ଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ୩ ଗିରଫ

ଶ୍ରୀନଗର,୧୨।୯: ଜମ୍ମୁ-କଶ୍ମୀରରେ ଏକ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ରକୁ ମିଳିତ ସୁରକ୍ଷାକର୍ମୀ ପଣ୍ଡ କରିଛନ୍ତି। ୩ ଆତଙ୍କବାଦୀଙ୍କୁ ପଞ୍ଜାବ-ଜମ୍ମୁ-କଶ୍ମୀର ସୀମା ଲଖନପୁରଠାରୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୪ ଏକେ-୫୬,…

5 years ago

ପ୍ରବଳ ବର୍ଷା: ରକ୍ଷା ପାଇବା ପାଇଁ ଲୋକେ ପାଳନ କଲେ ବେଙ୍ଗବେଙ୍ଗୁଲୀ ଛାଡ଼ପତ୍ର ପରମ୍ପରା

ଭୋପାଳ,୧୨।୯: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଛି। ଏଥିରୁ ରକ୍ଷା ପାଇଁ ଲୋକେ ସ୍ଥାନୀୟ ଏକ ମନ୍ଦିରରେ ବେଙ୍ଗବେଙ୍ଗୁଲୀଙ୍କ ଛାଡ଼ପତ୍ର ପରମ୍ପରା ପାଳନ କରିଛନ୍ତି। ପୂର୍ବରୁ ଏଠାରେ…

5 years ago

ମୁମ୍ବାଇରେ ଗଣପତି ବିସର୍ଜନ ପାଇଁ ସୁରକ୍ଷାରେ ରହିବେ ୫୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ

ମୁମ୍ବାଇ,୧୨।୯: ମହାରାଷ୍ଟ୍ରରେ ସବୁଠାରୁ ବଡ ପର୍ବ ଗଣେଶ ପୂଜା ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ୧୦ ଦିନ ପରେ ଏଠାରେ ବିଘ୍ନବିନାଶକଙ୍କୁ ବିସର୍ଜନ କରାଯାଇଥାଏ। ବୁଧବାରଠାରୁ…

5 years ago

ନିଜର ଶ୍ରାଦ୍ଧକର୍ମ ସମୟରେ ଘରକୁ ଫେରିଲେ ବ୍ୟକ୍ତି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ପାଟନା,୧୨।୯: ବିହାର ମୁଜାଫରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଥିବା ମନେକରି ପରିବାର ସଦସ୍ୟ ଶ୍ରାଦ୍ଧକର୍ମ କରୁଥିଲେ। ତେବେ ସମ୍ପୃକ୍ତ…

5 years ago

ବଂଶୀ ଥେରାପିରେ ଭଲ ହେଉଛି ଗୋମାତାଙ୍କ ରୋଗ, ବଢୁଛି ଦୁଗ୍ଧ ଉତ୍ପାଦନ

ଜମ୍ମୁ,୧୨।୯: ଜମ୍ମୁ-କଶ୍ମୀରର ଏକ ଗୋଶାଳାରେ ଗୋମାତାଙ୍କୁ ସୁସ୍ଥ ରଖିବାକୁ ଏକ ଅଭିନବ ଉପାୟ ପ୍ରୟୋଗ କରାଯାଉଛି। ଏଠାରେ ଗୋମାତାଙ୍କ ଚିକିତ୍ସା କରାଯିବା ସହ ସେମାନଙ୍କୁ ବଂଶୀ ଥେରାପି…

5 years ago

ଅମେଠି-ରାୟବରେଲିର ୫ ରେଳ ଷ୍ଟେଶନରେ ମିଳିବ ଓ୍ବାଇ ଫାଇ ସୁବିଧା

ଅମେଠି,୧୨।୯:କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ଅମେଠି-ରାୟବରେଲିର ୫ଟି ରେଳ ଷ୍ଟେଶନରେ ଓ୍ବାଇ ଫାଇ ସୁବିଧାର ଶୁଭାରମ୍ଭ କରିଛନ୍ତି। ବୁଧବାର ଇରାନି ସେଠାକୁ ତାଙ୍କର ଦୁଇ ଦିବସୀୟ ଗସ୍ତରେ ଯିବା…

5 years ago

ଲଦାଖରେ ପୁଣି ଭାରତୀୟ ଯବାନ-ଚାଇନା ସୈନ୍ୟ ମୁହାଁମୁହିଁ

ନୂଆଦିଲ୍ଲୀ,୧୨।୯: ଲଦାଖରେ ପୁଣିଥରେ ଭାରତୀୟ ଯବାନ ଓ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ପୋଙ୍ଗା ହ୍ରଦର ଉତ୍ତର ପାର୍ଶ୍ୱରେ ଭାରତୀୟ ଯବାନ ପାଟ୍ରୋଲିଂ କରୁଥିବା ସମୟରେ ଚାଇନା…

5 years ago

ବିକ୍ରମ ଲ୍ୟାଣ୍ଡରକୁ ‘ହେଲୋ’ ବାର୍ତ୍ତା ପଠାଇଲା ନାସା

ଓ୍ବାଶିଂଟନ,୧୨।୯: ଭାରତର ଚନ୍ଦ୍ରୟାନ-୨ ମିଶନ ୯୫ ପ୍ରତିଶତ ସଫଳ ହୋଇଛି। ବିକ୍ରମ ଲ୍ୟାଣ୍ଡରକୁ ଇସ୍ରୋ ଚିହ୍ନଟ କରିଥିଲେ ମଧ୍ୟ କୌଣସି ଯୋଗାଯୋଗ ସ୍ଥାପନ ହୋଇପାରୁନି। ସେଥି ପାଇଁ…

5 years ago

ଫାରୁକ୍‌ଙ୍କ ମୁକ୍ତି ପାଇଁ ସୁପ୍ରିମକୋର୍ଟ ଗଲେ ଭାଇକୋ

ନୂଆଦିଲ୍ଲୀ,୧୨ା୯(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଗୃହବନ୍ଦୀ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ମୁକ୍ତ କରିବା ପାଇଁ ବୁଧବାର ରାଜ୍ୟ ସଭା ସଦସ୍ୟ…

5 years ago

ଶପଥ ନେଲେ ହିମାଚଳ ରାଜ୍ୟପାଳ

ଶିମ୍‌ଲା,୧୨ା୯(ପି.ଟି.): ପୂର୍ବତନ କେନ୍ଦ୍ରମନ୍ତ୍ରୀ ବନ୍ଦାରୁ ଦତ୍ତାତ୍ରେୟ ବୁଧବାର ହିମାଚଳ ପ୍ରଦେଶର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ହିମାଚଳ ପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଧରମଚାନ୍ଦ୍‌…

5 years ago