ଜାତୀୟ

ଭଲ ରାସ୍ତା ଯୋଗୁ ହେଉଛି ବଡ଼ ଦୁର୍ଘଟଣା: ଉପ ମୁଖ୍ୟମନ୍ତ୍ରୀ

ଚିତ୍ରଦୁର୍ଗ,୧୨।୯: କର୍ନାଟକର ଉପ ମୁଖ୍ୟମନ୍ତ୍ରୀ ଗୋବିନ୍ଦ କାରଜଲ ଏମିତି ଏକ ବୟାନ ଦେଇଛନ୍ତି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କାରଜଲ କହିଛନ୍ତି ଭଲ ରାସ୍ତା ଯୋଗୁ…

5 years ago

ଚାଷୀଙ୍କୁ ମିଳିବ ୩ ହଜାର ପେନସନ୍‌: କିଷାନ ମାନଧନ ଯୋଜନାର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୧୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଝାଡ଼ଖଣ୍ଡରେ କିଷାନ ମାନଧନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ଅନ୍ତର୍ଗତ ଚାଷୀଙ୍କୁ ମାସିକ ୩ ହଜାର ଟଙ୍କାର ପେନସନ୍‌…

5 years ago

ବନ୍ଦିପୋରାରେ ଲୁଚିଛନ୍ତି ଲଶ୍କର ଆତଙ୍କବାଦୀ: ଜମ୍ମୁ-କଶ୍ମୀରରେ ହାଇ ଆଲର୍ଟ

ଶ୍ରୀନଗର,୧୨।୯: ଜମ୍ମୁ-କଶ୍ମୀର ବନ୍ଦିପୋରାରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ଲୁଚିଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗୋଇନ୍ଦା ବିଭାଗର ସୂଚନା ଆଧାରରେ ଜମ୍ମୁ-କଶ୍ମୀରରେ…

5 years ago

ହିନ୍ଦୁସ୍ତାନ ପେଟ୍ରୋଲିୟମ୍‌ ପ୍ଲାଣ୍ଟରେ ଫାଟିଲା ଟ୍ୟାଙ୍କ: ବହୁ ଗଁ।କୁ କରାଗଲା ଖାଲି

ଉନ୍ନାଓ,୧୨।୯: ଉତ୍ତରପ୍ରଦେଶ ଉନ୍ନାଓରେ ଥିବା ହିନ୍ଦୁସ୍ତାନ ପେଟ୍ରୋଲିୟମ ପ୍ଲାଣ୍ଟରେ ଗୁରୁବାର ବିସ୍ଫୋରଣ ହୋଇଛି। ହଠାତ୍‌ ଟ୍ୟାଙ୍କ ଫାଟିବାରୁ ଅଗ୍ନିକାଣ୍ଡ ଘଟିଥିଲା। ବିସ୍ଫୋରଣ ଏତେ ଜୋରରେ ଥିଲା ଯେ…

5 years ago

ଆନନ୍ଦ ମହିନ୍ଦ୍ରାଙ୍କ ହସ୍ତକ୍ଷେପ ପରେ ମାତ୍ର ୧ ଟଙ୍କାରେ ଇଡ଼ଲି, ସମ୍ବର ବିକୁଥିବା ୮୦ବର୍ଷୀୟ ମାଉସୀଙ୍କୁ ମିଳିଲା ଗ୍ୟାସ୍‌ କନେକ୍ସନ

କୋଏମ୍ବାଟୁର, ୧୨।୯:ତାମିଲନାଡୁ କୋଏମ୍ବାଟୁର୍‌ରେ ମାତ୍ର ୧ ଟଙ୍କାରେ ଇଡ଼ଲି, ସମ୍ବର ବିକୁଥିବା ୮୦ବର୍ଷୀୟ ମାଉସୀ କମଲାଥଲଙ୍କୁ ଗ୍ୟାସ୍‌ କନେକ୍ସନ ଯୋଗାଇ ଦିଆଯାଇଛି।ବିଶିଷ୍ଟ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରାଙ୍କ ହସ୍ତକ୍ଷେପ…

5 years ago

ଚିଦାମ୍ବରମଙ୍କ ଜାମିନ ଆବେଦନକୁ ନେଇ ସିବିଆଇକୁ ନୋଟିସ ଜାରି କଲେ ଦିଲ୍ଲୀ ହାଇ କୋର୍ଟ

ନୂଆଦିଲ୍ଲୀ,୧୨।୯: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚାଦାମ୍ବରମ ଏବେ ଜେଲ୍‌ରେ ଅଛନ୍ତି। ତାଙ୍କ ଜାମିନ ଆବେଦନକୁ ନେଇ ଗୁରୁବାର ଦିଲ୍ଲୀ ହାଇକୋର୍ଟ ସିବିଆଇକୁ ନୋଟିସ…

5 years ago

ନିଆରା ବିବାହ : ମନ୍ତ୍ରରେ ନୁହେଁ, ଫିଲ୍ମ ଗୀତରେ ବିବାହ କାର୍ଯ୍ୟ ସମାପନ କଲେ ପଣ୍ଡିତ; ଦେଖନ୍ତୁ ଭିଡିଓ…

ସାଧାରଣତଃ ବିଧି ବିଧାନ ସହ ମନ୍ତ୍ର ଉଚ୍ଚାରଣ କରି ପଣ୍ଡିତ ବିବାହ କାର୍ଯ୍ୟ ସମ୍ପନ୍ନ କରିଥାନ୍ତି। ଏଥିରେ ଅଧିକ ବି ସମୟ ଲାଗିଥାଏ। କିନ୍ତୁ ଏପରି ଏକ…

5 years ago

୧୯ ବର୍ଷ ପରେ ଭଡ଼ା ବିଧାନସଭାରୁ ମୁକ୍ତି ପାଇଲା ଝାଡ଼ଖଣ୍ଡ: ଶୁକ୍ରବାର ସ୍ବତନ୍ତ୍ର ଅଧିବେଶନ

ରାଞ୍ଚି,୧୨।୯: ଝାଡ଼ଖଣ୍ଡ ୧୯ ବର୍ଷ ପରେ ଭଡ଼ା ବିଧାନସଭାରୁ ମୁକ୍ତି ପାଇଛି। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ନୂଆ ବିଧାନସଭା ଭବନକୁ ଉଦ୍‌ଘାଟନ କରିଛନ୍ତି। ୩୯…

5 years ago

କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଲେ

ହାଇଦ୍ରାବାଦ,୧୨।୯: ହାଇଦ୍ରାବାଦ୍‌ର ଚାର୍‌ମିନାର୍‌ରେ ଜଣେ ପୋଲିସ୍‌ କନଷ୍ଟେବଳ ନିଜ ପାଇଁ କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଇଛନ୍ତି। କନଷ୍ଟେବଳ ଚାକିରି ଯୋଗୁ ତାଙ୍କୁ ଝିଅ ମିଳିବାରେ…

5 years ago

ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି ପାଇଁ ମନା କଲେ କୋର୍ଟ

ଚେନ୍ନାଇ,୧୨।୯: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ଦୋଷୀ ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି କରିବାକୁ ମାଡ୍ରାସ ହାଇକୋର୍ଟ ମନା କରି ଦେଇଛନ୍ତି। ପୂର୍ବରୁ ୨୨…

5 years ago