ଜାତୀୟ

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଭିଡିଓ ଜାରି କଲା ଭାରତୀୟ ବାୟୁସେନା

ନୂଆଦିଲ୍ଲୀ,୪।୧୦: ଭାରତୀୟ ବାୟୁସେନା ପକ୍ଷରୁ ଶୁକ୍ରବାର ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଏକ ଭିଡିଓ ଜାରି କରାଯାଇଛି। ଏହି ଭିଡିଓରେ ବାଲାକୋଟରେ ଏୟାର ଷ୍ଟ୍ରାଇକ୍‌ର ପ୍ରସ୍ତୃତି ଓ ଆତଙ୍କବାଦୀ…

5 years ago

ଚଣ୍ଡିଗଡ଼ରେ ୨୧ ଫୁଟ ଉଚ୍ଚର ରାବଣ

ଚଣ୍ଡିଗଡ଼,୪।୧୦: ସମଗ୍ର ଦେଶରେ ଦୁର୍ଗାପୂଜା ପାଳନ କରାଯାଉଥିବା ବେଳେ ଶୁକ୍ରବାର ଷଷ୍ଠୀ ହୋଇଥିବାରୁ ବିଭିନ୍ନ ମଣ୍ଡପ ଗୁଡିକରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ଦଶହାର ଅକ୍ଟୋବର…

5 years ago

କଂଗ୍ରେସ ଛାଡିବାକୁ ଧମକ ଦେଲେ ସଞ୍ଜୟ ନିରୁପମ

ନୂଆଦିଲ୍ଲୀ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଟିକେଟ୍‌ ନ ଦିଆଯିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ସଞ୍ଜୟ ନିରୁପମ। ଏପରିକି…

5 years ago

ସୁଧହାର କମାଇଲା ଆରବିଆଇ

ନୂଆଦିଲ୍ଲୀ,୪।୧୦: ମୁଦ୍ରାନୀତି ସମୀକ୍ଷା ପରେ ଶୁକ୍ରବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୦.୨୫ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ଫଳରେ ୫.୧୫ ପ୍ରତିଶତକୁ ରେପୋ ରେଟ ହ୍ରାସ…

5 years ago

ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ ପାଇଁ ସେଓ ବଗିଚାରେ ଷଡ଼ଯନ୍ତ୍ର ରଚିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ରକ୍ତକୁଖା ହୋଇପଡ଼ିଛି। ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିବାରେ ଲାଗିଛି ପାକିସ୍ତାନ। ଏନେଇ ରାଜଧାନୀ…

5 years ago

ପିଏମ୍‌ସି ବ୍ୟାଙ୍କ୍‌ ଠକେଇ ମାମଲା: ମହାରାଷ୍ଟ୍ରର ୬ଟି ସ୍ଥାନରେ ଇଡି ଚଢାଉ

ମୁମ୍ବାଇ,୪।୧୦: ପଞ୍ଜାବ ଏବଂ ମହାରାଷ୍ଟ କୋଅପରେଟିଭ୍‌ ବ୍ୟାଙ୍କ୍‌ ଠକେଇ ମାମଲାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ମୁମ୍ବାଇର ୬ଟି ସ୍ଥାନରେ ଚଢାଉ କରାଯାଇଛି। ଏହି ମାମଲାରେ ହାଉସିଂ…

5 years ago

ଜେଲରେ ଥିବା ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର

ନୂଆଦିଲ୍ଲୀ,୪।୧୦: ଶୀନା ବୋରା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ଉଭୟ ଏବେ ଜେଲରେ ବନ୍ଦୀ ଜୀବନ…

5 years ago

ଲକ୍ଷ୍ନୌରେ ଗଡ଼ିଲା ତେଜସ ଏକ୍ସପ୍ରେସ: ଯୋଗୀ ଆଦିତ୍ୟନାଥ କଲେ ଶୁଭାରମ୍ଭ

ଲକ୍ଷ୍ନୌ,୪।୧୦: ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ ତେଜସ ଏକ୍ସପ୍ରେସ ଶୁକ୍ରବାର ଟ୍ରାକ୍‌ରେ ଗଡ଼ିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌ ଷ୍ଟେସନରେ ପତାକା ଦେଖାଇ ଏହାର ଶୁଭାରମ୍ଭ…

5 years ago

ଘର ଆଗରେ ମଳତ୍ୟାଗ କରିବା ହେଲା କାଳ: ଦୁଇ ପଡୋଶୀଙ୍କ କଳିରେ ଦେଢ ବର୍ଷ ଶିଶୁର ପ୍ରାଣ ଗଲା

ଭୋପାଳ,୪।୧୦:ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ୭ବର୍ଷର ଶିଶୁ ଘର ଆଗରେ ମଳତ୍ୟାଗ କରିବାରୁ ଦୁଇ ପଡୋଶୀ ମଧ୍ୟରେ ଝଗଡା ଲାଗି ଦେଢ ବର୍ଷର ଶିଶୁଙ୍କ…

5 years ago

ପାକିସ୍ତାନର ଗୋଟିଏ ହାତରେ ବନ୍ଧୁକ, ଅନ୍ୟ ହାତରେ ବୋମା: ଶଶି ଥରୁର

ନୂଆଦିଲ୍ଲୀ,୧୦।୯: କଶ୍ମୀର ପ୍ରସଙ୍ଗରେ ଅନ୍ୟ ଦେଶର ମଧ୍ୟସ୍ଥତା ଆବଶ୍ୟକ ଆବଶ୍ୟକ ନାହିଁ। ଆମକୁ ପାକିସ୍ତାନ ସହିତ କଥାବାର୍ତ୍ତା କରିବାରେ କୌଣସି ଆପତ୍ତି ନାହିଁ। ଯଦି ପାକିସ୍ତାନ ଗୋଟିଏ…

5 years ago