ଶ୍ରୀନଗର,୨୫-୧୦ (ପି.ଟି.):ଏଲ୍ଓସି ଅନ୍ତର୍ଗତ ଜମ୍ମୁ-କଶ୍ମୀରର ତଙ୍ଗଧର ସେକ୍ଟରରେ ପାକିସ୍ତାନ ସେନାର ଗୁଳିମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ପାକିସ୍ତାନୀ ସୈନ୍ୟଙ୍କ ଆଖିବୁଜା…
ଶ୍ରୀନଗର,୨୫-୧୦:ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ୨ ଜଣ ଟ୍ରକ୍ ଡ୍ରାଇଭରଙ୍କୁ ଆତଙ୍କବାଦୀ ଗୁଳିକରି ହତ୍ୟା କରିଛନ୍ତି। ସେମାନେ ଗୁରୁବାର ସନ୍ଧ୍ୟାରେ ସେଓ ଆଣିବାକୁ ଟ୍ରକ୍ ନେଇ ଯାଇଥିଲାବେଳେ ଆତଙ୍କବାଦୀମାନେ…
ନୂଆଦିଲ୍ଲୀ,୨୫-୧୦ (ପି.ଟି.):ଜମ୍ମୁ-କଶ୍ମୀରରେ ଆଉ କେତେଦିନ କଟକଣା ଜାରି ରଖିବାକୁ ଚାହାନ୍ତି ବୋଲି ସୁପ୍ରିମକୋର୍ଟ ରାଜ୍ୟ ପ୍ରଶାସନକୁ ପ୍ରଶ୍ନ କରିଛନ୍ତି। ଅଗଷ୍ଟ ୫ରେ ଉକ୍ତ ରାଜ୍ୟରୁ ସମ୍ବିଧାନର ଅନୁଚ୍ଛେଦ…
ନୂଆଦିଲ୍ଲୀ,୨୫-୧୦:ଉତ୍ତରପ୍ରଦେଶର ୧୧ ବିଧାନସଭା ଆସନ ସମେତ ୧୭ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୧ ବିଧାନସଭା ଓ ୨ ଲୋକ ସଭା ଆସନ ଲାଗି ହୋଇଥିବା…
ମୁମ୍ବାଇ,୨୫-୧୦(ପି.ଟି.):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା-ଶିବସେନା ମେଣ୍ଟକୁ ବହୁମତ ମିଳିଥିଲାବେଳେ ସରକାର ଗଠନ ନେଇ ମୂଲଚାଲ ଆରମ୍ଭ ହୋଇଯାଇଛି। ୫୦-୫୦ ସୂତ୍ରରେ କ୍ଷମତା ଭାଗ ଉପରେ ଶିବସେନା ଅଧ୍ୟକ୍ଷ…
ମୁମ୍ବାଇ,୨୫-୧୦(ଆଇଏଏନ୍ଏସ୍):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା-ଶିବସେନାକୁ ବହୁମତ ମିଳିଥିଲେ ହେଁ ଉଭୟ ଦଳର ୮ ମନ୍ତ୍ରୀ ଓ ବହୁ ତୁଙ୍ଗ ନେତା ପରାଜିତ ହୋଇଛନ୍ତି। ଫଳାଫଳ ଅନୁଯାୟୀ ଭାଜପାର…
ମୁମ୍ବାଇ,୨୫-୧୦:ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିବା ଭାଜପା ପ୍ରାର୍ଥୀ ପଙ୍କଜା ମୁଣ୍ଡେ ବିଧାନସଭା ନିର୍ବାଚନରେ ହାରିଯିବା ପରେ କାନ୍ଦି ପକାଇଥିଲେ। ପାର୍ଲି ଆସନରୁ ନିର୍ବାଚନ ଲଢ଼ୁଥିବା ପଙ୍କଜାଙ୍କ ପାଇଁ…
ନୂଆଦିଲ୍ଲୀ,୨୫-୧୦:ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ ଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇରାଜ୍ୟର ମତଦାତାଙ୍କୁ ଧନ୍ୟବାଦ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଏକ ସଭାକୁ ସମ୍ବୋଧିତ…
ଚଣ୍ଡିଗଡ଼,୨୫-୧୦(ପି.ଟି.):ହରିୟାଣା ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ବହୁମତ ମିଳି ନ ଥିଲାବେଳେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଦେବୀଲାଲ୍ଙ୍କ ଅଣନାତି ଦୁଷ୍ୟନ୍ତ ଚୌତାଲା ସରକାର ଗଠନରେ କିଙ୍ଗ୍ମେକର ଭୂମିକା ନେଇପାରନ୍ତି…
ନୂଆଦିଲ୍ଲୀ,୨୫-୧୦(ପି.ଟି.):ହରିୟାଣାରେ ଭାଜପା ସରକାର ଗଠନ କରିବ ବୋଲି ଦଳର ଅଧ୍ୟକ୍ଷ ଅମିତ୍ ଶାହ ସଙ୍କେତ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ରାଜ୍ୟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ…