହିଳା ଅଧିକ ଦୁଃଖି: ସର୍ଭେ ରିପୋର୍ଟ ଲୋକାର୍ପଣ କରିବେ ଆର୍‌ଏସ୍‌ଏସ୍‌ ପ୍ରମୁଖ

ନୂଆଦିଲ୍ଲୀ,୨୨।୯: ସମ୍ପ୍ରତି ଦେଶରେ ଲିଭ୍‌ ଇନ୍‌ରେ ରହିବା ମହିଳା ପୁରୁଷଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଭଳି ସମ୍ପର୍କରେ ରହୁଥିବା ମହିଳା ଅଧିକ ଦୁଃଖୀ। ଏନେଇ ଆର୍‌ଏସ୍‌ଏସ୍‌…

5 years ago

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ

ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ ଭାଙ୍ଗି…

5 years ago

ବାଣ ବିସ୍ଫୋରଣରେ ୬ ମୃତ

ଏଟା, ୨୨ା୯(ପି.ଟି.): ଉତ୍ତରପ୍ରଦେଶର ଏଟାସ୍ଥିତ ମିରହାଚି ପୋଲିସଷ୍ଟେଶନ ଅଞ୍ଚଳରେ ବାଣ ବିସ୍ଫୋରଣ ହେବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୯ ଜଣ ଆହତ ମଧ୍ୟ ହୋଇଛନ୍ତି।…

5 years ago

ସୁପ୍ରିମକୋର୍ଟରେ ରହିବ ସ୍ଥାୟୀ ସାମ୍ବିଧାନିକ ପୀଠ

ନୂଆଦିଲ୍ଲୀ,୨୨ା୯: ପାଖାପାଖି ୭୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟରେ ସ୍ଥାୟୀ ଭାବେ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ ହେବାକୁ ଯାଉଛି। ଜଟିଳ ସାମ୍ବିଧାନିକ…

5 years ago

ସିମ୍ପାଞ୍ଜିକୁ ଜବତ କଲା ଇଡି

ନୂଆଦିଲ୍ଲୀ,୨୨ା୯(ପି.ଟି.): ବନ୍ୟଜନ୍ତୁ ଚୋରା କାରବାର କରୁଥିବା ପଶ୍ଚିମବଙ୍ଗର ଜଣେ ବ୍ୟକ୍ତିଙ୍କ ଘର ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଅଧିକାରୀମାନେ ଚଢ଼ାଉ କରି ୩ଟି ସିମ୍ପାଞ୍ଜି ଓ ଏକ…

5 years ago

ସକାଳେ ପିଇଲେ ମଲ୍ଲୀ ପତ୍ର ରସ ମିଳିବ ଏସବୁ ଫାଇଦା…

ନିୟମିତ ମଲ୍ଲୀ ପତ୍ର ରସ ଚାମୁଚେ ପିଇଲେ ଅନେକ ଉପକାର ମିଳିଥାଏ। ଏହା କୃମି ନାଶ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଚର୍ମ ରୋଗରେ ଏହାକୁ…

5 years ago

ଜମ୍ମୁ-କଶ୍ମୀରରୁ ୨ ଜୈଶ କର୍ମୀ ଗିରଫ

ଜମ୍ମୁ,୨୧।୯: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ପୋଲିସ ରେଡ୍‌ କରୁଥିବା ସମୟରେ ଶନିବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ୨ ଓଭର ଗ୍ରାଉଣ୍ଡ କର୍ମୀଙ୍କୁ ଗିରଫ କରିଥିବା ଜଣାପଡିଛି। ପୂର୍ବରୁ…

5 years ago